"କଳାବୁଦା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
No edit summary
ଟିକେNo edit summary
୧ କ ଧାଡ଼ି: ୧ କ ଧାଡ଼ି:
[[File:Gyan's. (87).jpg|thumb|Add caption here]]
{{Infobox settlement
{{Infobox settlement
<!-- See Template:Infobox settlement for additional fields and descriptions -->
<!-- See Template:Infobox settlement for additional fields and descriptions -->
୪୨ କ ଧାଡ଼ି: ୪୧ କ ଧାଡ଼ି:
| website =
| website =
}}
}}
[[File:Gyan's. (87).jpg|thumb|କଳାବୁଦା]]
'''କଳାବୁଦା(Kalabuda)''' [[ଓଡ଼ିଶା]]ର [[କେନ୍ଦ୍ରାପଡ଼ା ଜିଲ୍ଲା]]ର [[ଗରଦପୁର]] ପଞ୍ଚାଯତ ସମିତି ଅଧୀନରେ ଥିବା ଏକ ଗାଁ ।
'''କଳାବୁଦା(Kalabuda)''' [[ଓଡ଼ିଶା]]ର [[କେନ୍ଦ୍ରାପଡ଼ା ଜିଲ୍ଲା]]ର [[ଗରଦପୁର]] ପଞ୍ଚାୟତ ସମିତି ଅଧୀନରେ ଥିବା ଏକ ଗାଁ ଓ ଗ୍ରାମପଞ୍ଚାୟତ


=='''ଭୌଗଳିକ ଅବସ୍ଥିତି ଓ ଜଳବାୟୁ'''==
==ଭୌଗଳିକ ଅବସ୍ଥିତି ଓ ଜଳବାୟୁ==
ଏହି ଗ୍ରାମଟି [[କଟକ]]ସହରଠାରୁ ପ୍ରାୟ ୬୫କି.ମି. ଦୂରରେ ଏବଂ [[କେନ୍ଦ୍ରପଡା]]ସହରଠାରୁ ପ୍ରାୟ ୧୨କି.ମି. ଦୂରରେ ଅବସ୍ଥିତ । ଗ୍ରାମର ଅବସ୍ଥିତି ଚିତ୍ରୋପ୍ତଳା ନଦୀ କୂଳରେ ।[[କଳାବୁଦା]] ହେଉଛି ଏକ ଗାଁ ଏବଂ ଗ୍ରାମପଞ୍ଚାୟତ ଯେଉଁଥିରେ କଳାବୁଦା(କ),କଳାବୁଦା(ଖ),କଳାବୁଦା(ଗ),ଅନ୍ଧାଲୋ,ମଇଦିପୁର ଓ ଗୋବିନ୍ଦପୁର ଗ୍ରାମ ଅନ୍ତର୍ଗତ । ଗ୍ରାମଟି ଉପକୂଳବର୍ତୀ ଅଞ୍ଚଳରେ ଥିବାରୁ ଜଳବାୟୁ ମାଧ୍ୟମ ଧରଣର । ଚାଷ ପାଇଁ ଅନୁକୂଳ ।
ଏହି ଗ୍ରାମଟି [[କଟକ]]ସହରଠାରୁ ପ୍ରାୟ ୬୫କି.ମି. ଦୂରରେ ଏବଂ [[କେନ୍ଦ୍ରାପଡ଼ା]]ସହରଠାରୁ ପ୍ରାୟ ୧୨କି.ମି. ଦୂରରେ ଅବସ୍ଥିତ । ଗ୍ରାମର ଅବସ୍ଥିତି ଚିତ୍ରୋପ୍ତଳା ନଦୀ କୂଳରେ । [[କଳାବୁଦା]] ହେଉଛି ଏକ ଗାଁ ଏବଂ ଗ୍ରାମପଞ୍ଚାୟତ ଯେଉଁଥିରେ କଳାବୁଦା(କ), କଳାବୁଦା(ଖ), କଳାବୁଦା(ଗ), ଅନ୍ଧାଲୋ, ମଇଦିପୁର ଓ ଗୋବିନ୍ଦପୁର ଗ୍ରାମ ଅନ୍ତର୍ଗତ । ଗ୍ରାମଟି ଉପକୂଳବର୍ତୀ ଅଞ୍ଚଳରେ ଥିବାରୁ ମଧ୍ୟମ ଧରଣର ଜଳବାୟୁ ଅନୁଭୁତ ହୁଏ<!--ଚାଷ ପାଇଁ ଅନୁକୂଳ ।-->


