"ଗୁପ୍ତେଶ୍ୱର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ନୂତନ: ଗୁପ୍ତେଶ୍ୱର ଗୁମ୍ଫା
 
ଟିକେ ତଥ୍ୟ
୧ କ ଧାଡ଼ି: ୧ କ ଧାଡ଼ି:
{{ମୁଣ୍ଡିଆ}}
[[File:Linga1.jpg|thumb|ଗୁମ୍ଫାରେ ଅବସ୍ଥିତ ଶିଳାଲିଙ୍ଗ]]
[[File:Linga1.jpg|thumb|ଗୁମ୍ଫାରେ ଅବସ୍ଥିତ ଶିଳାଲିଙ୍ଗ]]
[[କୋରାପୁଟ ଜିଲ୍ଲା]]ର ବୈପାରିଗୁଡ଼ା ବ୍ଳକରେ ଗୁପ୍ତେଶ୍ୱର ଶୈବପୀଠ ଅବସ୍ଥିତ ୤ <ref>[http://www.shaivam.org/siddhanta/spor.htm shaivam.org: Odisha Temples]</ref>[[କୋରାପୁଟ]] ଠାରୁ ୭୪ କି.ମି ଦୁର ଏକ ପାହାଡ଼ର ଶୀର୍ଷ ଦେଶରେ ଏକ ଗୁମ୍ଫା ମଧ୍ୟରେ ଗୁଗୁପ୍ତେଶ୍ୱର ଲିଙ୍ଗ ଅବସ୍ଥିତ ୤ ପାହାଡ଼ର ପାଦଦେଶରେ ସାବେରୀ ନଦୀ ବହିଯାଉଛି ୤
ପୌରାଣିକ କଥା ଅନୁଯାୟୀ ଶ୍ରୀରାମଚନ୍ଦ୍ର ଭାଇ ଲକ୍ଷ୍ମଣ ଓ ପତ୍ନୀ ସୀତାଙ୍କ ସହିତ ବନବାସ କାଳରେ ଏହି ଗୁମ୍ଫାରେ [[ଶିବ]]ଲିଙ୍ଗ ସ୍ଥାପନ କରି ପୂଜାର୍ଚ୍ଚନା କରିଥିଲେ ୤ ପାହାଡ଼ଠାରୁ ସାମାନ୍ୟ ଦୁରରେ ରାମକୁଣ୍ଡ ଓ ସୀତାକୁଣ୍ଡ ରହିଛି ୤ ଏଠାରେ ରାମ ଓ ସୀତା ସ୍ନାନ କରୁଥିବା ଲୋକକଥାରୁ ଜଣାଯାଏ ୤
ଗୁପ୍ତେଶ୍ୱର ପୀଠର ଆଖପାଖ ଆଦିବାସୀପଲ୍ଲୀରେ ରହୁଥିବା ଦୁରୁଆ ସମ୍ପ୍ରଦାୟର ଲୋକମାନଙ୍କ ଦ୍ଵାରା ଗୁପ୍ତେଶ୍ୱରଙ୍କ ସେବାକାର୍ଯ୍ୟ ସମ୍ପନ୍ନ ହୋଇଥାଏ ୤



==ଆଧାର==
==ଆଧାର==

୧୮:୧୭, ୧୨ ମାର୍ଚ୍ଚ ୨୦୧୨ ଅନୁସାରେ କରାଯାଇଥିବା ବଦଳ

ଫାଇଲ:Linga1.jpg
ଗୁମ୍ଫାରେ ଅବସ୍ଥିତ ଶିଳାଲିଙ୍ଗ

କୋରାପୁଟ ଜିଲ୍ଲାର ବୈପାରିଗୁଡ଼ା ବ୍ଳକରେ ଗୁପ୍ତେଶ୍ୱର ଶୈବପୀଠ ଅବସ୍ଥିତ ୤ [୧]କୋରାପୁଟ ଠାରୁ ୭୪ କି.ମି ଦୁର ଏକ ପାହାଡ଼ର ଶୀର୍ଷ ଦେଶରେ ଏକ ଗୁମ୍ଫା ମଧ୍ୟରେ ଗୁଗୁପ୍ତେଶ୍ୱର ଲିଙ୍ଗ ଅବସ୍ଥିତ ୤ ପାହାଡ଼ର ପାଦଦେଶରେ ସାବେରୀ ନଦୀ ବହିଯାଉଛି ୤ ପୌରାଣିକ କଥା ଅନୁଯାୟୀ ଶ୍ରୀରାମଚନ୍ଦ୍ର ଭାଇ ଲକ୍ଷ୍ମଣ ଓ ପତ୍ନୀ ସୀତାଙ୍କ ସହିତ ବନବାସ କାଳରେ ଏହି ଗୁମ୍ଫାରେ ଶିବଲିଙ୍ଗ ସ୍ଥାପନ କରି ପୂଜାର୍ଚ୍ଚନା କରିଥିଲେ ୤ ପାହାଡ଼ଠାରୁ ସାମାନ୍ୟ ଦୁରରେ ରାମକୁଣ୍ଡ ଓ ସୀତାକୁଣ୍ଡ ରହିଛି ୤ ଏଠାରେ ରାମ ଓ ସୀତା ସ୍ନାନ କରୁଥିବା ଲୋକକଥାରୁ ଜଣାଯାଏ ୤ ଗୁପ୍ତେଶ୍ୱର ପୀଠର ଆଖପାଖ ଆଦିବାସୀପଲ୍ଲୀରେ ରହୁଥିବା ଦୁରୁଆ ସମ୍ପ୍ରଦାୟର ଲୋକମାନଙ୍କ ଦ୍ଵାରା ଗୁପ୍ତେଶ୍ୱରଙ୍କ ସେବାକାର୍ଯ୍ୟ ସମ୍ପନ୍ନ ହୋଇଥାଏ ୤


ଆଧାର