"ଧଉଳି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେNo edit summary
ଟିକେNo edit summary
୧ କ ଧାଡ଼ି: ୧ କ ଧାଡ଼ି:
[[ଫାଇଲ:Dhauli Peace Pagoda.jpg|thumb|250px|right|ଧଉଳି ଶାନ୍ତି ସ୍ତୁପ]]
[[ଫାଇଲ:Dhauli Peace Pagoda.jpg|thumb|250px|right|ଧଉଳି ଶାନ୍ତି ସ୍ତୁପ]]
'''ଧଉଳି''' ପାହାଡ ଦୟା ନଇ କୂଳରେ ଅଛି । ଏହା ରାଜଧାନୀ ''[[ଭୁବନେଶ୍ୱର]]'' ଠାରୁ ୮ କିମି ଦୁରରେ ଅଛି । ଏହି ପାହାଡର ପଥର ଉପରେ [[ଓଡ଼ିଆ ଭାଷା]]ରେ ଅଶୋକଙ୍କ ଶିଳାଲେଖ ଅଛି । ଏହା ହେଉଛି ସେହି ଜାଗା ଯେଉଁଠାରେ କଳିଙ୍ଗ ଯୁଦ୍ଧ ହୋଇଥିଲା ।
'''ଧଉଳି''' ପାହାଡ଼ ଦୟା ନଇ କୂଳରେ ଅଛି । ଏହା ରାଜଧାନୀ ''[[ଭୁବନେଶ୍ୱର]]'' ଠାରୁ ୮ କିମି ଦୁରରେ ଅଛି । ଏହି ପାହାଡର ପଥର ଉପରେ [[ଓଡ଼ିଆ ଭାଷା]]ରେ ଅଶୋକଙ୍କ ଶିଳାଲେଖ ଅଛି । ଏହା ହେଉଛି ସେହି ଜାଗା ଯେଉଁଠାରେ କଳିଙ୍ଗ ଯୁଦ୍ଧ ହୋଇଥିଲା ।

==ଇତିହାସ==
==ଇତିହାସ==
ଏଠାରେ ଥିବା ୬କ ଶିଳାଲେଖର [[ଅଶୋକ]] ପୁରା ପୃଥିବୀର ମଙ୍ଗଳ ପାଇଁ ସେ ହାତକୁ ନେଇଥିବା ସବୁ କାମ ଉପରେ ଲେଖାଯାଇଛି । ପଥରରେ ତିଆରି କରାଯାଇଥିବା ହାତୀ ଯାହା ଏହି ଶିଳାଲେଖ ଉପରେ ଅଛି ତାହା ତାହା ଅନେକ ଦିନ ଆଗରୁ ତିଆରି କରାଯାଇଥିବା [[ଓଡ଼ିଶା]]ର ବୌଦ୍ଧ କୀର୍ତ୍ତି । ଏହାର ବିଶେଷତା ହେଉଛି, ଏହି ହାତୀ [[ଗୌତମ ବୁଦ୍ଧ|ବୁଦ୍ଧ]]ଙ୍କ ଶିଷ୍ୟମାନଙ୍କ ପାଇଁ ଖୋଦ [[ଗୌତମ ବୁଦ୍ଧ|ବୁଦ୍ଧ]]ଙ୍କୁ ହିଁ ସୂଚାଏ । ଅଶୋକ ଏହି ଜାଗାରେ କଳିଙ୍ଗ ଯୁଦ୍ଧ ଲଢ଼ିବା ପରେ ହଜାର ହଜାର ଲୋକଙ୍କ ମରଣ ତାଙ୍କୁ ଶାନ୍ତି ଆଡ଼କୁ ବାଟଦେଖାଇଥିଲା ବୋଲି ବିଶ୍ଵାସ କରାଯାଏ । ତେବେ ଏହା ଏବେ ବି ସବୁ ଗବେଷକ ମାନଙ୍କ ଦେଇ ଗ୍ରହଣ କରାଯାଇନାହିଁ, କିଛି ଗବେଷକ ଅଶୋକଙ୍କ ସମୟରେ ହୋଇଥିବା କଳିଙ୍ଗ ଯୁଦ୍ଧ ତାଙ୍କୁ ପ୍ରଭାବିତ କରିନଥିଲା ବୋଲି ଯୁକ୍ତି ବାଢ଼ନ୍ତି ।

