"ଡାଳିକିଆ ବେଶ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ନୂତନ: ଡାଳିକିଆ ବେଶ |
ଟିକେNo edit summary |
||
୧ କ ଧାଡ଼ି: | ୧ କ ଧାଡ଼ି: | ||
{{About|ଡାଳିକିଆ ବେଶ ବା ଲକ୍ଷ୍ମୀନୃସିଂହ ବେଶ||ଜଗନ୍ନାଥଙ୍କ ବେଶ}} |
{{About|ଡାଳିକିଆ ବେଶ ବା ଲକ୍ଷ୍ମୀନୃସିଂହ ବେଶ||ଜଗନ୍ନାଥଙ୍କ ବେଶ}} |
||
[[କାର୍ତ୍ତିକ]][[ମାସ]] ଶୁକ୍ଳପକ୍ଷ ବୈକୁଣ୍ଠ [[ଚତୁର୍ଦ୍ଦଶୀ]] ତିଥି ଦିନ [[ଶ୍ରୀମନ୍ଦିର]]ରେ ଶ୍ରୀବିଗ୍ରହମାନଙ୍କୁ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶ ରେ ସଜ୍ଜିତ କରାଯାଇଥାଏ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ [[ଜଗନ୍ନାଥଙ୍କ ସେବକ|ସେବାୟତ]] ମାନେ ରତ୍ନଭାଣ୍ଡାରରୁ ଆଣିଥିବା ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାରରେ ଦିଅଁ ମାନଙ୍କୁ ସଜାଇଥାନ୍ତି ସୋଲ ଓ ଜରିରେ ଡାଳି କରାଯାଇ ସେଥିରେ ପର୍ଯ୍ୟାପ୍ତ ସଂଖ୍ୟକ ରଙ୍ଗବେରଙ୍ଗର ଫୁଲ ସବୁକୁ ଶ୍ରୀମସ୍ତକରେ ଲଗାଯାଏ ଏହି ଡାଳ ମଝି ମଝିରେ ଠିଆପାଖୁଡ଼ା ଆକୃତିର ସ୍ୱର୍ଣ୍ଣକିଆ ଖଞ୍ଜାଯାଇଥାଏ ଗୋପାଳ ବଲ୍ଲଭ, ବାଳଭୋଗ ଓ ସକାଳଧୁପ ଶେଷହେବା ପର୍ଯ୍ୟନ୍ତ ଏହି ବେଶ ରହିଥାଏ <ref>[[ସମାଜ (ଖବରକାଗଜ)|ସମାଜ]], ୧୦ନଭେମ୍ବର୨୦୧୧, ପୃଷ୍ଠା-୩</ref> |
[[ପଞ୍ଚକ]]ର ଚତୁର୍ଥ ଦିବସ ଅର୍ଥାତ [[କାର୍ତ୍ତିକ]][[ମାସ]] ଶୁକ୍ଳପକ୍ଷ ବୈକୁଣ୍ଠ [[ଚତୁର୍ଦ୍ଦଶୀ]] [[ତିଥି]] ଦିନ [[ଶ୍ରୀମନ୍ଦିର]]ରେ ଶ୍ରୀବିଗ୍ରହମାନଙ୍କୁ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶ ରେ ସଜ୍ଜିତ କରାଯାଇଥାଏ | ଏହି ଦିନ ଶ୍ରୀକ୍ଷେତ୍ରସ୍ଥ ଚକ୍ରନୃସିଂହଙ୍କ ନିକଟରୁ ଶ୍ରୀଜୀଉଙ୍କ ପାଖକୁ ଆଜ୍ଞାମାଳ ଆସିଥାଏ ନେପାଳର ରାଜା, ଶ୍ରୀରାମଦାସ ମଠ ଓ ବଡ଼ଛତା ମଠ ଏହି ବେଶ ପାଇଁ ସହଯୋଗ କରିଥାନ୍ତି <ref>[[ସମାଜ (ଖବରକାଗଜ)|ସମାଜ]], ୮ନଭେମ୍ବର୨୦୧୧, ପୃଷ୍ଠା-୬</ref> |
||
==ବେଶ== |
