"ଡାଳିକିଆ ବେଶ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ନୂତନ: ଡାଳିକିଆ ବେଶ
(କିଛି ବଦଳିନାହିଁ)

୧୭:୦୧, ୧୧ ନଭେମ୍ବର ୨୦୧୧ ଅନୁସାରେ କରାଯାଇଥିବା ବଦଳ

କାର୍ତ୍ତିକମାସ ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥି ଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କୁ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶ ରେ ସଜ୍ଜିତ କରାଯାଇଥାଏ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ ୤ ସେବାୟତ ମାନେ ରତ୍ନଭାଣ୍ଡାରରୁ ଆଣିଥିବା ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାରରେ ଦିଅଁ ମାନଙ୍କୁ ସଜାଇଥାନ୍ତି ୤ ସୋଲ ଓ ଜରିରେ ଡାଳି କରାଯାଇ ସେଥିରେ ପର୍ଯ୍ୟାପ୍ତ ସଂଖ୍ୟକ ରଙ୍ଗବେରଙ୍ଗର ଫୁଲ ସବୁକୁ ଶ୍ରୀମସ୍ତକରେ ଲଗାଯାଏ ୤ ଏହି ଡାଳ ମଝି ମଝିରେ ଠିଆପାଖୁଡ଼ା ଆକୃତିର ସ୍ୱର୍ଣ୍ଣକିଆ ଖଞ୍ଜାଯାଇଥାଏ ୤ ଗୋପାଳ ବଲ୍ଲଭ, ବାଳଭୋଗ ଓ ସକାଳଧୁପ ଶେଷହେବା ପର୍ଯ୍ୟନ୍ତ ଏହି ବେଶ ରହିଥାଏ ୤ [୧]

ଆହୁରି ଦେଖନ୍ତୁ

ଆଧାର

  1. ସମାଜ, ୧୦ନଭେମ୍ବର୨୦୧୧, ପୃଷ୍ଠା-୩

ବାହାର ଲିଙ୍କ