"ମକର ସଂକ୍ରାନ୍ତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
EmausBot (ଆଲୋଚନା | ଅବଦାନ)
ଟିକେ r2.6.4) (Robot: Adding simple:Samkranthi
ଟିକେ r2.5.4) (Robot: Modifying sa:मकरसङ्क्रमणम्
୨୩ କ ଧାଡ଼ି: ୨୩ କ ଧାଡ଼ି:
[[pl:Makar sankranti]]
[[pl:Makar sankranti]]
[[ru:Макара-санкранти]]
[[ru:Макара-санкранти]]
[[sa:मकरसङ्क्रमणम्]]
[[sa:तिलपर्व]]
[[simple:Samkranthi]]
[[simple:Samkranthi]]
[[sv:Sankranthi]]
[[sv:Sankranthi]]

୨୨:୪୮, ୧୫ ମଇ ୨୦୧୨ ଅନୁସାରେ କରାଯାଇଥିବା ବଦଳ

ମକର ସଂକ୍ରାନ୍ତି, ଓଡ଼ିଶାର ଏକ ପର୍ବ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି ୤ ମକର ସଂକ୍ରାନ୍ତିକୁ ମାଘ ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ ୤ ଏହି ଦିନଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହୁଏ ୤ ଓଡ଼ିଆ ପ୍ରବାଦ ଅନୁଯାୟୀ ‘ମକରଠାରୁ ଦିନ ବକର ହୁଏ’, ଅର୍ଥାତ ଏହି ଦିନଠାରୁ ଦିନ କ୍ରମଶଃ ବଡ଼ ହୁଏ ୤ ସୂର୍ଯ୍ୟଙ୍କର ତେଜ ମଧ୍ୟ ଏହି ଦିନଠାରୁ ପ୍ରଖର ହୁଏ ୤ ମକର ସଂକ୍ରାନ୍ତି ଦିନ ଅରୁଆ ଚାଉଳ, ନୂଆଗୁଡ଼, ଛେନା, ନଡ଼ିଆ, କଦଳୀ, ଘିଅ, କ୍ଷୀର ଇତ୍ୟାଦି ମିଶାଇ ଗୋଟିଏ ସୁମିଷ୍ଟ ଭୋଗ ପ୍ରସ୍ତୁତ କରି ଦେବାଦେବୀଙ୍କ ନିକଟରେ ଭୋଗ ଲଗାଯାଏ ୤ ଏହି ଭୋଗ ‘ମକର ଚାଉଳ’ ଭାବେ ପରିଚିତ ୤ ମକର ସଂକ୍ରାନ୍ତି ଦିନ ଅନେକ ସ୍ଥାନରେ ଗୁଡ଼ି ଉଡ଼ା ପ୍ରତିଯୋଗିତଆ ଆୟୋଜନ କରାଯାଇଥାଏ ୤ଏହି ଦିନ ପ୍ରସିଦ୍ଧ ଗଙ୍ଗାସାଗରଠାରେ ଏକ ବିରାଟ ମେଳା ହୁଏ ୤ ପୁଣ୍ୟଲାଭ ଆଶାରେ ଏହି ଦିନ ଅନେକ ଧାର୍ମିକ ଲୋକ ଗଙ୍ଗାସାଗରରେ ବୁଡ଼ ପକାଇଥାନ୍ତି ୤

ଦକ୍ଷିଣ ଭାରତରେ ଏହା ପୋଙ୍ଗଲ ଭାବେ ପରିଚିତ ୤ ଏହିଦିନଠାରୁ ଦକ୍ଷିଣରେ ନୂଆବର୍ଷ ଆରମ୍ଭ ହୋଇଥାଏ ୤ ଏହିପର୍ବଟିକୁ ଦାକ୍ଷିଣାତ୍ୟରେ ତିନିଦିନ ଧରି ପାଳନ କରାଯାଇଥାଏ ୤