<ref>http://www.indiavideo.org/text/maurya-dynasty-kalinga-war-ashoka-49.php </ref>କଳିଙ୍ଗ ଯୁଦ୍ଧ ଓ ଅଶୋକଙ୍କ ଉପରେ ତାହାର ପ୍ରଭାବ
<ref>http://www.indiavideo.org/text/maurya-dynasty-kalinga-war-ashoka-49.php </ref>କଳିଙ୍ଗ ଯୁଦ୍ଧ ଓ ଅଶୋକଙ୍କ ଉପରେ ତାହାର ପ୍ରଭାବ
। ସେ ବୌଦ୍ଧ ଧର୍ମରେ ନିଜକୁ ବଦଳାଇପବା ପରେ ଅନେକ ବୌଦ୍ଧ ସ୍ତୁପ, ସ୍ତମ୍ଭ ଗଢ଼ାଇଥିଲେ
। ସେ [[:ଶ୍ରେଣୀ:ବୌଦ୍ଧ ଧର୍ମ|ବୌଦ୍ଧ ଧର୍ମ]]ରେ ନିଜକୁ ବଦଳାଇପବା ପରେ ଅନେକ ବୌଦ୍ଧ ସ୍ତୁପ, ସ୍ତମ୍ଭ ଗଢ଼ାଇଥିଲେ
<ref>[http://www.dhauli.net/ ଧଉଳି, ଓଡ଼ିଶା]</ref>
<ref>[http://www.dhauli.net/ ଧଉଳି, ଓଡ଼ିଶା]</ref>
। ସାଧରଣ ଲୋକଙ୍କ ପାଇଁ ସେ 'ଦଣ୍ଡନୀତି' ଲାଗୁକରାଇଥିଲେ । ଜାପାନ ବୁଦ୍ଧ ସଙ୍ଘ ଓ କଳିଙ୍ଗ ବୁଦ୍ଧ ସଙ୍ଘର ମିଳିତ ଚେଷ୍ଟାରେ ଧଉଳି ପାହାଡ ଉପରେ ଏକ ଶାନ୍ତି ସ୍ତୁପ ତୋଳାଯାଇଛି ୧୯୭୦ରେ ଯାହା ଗବେଷକ ମାନଙ୍କ ପାଇଁ ଏକ ବିଶେଷ ଜାଗା ।
। ସାଧରଣ ଲୋକଙ୍କ ପାଇଁ ସେ 'ଦଣ୍ଡନୀତି' ଲାଗୁକରାଇଥିଲେ । ଜାପାନ ବୁଦ୍ଧ ସଙ୍ଘ ଓ କଳିଙ୍ଗ ବୁଦ୍ଧ ସଙ୍ଘର ମିଳିତ ଚେଷ୍ଟାରେ ଧଉଳି ପାହାଡ ଉପରେ ଏକ ଶାନ୍ତି ସ୍ତୁପ ତୋଳାଯାଇଛି ୧୯୭୦ରେ ଯାହା ଗବେଷକ ମାନଙ୍କ ପାଇଁ ଏକ ବିଶେଷ ଜାଗା ।

