"ବୌଦ୍ଧ ଧର୍ମ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ r2.7.1) (Robot: Adding fiu-vro:Buda usk
ଟିକେ r2.7.1) (Robot: Modifying fiu-vro:Budism
୫୩ କ ଧାଡ଼ି: ୫୩ କ ଧାଡ଼ି:
[[fa:بودیسم]]
[[fa:بودیسم]]
[[fi:Buddhalaisuus]]
[[fi:Buddhalaisuus]]
[[fiu-vro:Buda usk]]
[[fiu-vro:Budism]]
[[fo:Buddisma]]
[[fo:Buddisma]]
[[fr:Bouddhisme]]
[[fr:Bouddhisme]]

୧୪:୨୪, ୧୯ ଜାନୁଆରୀ ୨୦୧୨ ଅନୁସାରେ କରାଯାଇଥିବା ବଦଳ

ବୈାଦ୍ଧ ଧର୍ମ
ଓଡ଼ିଶାର ଭୁବନେଶ୍ଵର ନିକଟରେ ଥିବା ଧଉଳି ଠାରେ ଥିବା ଗୌତମ ବୁଦ୍ଧଙ୍କ ମୂର୍ତ୍ତି ।
ବୌଦ୍ଧବାଦ


ମୂଳ ଲକ୍ଷ · ପୋର୍ଟାଲ

ଇତିହାସ
ସମୟ · ସଙ୍ଘ
ଗୌତମ ବୁଦ୍ଧ
ଶିଷ୍ୟଗଣ
ବୌଦ୍ଧବାଦୀ

ଧର୍ମ ବା ମତବାଦ

ଚାରୋଟି ସତ
ପାଞ୍ଚଟି ସମୂହ
ଅଦୃଶ୍ୟପଣ
ଯାତନା · ନିଜେ-ନୁହେଁ
ପ୍ରତିତ୍ୟସମୁତ୍ପଦ
ମଝି ବାଟ · ଶୂନ୍ୟତା
କମ · ପୁନର୍ଜନ୍ମ
ସଁସାର · ପୃଥିବୀର ଜନ୍ମ

ଆଚରଣ

ତିନୋଟି ରତନ
ଉପଦେଶ · ଶୁଦ୍ଧତା
ଧ୍ୟାନ · ଜ୍ଞାନ
ମହାନ ଆଠ ପରସ୍ତ ଜ୍ଞାନ
ବୋଧି ପାଇଁ ସାଧନ
ଆୟାତ୍ମ · ଗାର୍ହସ୍ଥ୍ୟ

ନିବାଣ
ଚାରୋଟି ସ୍ତର · ଅରହନ୍ତ
ବୁଦ୍ଧ · ବୋଧିସତ

ପରମ୍ପରା · ଧର୍ମଗ୍ରନ୍ଥ
ଥେରବାଦ · ପାଳି
ମହାଜାନ · ଚାଇନିଜ
ବଜଜାନ · ତିବବତୀୟ

ବୈାଦ୍ଧ ଧର୍ମ (ପାଳି: ବଉଧ ଧମ) ଏକ ଧର୍ମଦର୍ଶନ ଯେଉଁଥିରେ ଅନେକ ଧରଣର ପରମ୍ପରା, ବିଶ୍ଵାସ ଓ ଆଚରଣ ରହିଅଛି । ଏହା ଗୌତମ ବୁଦ୍ଧଙ୍କ ଶିକ୍ଷାକୁ ନେଇ ଗଠିତ । ୬ଷ୍ଠ ଓ ୪ର୍ଥ ଖ୍ରୀ.ପୂ.ରେ ବୁଦ୍ଧ ଭାରତୀୟ ଉପମହାଦେଶର ଉତ୍ତର-ପୂର୍ବ ଭାଗରେ ବାସ କରି ଶିକ୍ଷା ଦେଇଥିଲେ । [୧] ସେ ବୌଦ୍ଧବାଦୀ ମାନଙ୍କ ଦେଇ ବୋଧି ବା ଜଣେ ଆଲୋକିତ ଗୁରୁ ଯେ ତାହାଙ୍କର ଜ୍ଞାନକୁ ଚେତନା ରହିତ ଜନଙ୍କୁ ଅବିଦ୍ୟାର ବିନାଶ କରିବାର ଶିକ୍ଷା ଦେଇଥିବା ଗୁରୁ ଭାବରେ ଜଣା, ଯାହା କଷଣ ସଂସାରରୁ ତରିବାରେ ଜଣଙ୍କୁ ସହଯୋଗ କରିଥାଏ ।

ଟୀକା

  1. "Buddhism". (2009). In Encyclopædia Britannica. Retrieved November 26, 2009, from Encyclopædia Britannica Online Library Edition.