"ରାଇମୋହନ ପରିଡ଼ା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
୫୨ କ ଧାଡ଼ି: ୫୨ କ ଧାଡ଼ି:


ପରବର୍ତ୍ତୀ ସମୟରେ ସେ କଳିଙ୍ଗ ଗଣନାଟ୍ୟ, ତ୍ରିନାଥ ଗଣନାଟ୍ୟ, ରୁଦ୍ରାଣୀ ଗଣନାଟ୍ୟ, ଜଗନ୍ନାଥ ଗଣନାଟ୍ୟ, ଶୁଭଶ୍ରୀ ଗଣନାଟ୍ୟ, ନିର୍ମାଲ୍ୟ ଗଣନାଟ୍ୟ, ଓଡ଼ିଶା ଅପେରା, ଧରିତ୍ରୀ ଅପେରା, ଶ୍ରୀକ୍ଷେତ୍ର ଗଣନାଟ୍ୟ, ଗୌରୀ ଗଣନାଟ୍ୟ ଆଦିର ବିଭିନ୍ନ ନାଟକର ନିର୍ଦ୍ଦେଶନା ଦେଇଥିଲେ । ପରବର୍ତ୍ତୀ ସମୟରେ ସେ ଯାତ୍ରାରେ ନିର୍ଦ୍ଦେଶନା ଦେବା ସହିତ ଅଭିନୟ ମଧ୍ୟ କରିଥିଲେ ।<ref>{{cite news|url=https://sakalaepaper.com/media/2022-06/25051628-page-14.jpg|title=ଅବୁଝା ଅବସାନ: ଯାତ୍ରାରେ ଛାଡ଼ିଥିଲେ ଛାପ|date=25 June 2022|work=[[ସକାଳ (ଖବରକାଗଜ)|ସକାଳ]]|accessdate=25 June 2022|archiveurl=https://web.archive.org/web/20220625050227/https://sakalaepaper.com/media/2022-06/25051628-page-14.jpg|archivedate=25 June 2022|language=[[ଓଡ଼ିଆ ଭାଷା|ଓଡ଼ିଆ]]|url-status=live}}</ref>
ପରବର୍ତ୍ତୀ ସମୟରେ ସେ କଳିଙ୍ଗ ଗଣନାଟ୍ୟ, ତ୍ରିନାଥ ଗଣନାଟ୍ୟ, ରୁଦ୍ରାଣୀ ଗଣନାଟ୍ୟ, ଜଗନ୍ନାଥ ଗଣନାଟ୍ୟ, ଶୁଭଶ୍ରୀ ଗଣନାଟ୍ୟ, ନିର୍ମାଲ୍ୟ ଗଣନାଟ୍ୟ, ଓଡ଼ିଶା ଅପେରା, ଧରିତ୍ରୀ ଅପେରା, ଶ୍ରୀକ୍ଷେତ୍ର ଗଣନାଟ୍ୟ, ଗୌରୀ ଗଣନାଟ୍ୟ ଆଦିର ବିଭିନ୍ନ ନାଟକର ନିର୍ଦ୍ଦେଶନା ଦେଇଥିଲେ । ପରବର୍ତ୍ତୀ ସମୟରେ ସେ ଯାତ୍ରାରେ ନିର୍ଦ୍ଦେଶନା ଦେବା ସହିତ ଅଭିନୟ ମଧ୍ୟ କରିଥିଲେ ।<ref>{{cite news|url=https://sakalaepaper.com/media/2022-06/25051628-page-14.jpg|title=ଅବୁଝା ଅବସାନ: ଯାତ୍ରାରେ ଛାଡ଼ିଥିଲେ ଛାପ|date=25 June 2022|work=[[ସକାଳ (ଖବରକାଗଜ)|ସକାଳ]]|accessdate=25 June 2022|archiveurl=https://web.archive.org/web/20220625050227/https://sakalaepaper.com/media/2022-06/25051628-page-14.jpg|archivedate=25 June 2022|language=[[ଓଡ଼ିଆ ଭାଷା|ଓଡ଼ିଆ]]|url-status=live}}</ref>