[[ଓଡ଼ିଶା]]ରେ ଥିବା ବାକି ବୌଦ୍ଧ କୀର୍ତ୍ତି:
==ଓଡ଼ିଶାରେ ଥିବା ବାକି ବୌଦ୍ଧ କୀର୍ତ୍ତି==

# [[ବୌଦ୍ଧ ଜିଲ୍ଲା]]ରେ ଅନେକ ଜାଗାରେ ବୌଦ୍ଧ କୀର୍ତ୍ତିମାନ ଅଛି, ବିଶ୍ଵାସ କରାଯାଏ ଯେ ବୁଦ୍ଧଙ୍କ ନାଆଁରୁ ବୌଧ/ବଉଦ ଏହି ଜିଲାର ନାଆଁ ଦିଆଯାଇଛି ।
# [[ବୌଦ୍ଧ ଜିଲ୍ଲା]]ରେ ଅନେକ ଜାଗାରେ ବୌଦ୍ଧ କୀର୍ତ୍ତିମାନ ଅଛି, ବିଶ୍ଵାସ କରାଯାଏ ଯେ [[ଗୌତମ ବୁଦ୍ଧ|ବୁଦ୍ଧ]]ଙ୍କ ନାଆଁରୁ [[ବୌଦ୍ଧ ଜିଲ୍ଲା|ବୌଦ୍ଧ]]/ବଉଦ ଏହି ଜିଲ୍ଲା ର ନାଆଁ ଦିଆଯାଇଛି ।
# [[ଖଣ୍ଡଗିରି]], [[ଭୁବନେଶ୍ୱର]]
# [[ଖଣ୍ଡଗିରି]], [[ଭୁବନେଶ୍ୱର]]
# [[ଉଦୟଗିରି]], [[ଭୁବନେଶ୍ୱର]]
# [[ଉଦୟଗିରି]], [[ଭୁବନେଶ୍ୱର]]

୧୦:୧୦, ୨୧ ଅକ୍ଟୋବର ୨୦୧୧ ଅନୁସାରେ କରାଯାଇଥିବା ବଦଳ

ଧଉଳି ଶାନ୍ତି ସ୍ତୁପ

ଧଉଳି ପାହାଡ଼ ଦୟା ନଇ କୂଳରେ ଅଛି । ଏହା ରାଜଧାନୀ ଭୁବନେଶ୍ୱର ଠାରୁ ୮ କିମି ଦୁରରେ ଅଛି । ଏହି ପାହାଡର ପଥର ଉପରେ ଓଡ଼ିଆ ଭାଷାରେ ଅଶୋକଙ୍କ ଶିଳାଲେଖ ଅଛି । ଏହା ହେଉଛି ସେହି ଜାଗା ଯେଉଁଠାରେ କଳିଙ୍ଗ ଯୁଦ୍ଧ ହୋଇଥିଲା ।