=='''କିମ୍ବଦନ୍ତୀ'''==
=='''କିମ୍ବଦନ୍ତୀ'''==
ଗ୍ରାମରେ ପୂର୍ବ କାଳରେ ବହୁତ କରିଗର ଓ କଳାରେ ନିପୁଣ ଲୋକ ରହୁଥିବାରୁ, ଗ୍ରାମର ନାମକରଣ ଏହିଭଳି ହୋଇଛି ବୋଲି ବିଶ୍ଵାସ କରାଯାଏ (କଳାବୁଦା ବା କଳାରେ ପରିପୂର୍ଣ ଥିବା ଏକ ଅଞ୍ଚଳ)। ଏହି ଗ୍ରାମରେ ଥିବା ଶ୍ମଶାନଟିକୁ [[ମାହଳ]] ରେ ଥିବା [[ଜଗନ୍ନାଥ]] ମନ୍ଦିରର ସ୍ଵର୍ଗଦ୍ଵାର କୁହାଯାଏ
ଗ୍ରାମରେ ପୂର୍ବ କାଳରେ ବହୁତ କାରୀଗର ଓ କଳାରେ ନିପୁଣ ଲୋକ ରହୁଥିବାରୁ, ଗ୍ରାମର ନାମକରଣ ଏହିଭଳି ହୋଇଛି ବୋଲି ବିଶ୍ଵାସ କରାଯାଏ (କଳାବୁଦା ବା କଳାରେ ପରିପୂର୍ଣ୍ଣ ଥିବା ଏକ ଅଞ୍ଚଳ) । [[ମାହଳ]] ରେ ଥିବା [[ଜଗନ୍ନାଥ]] ମନ୍ଦିରର ସ୍ଵର୍ଗଦ୍ଵାର ରୂପେ ଏହି ଗାଁରେ ଥିବା ଶ୍ମଶାନକୁ ଧରିନିଆଯାଇଛି
=='''ଦେବାଦେବୀ ଓ ମନ୍ଦିର'''==
==ଦେବାଦେବୀ ଓ ମନ୍ଦିର==
ଗାଁର ପୂର୍ବ ଦିଗରେ ଏକ ଶିବ ମନ୍ଦିର ଅଛି ଯାହା କି ଏକ ମୁଖ୍ୟ ମନ୍ଦିର ଏବଂ ଆରାଧନା ସ୍ଥଳ । ଏହା ବ୍ୟତିତ ଗୋଟେ [[ଜଗନ୍ନାଥ]] ମନ୍ଦିର, ଗୋଟେ ଶନି ମନ୍ଦିର, ସୂର୍ଯ୍ୟ ମନ୍ଦିର ଏବଂ ଗ୍ରାମର ମଝିରେ ମା ମଙ୍ଗଳା ଗ୍ରାମଦେବତୀ ଭାବେ ପୂଜା ପାଉଛନ୍ତି । ଏହି ଗ୍ରାମରେ ଦୁଇଟି ଆଶ୍ରମ ଅଛି ।ଗୋଟିଏ କହ୍ନେଇ ଗୋସାଇଁ ଏବଂ ଆରତି ଦଧିଚି ମୁନି ।
ଗାଁର ପୂର୍ବ ଦିଗରେ ଏକ [[ଶିବ]] ମନ୍ଦିର ଅଛି ଯାହା କି ଗ୍ରାମର ଏକ ମୁଖ୍ୟ ମନ୍ଦିର ଏବଂ ଆରାଧନା ସ୍ଥଳ । ଏହା ବ୍ୟତିତ ଏଠାରେ [[ଜଗନ୍ନାଥ]] ମନ୍ଦିର, ଶନି ମନ୍ଦିର, ସୂର୍ଯ୍ୟ ମନ୍ଦିର ଅଛି । ଗ୍ରାମର ମଝିରେ ମା ମଙ୍ଗଳା ଗ୍ରାମଦେବତୀ ଭାବେ ପୂଜା ପାଉଛନ୍ତି । ଏହି ଗ୍ରାମରେ ଦୁଇଟି ଆଶ୍ରମ (କହ୍ନେଇ ଗୋସାଇଁ ଏବଂ ଦଧିଚି ମୁନି) ଅଛି