=== ଦୂରଦର୍ଶନ ===
ରାଇମୋହନ ଦୂରଦର୍ଶନରେ ଅନେକ ଧାରାବାହିକରେ ଅଭିନୟ କରିଥିଲେ । [[ମଞ୍ଜରୀ ଟିଭି]]<nowiki/>ରେ ପ୍ରସାରିତ ଧାରାବାହିକ [[ସିଂହଦ୍ୱାର (ଓଡ଼ିଆ ଧାରାବାହିକ)|ସିଂହଦ୍ୱାର]] ଥିଲା ତାଙ୍କ ଅଭିନୀତ ଶେଷ ଧାରାବାହିକ ।<ref>{{cite news|url=https://sakalaepaper.com/media/2022-06/25051628-page-14.jpg|title=ଅବୁଝା ଅବସାନ: ନାଟ୍ୟ ନିର୍ଦ୍ଦେଶନାରୁ ଅଭିନୟ ଯାତ୍ରା|date=25 June 2022|work=[[ସକାଳ (ଖବରକାଗଜ)|ସକାଳ]]|accessdate=25 June 2022|archiveurl=https://web.archive.org/web/20220625050227/https://sakalaepaper.com/media/2022-06/25051628-page-14.jpg|archivedate=25 June 2022|language=[[ଓଡ଼ିଆ ଭାଷା|ଓଡ଼ିଆ]]|url-status=live}}</ref>


=== ଅଭିନୀତ ଓଡ଼ିଆ କଥାଚିତ୍ର ===
=== ଅଭିନୀତ ଓଡ଼ିଆ କଥାଚିତ୍ର ===

୧୧:୦୮, ୨୫ ଜୁନ ୨୦୨୨ ଅନୁସାରେ କରାଯାଇଥିବା ବଦଳ

ରାଇମୋହନ ପରିଡ଼ା
ଜନ୍ମ(1963-07-10)୧୦ ଜୁଲାଇ ୧୯୬୩
ମୃତ୍ୟୁ୨୪ ଜୁନ ୨୦୨୨(2022-06-24) (ବୟସ ୫୮)
ମୃତ୍ୟୁର କାରଣଆତ୍ମହତ୍ୟା
ଶିକ୍ଷାନୁଷ୍ଠାନଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ
ବୃତ୍ତିଅଭିନେତା
ସକ୍ରିୟ ବର୍ଷ୧୯୮୪- ୨୦୨୨
ବୈବାହିକ-ସାଥୀରଞ୍ଜିତା ପରିଡ଼ା
ପିତାମାତାତ୍ରୈଲୋକନାଥ ପରିଡ଼ା
ତିଳୋତ୍ତମା ପରିଡ଼ା
ପୁରସ୍କାରରାଜ୍ୟ ଚଳଚ୍ଚିତ୍ର ପୁରସ୍କାର

ରାଇମୋହନ ପରିଡ଼ା (୧୦ ଜୁଲାଇ ୧୯୬୩[୧] - ୨୪ ଜୁନ ୨୦୨୨) ଓଡ଼ିଶାରେ ଜନ୍ମଗ୍ରହଣ କରିଥିବା ଓଡ଼ିଆ କଥାଚିତ୍ର ଓ ଯାତ୍ରା ଜଗତର ଜଣେ ଜଣେ ଖଳ ଅଭିନେତା ଥିଲେ ।[୨] ୧୯୮୪ ମସିହାରେ ଗଙ୍ଗ ଶିଉଳି ଚଳଚ୍ଚିତ୍ର ଜରିଆରେ ସେ ଓଡ଼ିଆ କଥାଚିତ୍ର ଜଗତରେ କାମ କରିବା ଆରମ୍ଭ କରିଥିଲେ ।[୩] ସେ ଯାତ୍ରା ଜଗତର ଅନେକ ନାଟକର ନିର୍ଦ୍ଦେଶନା ଦେବା ସହିତ କିଛି ଯାତ୍ରାପାର୍ଟିରେ ଅଭିନୟ ମଧ୍ୟ କରିଥିଲେ । ୨୪ ଜୁନ ୨୦୨୨ରେ ସେ ଆତ୍ମହତ୍ୟା କରିଥିଲେ ।[୪]