ଇତିହାସ

ଏଠାରେ ଥିବା ୬କ ଶିଳାଲେଖର ଅଶୋକ ପୁରା ପୃଥିବୀର ମଙ୍ଗଳ ପାଇଁ ସେ ହାତକୁ ନେଇଥିବା ସବୁ କାମ ଉପରେ ଲେଖାଯାଇଛି । ପଥରରେ ତିଆରି କରାଯାଇଥିବା ହାତୀ ଯାହା ଏହି ଶିଳାଲେଖ ଉପରେ ଅଛି ତାହା ତାହା ଅନେକ ଦିନ ଆଗରୁ ତିଆରି କରାଯାଇଥିବା ଓଡ଼ିଶାର ବୌଦ୍ଧ କୀର୍ତ୍ତି । ଏହାର ବିଶେଷତା ହେଉଛି, ଏହି ହାତୀ ବୁଦ୍ଧଙ୍କ ଶିଷ୍ୟମାନଙ୍କ ପାଇଁ ଖୋଦ ବୁଦ୍ଧଙ୍କୁ ହିଁ ସୂଚାଏ । ଅଶୋକ ଏହି ଜାଗାରେ କଳିଙ୍ଗ ଯୁଦ୍ଧ ଲଢ଼ିବା ପରେ ହଜାର ହଜାର ଲୋକଙ୍କ ମରଣ ତାଙ୍କୁ ଶାନ୍ତି ଆଡ଼କୁ ବାଟଦେଖାଇଥିଲା ବୋଲି ବିଶ୍ଵାସ କରାଯାଏ । ତେବେ ଏହା ଏବେ ବି ସବୁ ଗବେଷକ ମାନଙ୍କ ଦେଇ ଗ୍ରହଣ କରାଯାଇନାହିଁ, କିଛି ଗବେଷକ ଅଶୋକଙ୍କ ସମୟରେ ହୋଇଥିବା କଳିଙ୍ଗ ଯୁଦ୍ଧ ତାଙ୍କୁ ପ୍ରଭାବିତ କରିନଥିଲା ବୋଲି ଯୁକ୍ତି ବାଢ଼ନ୍ତି । [୧]କଳିଙ୍ଗ ଯୁଦ୍ଧ ଓ ଅଶୋକଙ୍କ ଉପରେ ତାହାର ପ୍ରଭାବ । ସେ ବୌଦ୍ଧ ଧର୍ମରେ ନିଜକୁ ବଦଳାଇପବା ପରେ ଅନେକ ବୌଦ୍ଧ ସ୍ତୁପ, ସ୍ତମ୍ଭ ଗଢ଼ାଇଥିଲେ [୨] । ସାଧରଣ ଲୋକଙ୍କ ପାଇଁ ସେ 'ଦଣ୍ଡନୀତି' ଲାଗୁକରାଇଥିଲେ । ଜାପାନ ବୁଦ୍ଧ ସଙ୍ଘ ଓ କଳିଙ୍ଗ ବୁଦ୍ଧ ସଙ୍ଘର ମିଳିତ ଚେଷ୍ଟାରେ ଧଉଳି ପାହାଡ ଉପରେ ଏକ ଶାନ୍ତି ସ୍ତୁପ ତୋଳାଯାଇଛି ୧୯୭୦ରେ ଯାହା ଗବେଷକ ମାନଙ୍କ ପାଇଁ ଏକ ବିଶେଷ ଜାଗା ।

ଓଡ଼ିଶାରେ ଥିବା ବାକି ବୌଦ୍ଧ କୀର୍ତ୍ତି

  1. ବୌଦ୍ଧ ଜିଲ୍ଲାରେ ଅନେକ ଜାଗାରେ ବୌଦ୍ଧ କୀର୍ତ୍ତିମାନ ଅଛି, ବିଶ୍ଵାସ କରାଯାଏ ଯେ ବୁଦ୍ଧଙ୍କ ନାଆଁରୁ ବୌଦ୍ଧ/ବଉଦ ଏହି ଜିଲ୍ଲା ର ନାଆଁ ଦିଆଯାଇଛି ।
  2. ଖଣ୍ଡଗିରି, ଭୁବନେଶ୍ୱର
  3. ଉଦୟଗିରି, ଭୁବନେଶ୍ୱର
  4. ରତ୍ନଗିରି, ଯାଜପୁର
  5. ଲଳିତଗିରି, ଯାଜପୁର
  6. ଜଉଗଡ, ଗଞ୍ଜାମରେ ଥିବା ଅଶୋକଙ୍କ ଶିଳାଲେଖ

ବୌଦ୍ଧ ଧର୍ମ ଶ୍ରେଣୀବିଭାଗ

  • ଥେରବାଦ
  • ମହାଯାନ
  • ବଜ୍ରଯାନ
  • ସହଜଯାନ

ଦ୍ରଷ୍ଟବ୍ୟ

  1. http://www.indiavideo.org/text/maurya-dynasty-kalinga-war-ashoka-49.php
  2. ଧଉଳି, ଓଡ଼ିଶା

ବାହାର ଲିଙ୍କ

http://www.dhauli.net/ ଧଉଳି, ଓଡ଼ିଶା