=='''ପର୍ବ ପର୍ବାଣି'''==
==ପର୍ବ ପର୍ବାଣି==
ଏହି ଗ୍ରାମରେ ପ୍ରାୟତଃ ସବୁ ପର୍ବ ପର୍ବାଣି ପାଳନ କରାଯାଏ । ଦଶହରା, ବାରୁଣୀ ମେଳା ଓ ଶନିମେଳା ମୁଖ୍ୟ ପର୍ବ । ଏହି ପର୍ବ ଗୁଡିକରେ ଗାଁକୁ ବହୁ ଦୂରରୁ ଲୋକମାନେ ଆସନ୍ତି ଏବଂ ଗ୍ରାମର ଲୋକମାନଙ୍କ ସହ ମିଶିକି ପାଳନ କରନ୍ତି । ଏହାଛଡା ଗ୍ରାମରେ ରଥଯାତ୍ରା ,ଜାଗର ଓଷା, କାର୍ତିକ ପୁର୍ଣିମା ଏବଂ ଅନ୍ୟାନ୍ୟ ସମସ୍ତ ପର୍ବ ପାଳନ କରାଯାଏ ।
ଏହି ଗ୍ରାମରେ ପ୍ରାୟତଃ ସବୁ ପର୍ବ ପର୍ବାଣି ପାଳନ କରାଯାଏ । ଦଶହରା, ବାରୁଣୀ ମେଳା ଓ ଶନିମେଳା ମୁଖ୍ୟ ପର୍ବ । ଏହି ପର୍ବ ଗୁଡିକରେ ଗାଁକୁ ବହୁ ଦୂରରୁ ଲୋକମାନେ ଆସନ୍ତି ଏବଂ ଗ୍ରାମର ଲୋକମାନଙ୍କ ସହ ମିଶି ପାଳନ କରନ୍ତି । ଏହାଛଡା ଗ୍ରାମରେ [[ରଥଯାତ୍ରା]], ଜାଗର ଓଷା, କାର୍ତିକ ପୁର୍ଣିମା ଏବଂ ଅନ୍ୟାନ୍ୟ ସମସ୍ତ ପର୍ବ ପାଳନ କରାଯାଏ ।


