"କାର୍ତ୍ତିକେୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ନୂତନ: କାର୍ତ୍ତିକେୟ
 
ଟିକେNo edit summary
୧ କ ଧାଡ଼ି: ୧ କ ଧାଡ଼ି:
{{ମୁଣ୍ଡିଆ}}
{{ମୁଣ୍ଡିଆ}}
{{About| ହିନ୍ଦୁ ଦେବତା କାର୍ତ୍ତିକେୟଙ୍କ||କାର୍ତ୍ତିକ}}
{{Hdeity infobox| <!--Wikipedia:WikiProject Hindu mythology-->
{{Hdeity infobox| <!--Wikipedia:WikiProject Hindu mythology-->
Image = Murugan by Raja Ravi Varma.jpg
Image = Murugan by Raja Ravi Varma.jpg

୦୮:୫୩, ୨୩ ଡିସେମ୍ବର ୨୦୧୧ ଅନୁସାରେ କରାଯାଇଥିବା ବଦଳ

କାର୍ତ୍ତିକେୟ
ରାଜା ରବି ବର୍ମାଙ୍କ ଅଙ୍କିତ କାର୍ତ୍ତିକେୟ
ଯୁଦ୍ଧ ଓ ବିଜୟର ଦେବତା
ଉପାଧିଦେବତା
ବାହନମୟୂର

ପୁରାଣମତେ ମହାଦେବ ପାର୍ବତୀଙ୍କୁ ସହବାସ କରିବା ସମୟରେ ଅଗ୍ନି କପୋତରୂପ ଧାରଣ କରି ଲୁଚି ରହିଥିଲେ ୤ ମହାଦେବଙ୍କ ରେତ ସ୍ଖଳିତ ହେବାରୁ ପାର୍ବତୀ ସେହି ଉଗ୍ରତେଜଃସମ୍ପନ୍ନ ତେଗଃକୁ ଗର୍ଭରେ ଧାରଣ କରିବାକୁ ଅସମର୍ଥ ହେବାରୁ ତାହା ଅଗ୍ନିଙ୍କ ଉପରେ ପତିତ ହେଲା ୤ ଅଗ୍ନି ତାହା ସମ୍ଭାଳି ନ ପାରି ସ୍ଵର୍ଗଗଙ୍ଗାରେ ପକାଇଲେ ୤ ଗଙ୍ଗା ତାହାକୁ ସମ୍ଭାଳି ନପାରି ଶରବଣରେ ପକାଇଲେ ୤ ସେହି ସମୟରେ କୃତ୍ତିକାଦି ଛଅ ଜଣ ଋଷିପତ୍ନୀ ଗଙ୍ଗାକୁ ଗାଧୋଇବାକୁ ଆସୁ ଆସୁ ଉକ୍ତ ରେତକୁ ଦେଖି ଯତ୍ନପୂର୍ବକ ରଖିବାରୁ ସେଥିରୁ ଛଅଟି ମୁଖଯୁକ୍ତ ଗୋଟିଏ କୁମାର ଜାତ ହୋଇ ଛଅ ମାଆଙ୍କଠାରୁ ସ୍ତନ୍ୟ ପିଇଲେ ୤ କାର୍ତ୍ତିକେୟ କୁମାରବ୍ରତଧାରୀ ଥିଲେ ୤ ଏହାଙ୍କର ଅନ୍ୟନାମ ଗଙ୍ଗାପୁତ୍ର, ସ୍କନ୍ଦ, କୁମାର, ଶରଜନ୍ମା, କ୍ରୌଞ୍ଚଦାରଣ, ଷଣୁଖ, ଷଡ଼ାନନ, ସେନାନୀ, ତାରକଜିତ୍, ଅଗ୍ନିକୁମାର, ଅଗ୍ନିଭୁ, ଗୁହ ୤ ଏହାଙ୍କ ବାହାନ ମୟୂର ୤ ଏ ଶରଦ୍ଵାରା କ୍ରୌଞ୍ଚ ପର୍ବତକୁ ବିଦ୍ଧ କରିଥିଲେ ୤ ଏ ଦେବସେନାଙ୍କ ସେନାପତି ହୋଇ ତାରକାସୁରଙ୍କୁ ଯୁଦ୍ଧରେ ବଧ କରିଥିଲେ ୤

ପୁରାଣାନ୍ତର ମତରେ ଅଗ୍ନିଦେବ ସପ୍ତର୍ଷିମାନଙ୍କ ଭାର୍ଯ୍ୟାମାନଙ୍କ ରୂପରେ ମୋହିତ ହେବାର ଜାଣି ପାରି ତାଙ୍କ ସ୍ତ୍ରୀ ସ୍ଵାହାଦେବୀ ଅରୁନ୍ଧତୀଙ୍କ ଛଡ଼ା ଅନ୍ୟ ଛଅ ଜଣ ଋଷିପତ୍ନୀଙ୍କ ରୂପ ଛଅଥର ଧାରଣ କରି ଅଗ୍ନିଙ୍କ ସହିତ ଛଥର ବିହାର କଲେ ଓ ଅଗ୍ନିଙ୍କ ବୀର୍ଯ୍ୟ କାଞ୍ଚନ କୁଣ୍ଡରେ ପଡ଼ିବାରୁ ସେହି ତେଜୋମୟ ରେତରୁ କାର୍ତ୍ତିକେୟ ଜନ୍ମିଲେ ୤