"ଚନ୍ଦନ ଯାତ୍ରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେNo edit summary
ଟିକେ ବର୍ଣ୍ଣନା
୧ କ ଧାଡ଼ି: ୧ କ ଧାଡ଼ି:
{{About|ଚନ୍ଦନ ଯାତ୍ରା||ଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣୀ}}
{{About|ଚନ୍ଦନ ଯାତ୍ରା||ଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣୀ}}


== ପୌରାଣିକ ଭିତ୍ତିଭୂମି ==
==ଚନ୍ଦନଯାତ୍ରା==
ଚନ୍ଦନଯାତ୍ରା ଶ୍ରୀମନ୍ଦିରର ସବୁଠାରୁ ଦୀର୍ଘାତ୍ମକ ପର୍ବ ୤ ଏହା ମହାପ୍ରଭୁ ଜଗନ୍ନାଥଙ୍କର ଗ୍ରୀଷ୍ମ ପର୍ବ।
[[ବୈଶାଖ]] ଶୁକ୍ଳ [[ତୃତୀୟା]] ([[ଅକ୍ଷୟ ତୃତୀୟା]]) ଠାରୁ ୪୨ ଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ ୤ ୨୧ଦିନ ବାହାର ଚନ୍ଦନ ପରେ ଭିତର ଚନ୍ଦନଯାତ୍ରା ଆରମ୍ଭ ହୋଇଥାଏ ୤


== ମାସ/ତିଥି ==
===ଭଉଁରୀ===
[[ବୈଶାଖ]] ଶୁକ୍ଳ [[ତୃତୀୟା]] ([[ଅକ୍ଷୟ ତୃତୀୟା]]) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ୪୨ ଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ ୤

[[ଅକ୍ଷୟ ତୃତୀୟା]] ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ [[ଶ୍ରୀମନ୍ଦିର]]ରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ୤

===ବାହାର ଚନ୍ଦନଯାତ୍ରା===
ବାହାର ଚନ୍ଦନ ଯାତ୍ରା ସମୟରେ ଶ୍ରୀଜୀଉଙ୍କର ଚଳନ୍ତିପ୍ରତିମା [[ମଦନମୋହନ]]ଙ୍କୁ ସୁସଜ୍ଜିତ ବୋଇତରେ ଚନ୍ଦନ ପୋଖରୀରେ ନୌକାବିହାର କରାଯାଏ । ଏହାକୁ ଚନ୍ଦନ ଚାପ ବୋଲି କହିଥାନ୍ତି । ସଙ୍ଗୀତ ଓ ନୃତ୍ୟସହିତ ଏହି ଯାତ୍ରା ଅତି ମନୋରମ ହୋଇଥାଏ । ଏହି ଯାତ୍ରାର ଶେଷଦିନ ଭଉଁରୀ ଯାତ୍ରା ପାଳନ କରାଯାଏ।

====ଭଉଁରୀ====
[[ଜଗନ୍ନାଥ|ଶ୍ରୀଜଗନ୍ନାଥ]] ମହାପ୍ରଭୁଙ୍କର ୨୧ଦିନ ବ୍ୟାପି ଚନ୍ଦନଯାତ୍ରାର ଅନ୍ତିମ ଦିବସରେ ଭଉଁରୀଯାତ୍ରା ଅନୁଷ୍ଠିତ ହୋଇଥାଏ ୤ ପରମ୍ପରା ଅନୁଯାୟୀ [[ମଦନମୋହନ]], ରାମକୃଷ୍ଣ, ଭୂଦେବୀ ଓ ଶ୍ରୀଦେବୀଙ୍କ ସମେତ ଶ୍ରୀଲୋକନାଥ, ଶ୍ରୀମାର୍କଣ୍ଡେଶ୍ଵର, ଶ୍ରୀନୀଳକଣ୍ଠେଶ୍ଵର, ଶ୍ରୀଜମ୍ବେଶ୍ଵର ଏବଂ ଶ୍ରୀକପାଳମୋଚନଙ୍କୁ ଏକ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀକୁ ବିଜେ କରାଯାଏ ୤ ଠାକୁରମାନେ ନରେନ୍ଦ୍ର ପୁଷ୍କରିଣୀରେ ୨୧ଘେରା ଚାପ ଖେଳିବା ପରେ [[ଶ୍ରୀମନ୍ଦିର]]କୁ ବାହୁଡ଼ାବିଜେ କରିଥାନ୍ତି ୤
[[ଜଗନ୍ନାଥ|ଶ୍ରୀଜଗନ୍ନାଥ]] ମହାପ୍ରଭୁଙ୍କର ୨୧ଦିନ ବ୍ୟାପି ଚନ୍ଦନଯାତ୍ରାର ଅନ୍ତିମ ଦିବସରେ ଭଉଁରୀଯାତ୍ରା ଅନୁଷ୍ଠିତ ହୋଇଥାଏ ୤ ପରମ୍ପରା ଅନୁଯାୟୀ [[ମଦନମୋହନ]], ରାମକୃଷ୍ଣ, ଭୂଦେବୀ ଓ ଶ୍ରୀଦେବୀଙ୍କ ସମେତ ଶ୍ରୀଲୋକନାଥ, ଶ୍ରୀମାର୍କଣ୍ଡେଶ୍ଵର, ଶ୍ରୀନୀଳକଣ୍ଠେଶ୍ଵର, ଶ୍ରୀଜମ୍ବେଶ୍ଵର ଏବଂ ଶ୍ରୀକପାଳମୋଚନଙ୍କୁ ଏକ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀକୁ ବିଜେ କରାଯାଏ ୤ ଠାକୁରମାନେ ନରେନ୍ଦ୍ର ପୁଷ୍କରିଣୀରେ ୨୧ଘେରା ଚାପ ଖେଳିବା ପରେ [[ଶ୍ରୀମନ୍ଦିର]]କୁ ବାହୁଡ଼ାବିଜେ କରିଥାନ୍ତି ୤