=='''ଜୀବନ ଜୀବିକା'''==
==ଜୀବନ ଜୀବିକା==
ଗ୍ରାମର ଅଧିକାଂଶ ଲୋକେ ସରକାରୀ ଚାକିରିଆ । ପୂର୍ବ ଅପେକ୍ଷା ଏବେ ଚାଷ ଉପରେ ନିର୍ଭର କରୁଥିବା ଲୋକମାନଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗୁଛି ।ଗ୍ରାମରେ ପ୍ରାୟ ସବୁ ବର୍ଗର ଲୋକେ ବସବାସ କରନ୍ତି ।ଗ୍ରାମର ଅଧିକାଂଶ ପିଲାମାନେ ଏବେ ବାହାରେ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନଗୁଡିକରେ ଅଧ୍ୟୟନ ରତ ।
ଗ୍ରାମର ଅଧିକାଂଶ ଲୋକେ ସରକାରୀ ଚାକିରିଆ । ପୂର୍ବ ଅପେକ୍ଷା ଏବେ ଚାଷ ଉପରେ ନିର୍ଭର କରୁଥିବା ଲୋକମାନଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗୁଛି । ଗ୍ରାମରେ ପ୍ରାୟ ସବୁ ବର୍ଗର ଲୋକେ ବସବାସ କରନ୍ତି । ଗ୍ରାମର ଅଧିକାଂଶ ପିଲାମାନେ ଏବେ ବାହାରେ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନଗୁଡିକରେ ଅଧ୍ୟୟନ ରତ ।
=='''ସୁବିଧା ସୁଯୋଗ'''==
==ସୁବିଧା ସୁଯୋଗ==
ଏହି ଗ୍ରାମ ରେ ପ୍ରାଥମିକ, ମାଧ୍ୟମିକ ସହ ଉଚ୍ଚମାଧ୍ୟମିକ ଶିକ୍ଷା ପାଇଁ ବ୍ୟବସ୍ଥା ଅଛି । ଚିକିତ୍ସାଳୟ, ଡାକ ଓ ତାର ର ମଧ୍ୟ ସୁବିଧା ଅଛି । ଗ୍ରାମର ଯୁବକ ସଂଘ ଅଛି । ଗ୍ରାମରେ ପକ୍କା ରାସ୍ତା ଅଛି ।ପାଖରେ ଚିତ୍ରୋପ୍ତଳା ନଦୀ ଉପରେ ଥିବା ପୋଲଟି ଏ ଅଞ୍ଚଳର ଏକ ମୁଖ୍ୟ ଯୋଗାଯୋଗ ମାଧ୍ୟମ ।
ଏହି ଗ୍ରାମ ରେ ପ୍ରାଥମିକ, ମାଧ୍ୟମିକ ସହ ଉଚ୍ଚମାଧ୍ୟମିକ ଶିକ୍ଷା ପାଇଁ ବ୍ୟବସ୍ଥା ଅଛି । ଚିକିତ୍ସାଳୟ, ଡାକ ଓ ତାର ର ମଧ୍ୟ ସୁବିଧା ଅଛି । ଗ୍ରାମର ଯୁବକ ସଂଘ ଅଛି । ଗ୍ରାମରେ ପକ୍କା ରାସ୍ତା ଅଛି । ପାଖରେ ଚିତ୍ରୋପ୍ତଳା ନଦୀ ଉପରେ ଥିବା ପୋଲଟି ଏ ଅଞ୍ଚଳର ଏକ ମୁଖ୍ୟ ଯୋଗା ଯୋଗ ମାଧ୍ୟମ ।

==''ପ୍ରତିଷ୍ଠିତ ବ୍ୟକ୍ତି ବିଶେଷ'''==
==ପ୍ରତିଷ୍ଠିତ ବ୍ୟକ୍ତି ବିଶେଷ==
*ଚକ୍ରଧର ଶତପଥୀ (ପୂର୍ବତନ ବିଧାୟକ, ପାଟକୁରା)
*ଚକ୍ରଧର ଶତପଥୀ (ପୂର୍ବତନ ବିଧାୟକ, ପାଟକୁରା)
*ଅର୍ଜୁନ ଚରଣ ବେହେରା (ଗାୟକ)
*ଅର୍ଜୁନ ଚରଣ ବେହେରା (ଗାୟକ)
==ଆଧାର==

{{ଆଧାର}}

==ବାହାର ଆଧାର==
{{ଓଡ଼ିଶା}}
[[ଶ୍ରେଣୀ:ଓଡ଼ିଶାର ଗାଆଁ ଓ ସହର]]
[[ଶ୍ରେଣୀ:ଓଡ଼ିଶାର ଗାଆଁ ଓ ସହର]]
[[ଶ୍ରେଣୀ:କେନ୍ଦ୍ରାପଡ଼ା ଜିଲ୍ଲା]]
[[ଶ୍ରେଣୀ:କେନ୍ଦ୍ରାପଡ଼ା ଜିଲ୍ଲା]]

୦୯:୫୮, ୧୨ ନଭେମ୍ବର ୨୦୧୧ ଅନୁସାରେ କରାଯାଇଥିବା ବଦଳ

[[Category:Lua error in package.lua at line 80: module 'Module:Pagetype/setindex' not found. with short description]]