ଜନ୍ମ, ପରିବାର ଓ ଶିକ୍ଷା

ରାଇମୋହନ ୧୯୬୩ ମସିହାର ଜୁଲାଇ ୧୦ ତାରିଖରେ କେନ୍ଦୁଝର ଜିଲ୍ଲାର ଉଦୟପୁରଠାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ତୈଲୋକନାଥ ପରିଡ଼ା ଓ ମାତା ତିଳୋତ୍ତମା ପରିଡ଼ାଙ୍କର ପାଞ୍ଚ ସନ୍ତାନ ମଧ୍ୟରୁ ଏକମାତ୍ର ପୁତ୍ର ଥିଲେ ସେ । କରଞ୍ଜିଆ ମହାବିଦ୍ୟାଳୟରୁ ପାଠପଢ଼ା ଶେଷ କରି ସେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରୁ ଅଭିନୟ କଳାରେ ସ୍ନାତକ ଡୀଗ୍ରୀ ହାସଲ କରିଥିଲେ ।[୩]

ଅଭିନୟ ଜୀବନ

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରୁ ଅଭିନୟ କଳାରେ ଡିଗ୍ରୀ ହାସଲ କରିସାରିବା ପରେ ରାଇମୋହନ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ କରିବାକୁ ଉଦ୍ୟମ କରିଥିଲେ । ଆରମ୍ଭରୁ ସେ ନାୟକ ହେବାକୁ ଇଚ୍ଛା ପ୍ରକଟ କରିଥିଲେ ମାତ୍ର ସଫଳ ହୋଇ ପାରିନଥିଲେ ।[୫]

ଓଡ଼ିଆ କଥାଚିତ୍ର ଜଗତ

ସେ ପ୍ରଥମେ ମଞ୍ଚ ନାଟକରେ ଅଭିନୟ କରିବା ଆରମ୍ଭ କରିଥିଲେ । ୧୯୮୪ ମସିହାରେ ସେ ଗଙ୍ଗ ଶିଉଳିରେ ଏକ ଚରିତ୍ର ଅଭିନେତା ଭାବରେ କାର୍ଯ୍ୟ କରିଥିଲେ । ୧୯୮୬ ମସିହାରେ ମୁକ୍ତିଲାଭ କରିଥିବା ପକା କମ୍ବଳ ପୋତ ଛତାରେ ସେ ଖଳନାୟକ ଭାବରେ ଅଭିନୟ କରିଥିଲେ । ଏହାପରେ ସେ ଅନେକ ଚଳଚ୍ଚିତ୍ରରେ ଖଳନାୟକ ଭାବରେ ଅଭିନୟ କରିବା ସହିତ କିଛି ଚଳଚ୍ଚିତ୍ରରେ ସକାରତ୍ମକ ଭୂମିକାରେ ମଧ୍ୟ କାର୍ଯ୍ୟ କରିଥିଲେ ।[୩]

ବଙ୍ଗଳା କଥାଚିତ୍ର ଜଗତ

ଓଡ଼ିଆ କଥାଚିତ୍ର ଜଗତରେ କାର୍ଯ୍ୟ କରିବା ସହିତ ରାଇମୋହନ ବଙ୍ଗଳା କଥାଚିତ୍ର ଜଗତରେ ଜଗତରେ ମଧ୍ୟ କାର୍ଯ୍ୟ କରିଥିଲେ । ୨୦୦୨ ମସିହାରେ ସେ ପ୍ରଥମକରି ବଙ୍ଗଳା କଥାଚିତ୍ର ଜଗତରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ ଏବଂ ୧୫ଟି ବଙ୍ଗଳ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ।[୬]