୦୭:୩୦, ୨୫ ଅପ୍ରେଲ ୨୦୧୨ ଅନୁସାରେ କରାଯାଇଥିବା ବଦଳ

ପୌରାଣିକ ଭିତ୍ତିଭୂମି

ଚନ୍ଦନଯାତ୍ରା ଶ୍ରୀମନ୍ଦିରର ସବୁଠାରୁ ଦୀର୍ଘାତ୍ମକ ପର୍ବ ୤ ଏହା ମହାପ୍ରଭୁ ଜଗନ୍ନାଥଙ୍କର ଗ୍ରୀଷ୍ମ ପର୍ବ।

ମାସ/ତିଥି

ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ୪୨ ଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ ୤

ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ୤

ବାହାର ଚନ୍ଦନଯାତ୍ରା

ବାହାର ଚନ୍ଦନ ଯାତ୍ରା ସମୟରେ ଶ୍ରୀଜୀଉଙ୍କର ଚଳନ୍ତିପ୍ରତିମା ମଦନମୋହନଙ୍କୁ ସୁସଜ୍ଜିତ ବୋଇତରେ ଚନ୍ଦନ ପୋଖରୀରେ ନୌକାବିହାର କରାଯାଏ । ଏହାକୁ ଚନ୍ଦନ ଚାପ ବୋଲି କହିଥାନ୍ତି । ସଙ୍ଗୀତ ଓ ନୃତ୍ୟସହିତ ଏହି ଯାତ୍ରା ଅତି ମନୋରମ ହୋଇଥାଏ । ଏହି ଯାତ୍ରାର ଶେଷଦିନ ଭଉଁରୀ ଯାତ୍ରା ପାଳନ କରାଯାଏ।

ଭଉଁରୀ

ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ୨୧ଦିନ ବ୍ୟାପି ଚନ୍ଦନଯାତ୍ରାର ଅନ୍ତିମ ଦିବସରେ ଭଉଁରୀଯାତ୍ରା ଅନୁଷ୍ଠିତ ହୋଇଥାଏ ୤ ପରମ୍ପରା ଅନୁଯାୟୀ ମଦନମୋହନ, ରାମକୃଷ୍ଣ, ଭୂଦେବୀ ଓ ଶ୍ରୀଦେବୀଙ୍କ ସମେତ ଶ୍ରୀଲୋକନାଥ, ଶ୍ରୀମାର୍କଣ୍ଡେଶ୍ଵର, ଶ୍ରୀନୀଳକଣ୍ଠେଶ୍ଵର, ଶ୍ରୀଜମ୍ବେଶ୍ଵର ଏବଂ ଶ୍ରୀକପାଳମୋଚନଙ୍କୁ ଏକ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀକୁ ବିଜେ କରାଯାଏ ୤ ଠାକୁରମାନେ ନରେନ୍ଦ୍ର ପୁଷ୍କରିଣୀରେ ୨୧ଘେରା ଚାପ ଖେଳିବା ପରେ ଶ୍ରୀମନ୍ଦିରକୁ ବାହୁଡ଼ାବିଜେ କରିଥାନ୍ତି ୤