କଳାବୁଦା (Kalabuda)
ଗାଁ
ଦେଶଭାରତ
ରାଜ୍ୟଓଡ଼ିଶା
ଲୋକସଭାକେନ୍ଦ୍ରପଡା(ଲୋକସଭା ନିର୍ବାଚନ ମଣ୍ଡଳି)
ଭାଷାଓଡ଼ିଆ, ଇଂରାଜୀ
ବିଧାନସଭା ମଣ୍ଡଳିପାଟକୁରା
Area
 • ସମୁଦାୟ3,634 km2 (1,403 sq mi)
Population
 (୨୦୧୦)
 • Total୧୨୦୦
Time zoneIST (+୫.୩୦)
ଡାକ କୋଡ଼
୭୫୪୧୫୩
Area code+୦୬୭୨୭
ଯାନବାହାନ ପଞ୍ଚୀକରଣOR/
କଳାବୁଦା

କଳାବୁଦା(Kalabuda) ଓଡ଼ିଶାର କେନ୍ଦ୍ରାପଡ଼ା ଜିଲ୍ଲାର ଗରଦପୁର ପଞ୍ଚାୟତ ସମିତି ଅଧୀନରେ ଥିବା ଏକ ଗାଁ ଓ ଗ୍ରାମପଞ୍ଚାୟତ ।

ଭୌଗଳିକ ଅବସ୍ଥିତି ଓ ଜଳବାୟୁ

ଏହି ଗ୍ରାମଟି କଟକସହରଠାରୁ ପ୍ରାୟ ୬୫କି.ମି. ଦୂରରେ ଏବଂ କେନ୍ଦ୍ରାପଡ଼ାସହରଠାରୁ ପ୍ରାୟ ୧୨କି.ମି. ଦୂରରେ ଅବସ୍ଥିତ । ଗ୍ରାମର ଅବସ୍ଥିତି ଚିତ୍ରୋପ୍ତଳା ନଦୀ କୂଳରେ । କଳାବୁଦା ହେଉଛି ଏକ ଗାଁ ଏବଂ ଗ୍ରାମପଞ୍ଚାୟତ ଯେଉଁଥିରେ କଳାବୁଦା(କ), କଳାବୁଦା(ଖ), କଳାବୁଦା(ଗ), ଅନ୍ଧାଲୋ, ମଇଦିପୁର ଓ ଗୋବିନ୍ଦପୁର ଗ୍ରାମ ଅନ୍ତର୍ଗତ । ଗ୍ରାମଟି ଉପକୂଳବର୍ତୀ ଅଞ୍ଚଳରେ ଥିବାରୁ ମଧ୍ୟମ ଧରଣର ଜଳବାୟୁ ଅନୁଭୁତ ହୁଏ ।

କିମ୍ବଦନ୍ତୀ

ଗ୍ରାମରେ ପୂର୍ବ କାଳରେ ବହୁତ କାରୀଗର ଓ କଳାରେ ନିପୁଣ ଲୋକ ରହୁଥିବାରୁ, ଗ୍ରାମର ନାମକରଣ ଏହିଭଳି ହୋଇଛି ବୋଲି ବିଶ୍ଵାସ କରାଯାଏ (କଳାବୁଦା ବା କଳାରେ ପରିପୂର୍ଣ୍ଣ ଥିବା ଏକ ଅଞ୍ଚଳ) । ମାହଳ ରେ ଥିବା ଜଗନ୍ନାଥ ମନ୍ଦିରର ସ୍ଵର୍ଗଦ୍ଵାର ରୂପେ ଏହି ଗାଁରେ ଥିବା ଶ୍ମଶାନକୁ ଧରିନିଆଯାଇଛି ।