ଯାତ୍ରା ଜଗତ

ରାଇମୋହନ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ କରିବା ସହିତ ଯାତ୍ରା ଜଗତରେ ମଧ୍ୟ ଅଭିନୟ କରିଥିଲେ । ସେ ୧୯୯୧-୯୨ ମସିହାରେ ଅଭିନେତା ଅଶ୍ରୁମୋଚନ ମହାନ୍ତିଙ୍କ ସହ ତାରିଣୀ ଗଣନାଟ୍ୟ ପାଇଁ ଚିନ୍ମୟ ଦାସଙ୍କ ରଚିତ ନାଟକ ଭଙ୍ଗା ଆଇନାର ନିର୍ଦ୍ଦେଶନା ଦେଇଥିଲେ, ଯାହାକି ସେ ସମୟରେ ଅନେକ ଲୋକପ୍ରିୟତା ସାଉଁଣ୍ଟିଥିଲା ।[୭]

ପରବର୍ତ୍ତୀ ସମୟରେ ସେ କଳିଙ୍ଗ ଗଣନାଟ୍ୟ, ତ୍ରିନାଥ ଗଣନାଟ୍ୟ, ରୁଦ୍ରାଣୀ ଗଣନାଟ୍ୟ, ଜଗନ୍ନାଥ ଗଣନାଟ୍ୟ, ଶୁଭଶ୍ରୀ ଗଣନାଟ୍ୟ, ନିର୍ମାଲ୍ୟ ଗଣନାଟ୍ୟ, ଓଡ଼ିଶା ଅପେରା, ଧରିତ୍ରୀ ଅପେରା, ଶ୍ରୀକ୍ଷେତ୍ର ଗଣନାଟ୍ୟ, ଗୌରୀ ଗଣନାଟ୍ୟ ଆଦିର ବିଭିନ୍ନ ନାଟକର ନିର୍ଦ୍ଦେଶନା ଦେଇଥିଲେ । ପରବର୍ତ୍ତୀ ସମୟରେ ସେ ଯାତ୍ରାରେ ନିର୍ଦ୍ଦେଶନା ଦେବା ସହିତ ଅଭିନୟ ମଧ୍ୟ କରିଥିଲେ ।[୮]

ଦୂରଦର୍ଶନ

ରାଇମୋହନ ଦୂରଦର୍ଶନରେ ଅନେକ ଧାରାବାହିକରେ ଅଭିନୟ କରିଥିଲେ । ମଞ୍ଜରୀ ଟିଭିରେ ପ୍ରସାରିତ ଧାରାବାହିକ ସିଂହଦ୍ୱାର ଥିଲା ତାଙ୍କ ଅଭିନୀତ ଶେଷ ଧାରାବାହିକ ।[୯]

ଅଭିନୀତ ଓଡ଼ିଆ କଥାଚିତ୍ର

ବ୍ୟକ୍ତିଗତ ଜୀବନ

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ପଢ଼ିବା ସମୟରେ ତାଙ୍କ ତଳ ଶ୍ରେଣୀର ଛାତ୍ରୀ ରଞ୍ଜିତାଙ୍କୁ ପ୍ରେମ କରିଥିଲେ ଏବଂ ୧୯୯୨ ମସିହାରେ ସେ ତାଙ୍କୁ ବିବାହ କରିଥିଲେ ।[୧୦] ଏହି ଦମ୍ପତିଙ୍କର ଶେଫାଳି ଓ ଉଦିତା ନାମରେ ଦୁଇ ଝିଅ ଅଛନ୍ତି ।[୩]

ସମ୍ମାନ ଓ ପୁରସ୍କାର

ମୃତ୍ୟୁ

ରାଇମୋହନ ୨୦୨୨ ମସିହାର ଜୁନ ୨୪ ତାରିଖରେ ଆତ୍ମହତ୍ୟା କରିଥିଲେ ।[୧୩] ମୃତ୍ୟୁବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା ।