ପରମ୍ପରା ଅନୁଯାୟୀ ଭଉଁରୀଦିନ ସକାଳଧୂପ ହେବାପରେ ପୂଜାପଣ୍ଡାମାନେ ଶ୍ରୀଜୀଉମାନଙ୍କ ଆଜ୍ଞାମାଳଧରି ରଥଖଳାକୁ ଯାଇଥାନ୍ତି ୤ ସେଠାରେ ଶ୍ରୀଅଙ୍ଗଲାଗି ଏହି ଆଜ୍ଞାମାଳଗୁଡ଼ିକୁ ମହାରଣା ସେବକମାନେ ପାଇବାପରେ ନିର୍ମାଣାଧିନ ତିନିରଥର ତିନୋଟି ଅଖରେ ଦୁଇଟି ଲେଖାଏଁ ଚକ ସଂଯୋଗ କରିଥାନ୍ତି ୤

ଭଉଁରୀଯାତ୍ରା ପରଦିନ ଶ୍ରୀଜୀଉମାନଙ୍କର ହଳଦୀପାଣି ନୀତି ଅନୁଷ୍ଠିତ ହୋଇଥାଏ ୤ ଏଥିରେ ଆଜ୍ଞାମାଳ ପାଇବାପରେ ବିମାନ ବିଜେକରି ଠାକୁରମାନେ ନରେନ୍ଦ୍ରପୁଷ୍କରିଣୀରେ ପହଞ୍ଚିବାପରେ କେବଳ ମଦନମୋହନ, ଶ୍ରୀଦେବୀ ଓ ଭୂଦେବୀ ଚାପଡଙ୍ଗାକୁ ବିଜେକରି ହଳଦୀପାଣୀ ପିଚକାରୀ ଖେଳିଥାନ୍ତି୤

ଭିତର ଚନ୍ଦନଯାତ୍ରା

ଏଥିରେ ଶ୍ରୀମଦନମୋହନ, ଭୂଦେବୀ ଓ ଶ୍ରୀଦେବୀ ରୋହିଣୀକୁଣ୍ଡ ନିକଟସ୍ଥ ଜଳକ୍ରୀଡ଼ା ମଣ୍ଡପକୁ ଯାଇ ସେଠାରେ ସୁବାଷିତ ଜଳକୁଣ୍ଡରେ ବିହାର କରିଥାନ୍ତି ୤

ଚନ୍ଦନପ୍ରିୟ ଜଗନ୍ନାଥ

ଶ୍ରୀମନ୍ଦିର ମୁକ୍ତିମଣ୍ଡପ ନିକଟରେ ୮ଫୁଟ ପ୍ରସ୍ଥ ଓ ୧୨ଫୁଟ ଦୈର୍ଘ୍ୟ ବିଶିଷ୍ଟ ‘ଚନ୍ଦନ ଘର’ ଅଛି | ସେଠାରେ ପ୍ରତ୍ୟେକ ଦିନ ଶ୍ରୀଜୀଉମାନଙ୍କ ଲାଗି ଚନ୍ଦନ ଘୋରାଯାଇଥାଏ ୤ ଚନ୍ଦନ ଘୋରିବା ପାଇଁ ଚନ୍ଦନ ଘରେ ଥିବା ତିନୋଟି ଶିଳକୁ ଘୋଟୁଆରୀ ସେବକମାନେ ବ୍ୟବହାର କରିଥାନ୍ତି ୤ ସମୁଦାୟ ସାତଜଣ ଘୋଟୁଆରୀ ଚନ୍ଦନ ଘୋରିଥାନ୍ତି ୤ ସାଧାରଣ ଦିନମାନଙ୍କରେ ଘୋଟୁଆରୀ ସେବକମାନେ ପ୍ରାୟ ୪୪୨ଗ୍ରାମ ଓଜନର ଚନ୍ଦନକାଠ ଘୋରିଥାନ୍ତି[୧], ତେବେ ଚନ୍ଦନ ଯାତ୍ରା ବେଳେ ପ୍ରାୟ ୧କିଲୋ ଓଜନର ଚନ୍ଦନ କାଠ ଘୋରିଥାନ୍ତି୤ ସନ୍ଧ୍ୟାଧୂପର ଅନ୍ନଭୋଗ ଅର୍ପଣ ପରେ ଠାକୁରମାନଙ୍କ ବେଶ ଓହ୍ଲାଇ ଦିଆଯାଇ ତିନିଠାକୁରଙ୍କ ବାହୁ ଓ ସନ୍ନିକଟ ଅଙ୍ଗଦେଶରେ ଚନ୍ଦନ ପ୍ରଲେପ କରାଯାଏ ୤ ସିଂହାରୀ ସେବକ ମାନେ ଠାକୁରଙ୍କ ଏହି ସେବା କରିଥାନ୍ତି ୤

ଆଧାର

  1. ରବିବାର ସମାଜ, ତା: ୦୩.୧୨.୨୦୦୬, ପୃଷ୍ଠା:୦୪

ବାହାର ଲିଙ୍କ