ଦେବାଦେବୀ ଓ ମନ୍ଦିର

ଗାଁର ପୂର୍ବ ଦିଗରେ ଏକ ଶିବ ମନ୍ଦିର ଅଛି ଯାହା କି ଗ୍ରାମର ଏକ ମୁଖ୍ୟ ମନ୍ଦିର ଏବଂ ଆରାଧନା ସ୍ଥଳ । ଏହା ବ୍ୟତିତ ଏଠାରେ ଜଗନ୍ନାଥ ମନ୍ଦିର, ଶନି ମନ୍ଦିର, ସୂର୍ଯ୍ୟ ମନ୍ଦିର ଅଛି । ଗ୍ରାମର ମଝିରେ ମା ମଙ୍ଗଳା ଗ୍ରାମଦେବତୀ ଭାବେ ପୂଜା ପାଉଛନ୍ତି । ଏହି ଗ୍ରାମରେ ଦୁଇଟି ଆଶ୍ରମ (କହ୍ନେଇ ଗୋସାଇଁ ଏବଂ ଦଧିଚି ମୁନି) ଅଛି ।

ପର୍ବ ପର୍ବାଣି

ଏହି ଗ୍ରାମରେ ପ୍ରାୟତଃ ସବୁ ପର୍ବ ପର୍ବାଣି ପାଳନ କରାଯାଏ । ଦଶହରା, ବାରୁଣୀ ମେଳା ଓ ଶନିମେଳା ମୁଖ୍ୟ ପର୍ବ । ଏହି ପର୍ବ ଗୁଡିକରେ ଗାଁକୁ ବହୁ ଦୂରରୁ ଲୋକମାନେ ଆସନ୍ତି ଏବଂ ଗ୍ରାମର ଲୋକମାନଙ୍କ ସହ ମିଶି ପାଳନ କରନ୍ତି । ଏହାଛଡା ଗ୍ରାମରେ ରଥଯାତ୍ରା, ଜାଗର ଓଷା, କାର୍ତିକ ପୁର୍ଣିମା ଏବଂ ଅନ୍ୟାନ୍ୟ ସମସ୍ତ ପର୍ବ ପାଳନ କରାଯାଏ ।

ଜୀବନ ଜୀବିକା

ଗ୍ରାମର ଅଧିକାଂଶ ଲୋକେ ସରକାରୀ ଚାକିରିଆ । ପୂର୍ବ ଅପେକ୍ଷା ଏବେ ଚାଷ ଉପରେ ନିର୍ଭର କରୁଥିବା ଲୋକମାନଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗୁଛି । ଗ୍ରାମରେ ପ୍ରାୟ ସବୁ ବର୍ଗର ଲୋକେ ବସବାସ କରନ୍ତି । ଗ୍ରାମର ଅଧିକାଂଶ ପିଲାମାନେ ଏବେ ବାହାରେ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନଗୁଡିକରେ ଅଧ୍ୟୟନ ରତ ।

ସୁବିଧା ସୁଯୋଗ

ଏହି ଗ୍ରାମ ରେ ପ୍ରାଥମିକ, ମାଧ୍ୟମିକ ସହ ଉଚ୍ଚମାଧ୍ୟମିକ ଶିକ୍ଷା ପାଇଁ ବ୍ୟବସ୍ଥା ଅଛି । ଚିକିତ୍ସାଳୟ, ଡାକ ଓ ତାର ର ମଧ୍ୟ ସୁବିଧା ଅଛି । ଗ୍ରାମର ଯୁବକ ସଂଘ ଅଛି । ଗ୍ରାମରେ ପକ୍କା ରାସ୍ତା ଅଛି । ପାଖରେ ଚିତ୍ରୋପ୍ତଳା ନଦୀ ଉପରେ ଥିବା ପୋଲଟି ଏ ଅଞ୍ଚଳର ଏକ ମୁଖ୍ୟ ଯୋଗା ଯୋଗ ମାଧ୍ୟମ ।

ପ୍ରତିଷ୍ଠିତ ବ୍ୟକ୍ତି ବିଶେଷ

  • ଚକ୍ରଧର ଶତପଥୀ (ପୂର୍ବତନ ବିଧାୟକ, ପାଟକୁରା)
  • ଅର୍ଜୁନ ଚରଣ ବେହେରା (ଗାୟକ)

ଆଧାର

ବାହାର ଆଧାର