|||
ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ [[ଜଗନ୍ନାଥଙ୍କ ସେବକ|ସେବାୟତ]] ମାନେ ରତ୍ନଭାଣ୍ଡାରରୁ ଆଣିଥିବା ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାରରେ ଦିଅଁ ମାନଙ୍କୁ ସଜାଇଥାନ୍ତି ସୋଲ ଓ ଜରିରେ ଡାଳି କରାଯାଇ ସେଥିରେ ପର୍ଯ୍ୟାପ୍ତ ସଂଖ୍ୟକ ରଙ୍ଗବେରଙ୍ଗର ଫୁଲ ସବୁକୁ ଶ୍ରୀମସ୍ତକରେ ଲଗାଯାଏ ଏହି ଡାଳ ମଝି ମଝିରେ ଠିଆପାଖୁଡ଼ା ଆକୃତିର ସ୍ୱର୍ଣ୍ଣକିଆ ଖଞ୍ଜାଯାଇଥାଏ ଗୋପାଳ ବଲ୍ଲଭ, ବାଳଭୋଗ ଓ ସକାଳଧୁପ ଶେଷହେବା ପର୍ଯ୍ୟନ୍ତ ଏହି ବେଶ ରହିଥାଏ <ref>[[ସମାଜ (ଖବରକାଗଜ)|ସମାଜ]], ୧୦ନଭେମ୍ବର୨୦୧୧, ପୃଷ୍ଠା-୩</ref> |
|||
==ଆହୁରି ଦେଖନ୍ତୁ== |
==ଆହୁରି ଦେଖନ୍ତୁ== |
୧୮:୩୦, ୧୧ ନଭେମ୍ବର ୨୦୧୧ ଅନୁସାରେ କରାଯାଇଥିବା ବଦଳ
ପଞ୍ଚକର ଚତୁର୍ଥ ଦିବସ ଅର୍ଥାତ କାର୍ତ୍ତିକମାସ ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥି ଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କୁ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶ ରେ ସଜ୍ଜିତ କରାଯାଇଥାଏ | ଏହି ଦିନ ଶ୍ରୀକ୍ଷେତ୍ରସ୍ଥ ଚକ୍ରନୃସିଂହଙ୍କ ନିକଟରୁ ଶ୍ରୀଜୀଉଙ୍କ ପାଖକୁ ଆଜ୍ଞାମାଳ ଆସିଥାଏ ନେପାଳର ରାଜା, ଶ୍ରୀରାମଦାସ ମଠ ଓ ବଡ଼ଛତା ମଠ ଏହି ବେଶ ପାଇଁ ସହଯୋଗ କରିଥାନ୍ତି [୧]
ବେଶ
ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ ସେବାୟତ ମାନେ ରତ୍ନଭାଣ୍ଡାରରୁ ଆଣିଥିବା ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାରରେ ଦିଅଁ ମାନଙ୍କୁ ସଜାଇଥାନ୍ତି ସୋଲ ଓ ଜରିରେ ଡାଳି କରାଯାଇ ସେଥିରେ ପର୍ଯ୍ୟାପ୍ତ ସଂଖ୍ୟକ ରଙ୍ଗବେରଙ୍ଗର ଫୁଲ ସବୁକୁ ଶ୍ରୀମସ୍ତକରେ ଲଗାଯାଏ ଏହି ଡାଳ ମଝି ମଝିରେ ଠିଆପାଖୁଡ଼ା ଆକୃତିର ସ୍ୱର୍ଣ୍ଣକିଆ ଖଞ୍ଜାଯାଇଥାଏ ଗୋପାଳ ବଲ୍ଲଭ, ବାଳଭୋଗ ଓ ସକାଳଧୁପ ଶେଷହେବା ପର୍ଯ୍ୟନ୍ତ ଏହି ବେଶ ରହିଥାଏ [୨]