ଆଧାର

  1. ବେହେରା, ସୁକେଶ. "ରାଇମୋହନ ଗଛ ଯିଏ ମାଟିରୁ ଉଠିଛି, ଲତା ନୁହେଁ". ଧରିତ୍ରୀ. Retrieved 11 September 2016.
  2. Orissa reference: glimpses of Orissa. TechnoCAD Systems. 2001.
  3. ୩.୦ ୩.୧ ୩.୨ ୩.୩ "ଅବୁଝା ଅବସାନ: ଶେଷ ସଂଳାପ". ସକାଳ (in ଓଡ଼ିଆ). 25 June 2022. Archived from the original on 25 June 2022. Retrieved 25 June 2022.{{cite news}}: CS1 maint: unrecognized language (link)
  4. Das, Haraprasad (24 June 2022). "Ollywood actor Raimohan Parida passes away; Suicide suspected". Pragativadi (in English). Bhubaneswar. Archived from the original on 24 June 2022. Retrieved 24 June 2022.{{cite news}}: CS1 maint: unrecognized language (link)
  5. "ଅବୁଝା ଅବସାନ: ନାୟକ ହେବାକୁ ଥିଲେ ଇଚ୍ଛା". ସକାଳ (in ଓଡ଼ିଆ). 25 June 2022. Archived from the original on 25 June 2022. Retrieved 25 June 2022.{{cite news}}: CS1 maint: unrecognized language (link)
  6. "ଅବୁଝା ଅବସାନ: ଓଡ଼ିଆରୁ ବଙ୍ଗଳା ଚଳଚ୍ଚିତ୍ର". ସକାଳ (in ଓଡ଼ିଆ). 25 June 2022. Archived from the original on 25 June 2022. Retrieved 25 June 2022.{{cite news}}: CS1 maint: unrecognized language (link)
  7. "ରୂପେଲି ପରଦାରୁ ଯାତ୍ରା ମଞ୍ଚ: ଯଲିଉଡରେ ରାଇମୋହନଙ୍କ ଜଲୱା". OdishaLIVE. 3 July 2018. Archived from the original on 24 August 2018. Retrieved 24 August 2018.
  8. "ଅବୁଝା ଅବସାନ: ଯାତ୍ରାରେ ଛାଡ଼ିଥିଲେ ଛାପ". ସକାଳ (in ଓଡ଼ିଆ). 25 June 2022. Archived from the original on 25 June 2022. Retrieved 25 June 2022.{{cite news}}: CS1 maint: unrecognized language (link)
  9. "ଅବୁଝା ଅବସାନ: ନାଟ୍ୟ ନିର୍ଦ୍ଦେଶନାରୁ ଅଭିନୟ ଯାତ୍ରା". ସକାଳ (in ଓଡ଼ିଆ). 25 June 2022. Archived from the original on 25 June 2022. Retrieved 25 June 2022.{{cite news}}: CS1 maint: unrecognized language (link)
  10. "ଅବୁଝା ଅବସାନ: ଖଳନାୟକଙ୍କ ପ୍ରେମ କାହାଣୀ". ସକାଳ (in ଓଡ଼ିଆ). 25 June 2022. Archived from the original on 25 June 2022. Retrieved 25 June 2022.{{cite news}}: CS1 maint: unrecognized language (link)
  11. http://www.orissadiary.com/CurrentNews.asp?id=30737
  12. http://www.hindu.com/2010/01/23/stories/2010012354460200.htm
  13. "ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ା ଆଉ ନାହାନ୍ତି, ନିଜ ଘରେ ଜୀବନ ହାରିଲେ". ସମ୍ବାଦ (in ଓଡ଼ିଆ). ଭୁବନେଶ୍ୱର: sambad.in. 24 June 2022. Archived from the original on 24 June 2022. Retrieved 24 June 2022.{{cite news}}: CS1 maint: unrecognized language (link)

ଅଧିକ ତଥ୍ୟ