"ପାଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
No edit summary
୮ କ ଧାଡ଼ି: ୮ କ ଧାଡ଼ି:
| descendant =
| descendant =
| culture = [[ଓଡ଼ିଆ ଚଳଣି]]
| culture = [[ଓଡ଼ିଆ ଚଳଣି]]
| origin = [[ଗଞ୍ଜାମ ଜିଲା|ଗଞ୍ଜାମ]], [[ଓଡ଼ିଶା]]</br />{{flag|ଭାରତ}}
| origin = [[ଓଡ଼ିଶା]]</br />{{flag|ଭାରତ}}
| era =
| era =
| music = [[ପାଲା ସଙ୍ଗୀତ]]
| music = [[ପାଲା ସଙ୍ଗୀତ]]

୨୩:୩୬, ୨ ଅକ୍ଟୋବର ୨୦୧୧ ଅନୁସାରେ କରାଯାଇଥିବା ବଦଳ

ପାଲା
ମାଧ୍ୟମଗୀତ-ନାଟ
ସଂସ୍କୃତିଓଡ଼ିଆ ଚଳଣି
ସୃଷ୍ଟିଓଡ଼ିଶା
 ଭାରତ
ଗୀତ-ସଙ୍ଗୀତପାଲା ସଙ୍ଗୀତ
କଳାକାର୬ ଜଣ
ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆ

ପାଲା ଏକ ପାରମ୍ପାରିକ ଓ ବିଦଗ୍ଧ ଓଡ଼ିଆ ଗୀତ-ନାଟ/ନୃତ୍ୟ କଳା । ଏହା ଏକ ଅତି ପୁରାତନ ଲୋକନାଟ୍ୟ । ପାଲା ସାଧାରଣତଃ ୬ ଜଣ ବ୍ୟକ୍ତିଙ୍କୁ ନେଇ ଅନୁଷ୍ଠିତ ହୋଇଥାଏ ।

ଇତିହାସ

ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆଙ୍କୁ ନେଇ ପାଲା ଅନୁଷ୍ଠିତ ହୋଇଥାଏ । ଓଡ଼ିଶାର ଏହି ସ୍ବତନ୍ତ୍ର କଳା ଦିନେ ଘରେ ଘରେ ଅତି ପରିଚିତ ଥିଲା । ବିଶେଷ କରି ବାଦୀପାଲା ଦେଖିବାକୁ ଲୋକେ ବହୁତ ପସନ୍ଦ କରୁଥିଲେ । ଯେଉଁ ସମୟରେ ମନୋରଞ୍ଜନ କରିବା ପାଇଁ ବିଶେଷ ସୁବିଧା ନଥିଲା ସେହି ସମୟରେ ପାଲା ଲୋକଙ୍କୁ ମନୋରଞ୍ଜନ କରିବା ସହ ସାହିତ୍ୟ, ସଂସ୍କୃତି ଓ କଳା ପ୍ରତି ପରିଚିତ କରାଉଥିଲା । ଏହି ପାଲା ମାଧ୍ୟମରେ ଓଡ଼ିଶାରେ ଭାଷା ଆନ୍ଦୋଳନ ଘରେଘରେ ପହଞ୍ଚି ପାରିଥିଲା । ସେହିପରି ସ୍ବାଧୀନତା ଆନ୍ଦୋଳନ ସମୟରେ ମଧ୍ୟ ପାଲାର ଗୁରୁତ୍ବପୂଣ୍ଣ ଭୂମିକା ରହିଥିଲା ।

ବିଶେଷତା

ପାଲା ହିନ୍ଦୁ ଓ ମୁସଲମାନ ଧର୍ମ ମଧ୍ୟରେ ସମନ୍ବୟ ରଖିଥାଏ । ଏଥିରେ ଉଭୟ ସତ୍ୟ ନାରାୟଣ ଏବଂ ପୀର ବାବାଙ୍କୁ ପୂଜା କରାଯାଇଥାଏ, ତେଣୁ ପାଲାକୁ ସତ୍ୟପୀର ପୂଜା ବୋଲି ମଧ୍ୟ କୁହାଯାଏ ।

ଆଧାର