"ବିଶ୍ୱନାଥ ଦାସ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
୩୯ କ ଧାଡ଼ି: | ୩୯ କ ଧାଡ଼ି: | ||
ବିଶ୍ବନାଥ ଦାସ [[ମାଡ୍ରାସ]] କାଉନ୍ସିଲକୁ ତିନିଥର (୧୯୨୦ -୧୯୨୯) ନିର୍ବାଚିତ ହୋଇଥିଲେ । ପରେ ସେ ସ୍ବାଧିନତା ସଙ୍ଗ୍ରାମରେ ଭାଗ ନେବାପାଇଁ କାଉନ୍ସିଲରୁ ଇସ୍ତଫା ଦେଇଥିଲେ ଓ ବାରମ୍ବାର ଜେଲ ଯାଇଥିଲେ । ସ୍ବତନ୍ତ୍ର [[ଓଡିଶା]] ପ୍ରଦେଶ ଗଠନରେ ତାଙ୍କର ପ୍ରଚେଷ୍ଟା ପ୍ରଣିଧାନ ଯୋଗ୍ୟ । ୧୯୩୬ ମସିହାରେ ସ୍ବତନ୍ତ୍ର [[ଓଡିଶା]] ପ୍ରଦେଶ ଗଠନ ହେଲାପରେ ସେ ୧୯୩୭ ମଶିହାରେ [[ଓଡିଶା]]ର ପ୍ରଥମ [[ପ୍ରଧାନ ମନ୍ତ୍ରୀ]] ହୋଇଥିଲେ । ପରେ ସେ ଦ୍ଵିତୀୟ ବିଶ୍ଵଯୁଦ୍ଧ ହେବାରୁ ୧୯୪୨ ମସିହାରେ ଇସ୍ତଫା ଦେଇଥିଲେ । ସେ ୧୯୪୭ ରୁ ୧୯୫୨ ପର୍ଯ୍ୟନ୍ତ [[ଭାରତୀୟ]] ସମ୍ବିଧାନ ସଭାର ସଦସ୍ୟ ଥିଲେ । ସେ ଅନେକ ଥର [[ଓଡିଶା]] ପ୍ରଦେଶ [[କଂଗ୍ରେସ]] କମିଟିର ସଭାପତି ଥିଲେ । ପରେ ୧୯୭୧-୧୯୭୨ ରେ ସେ [[ଓଡିଶା]]ର ମୁଖ୍ୟମନ୍ତ୍ରୀ ହୋଇଥିଲେ । |

||
==ଶେଷ |
==ଶେଷ ଜୀବନ== |
||
ପ୍ରାୟ ଅର୍ଦ୍ଧ ଶତାବ୍ଦୀ ଧରି ସାମଜିକ ଓ ରାଜନୀତିକ ଜୀବନ ଅତିବାହିତ କଲାପରେ ସେ ୨ ଜୁନ ୧୯୮୪ ରେ ଇହଲୀଳା ସମ୍ବରଣ କରିଥିଲେ । |
ପ୍ରାୟ ଅର୍ଦ୍ଧ ଶତାବ୍ଦୀ ଧରି ସାମଜିକ ଓ ରାଜନୀତିକ ଜୀବନ ଅତିବାହିତ କଲାପରେ ସେ ୨ ଜୁନ ୧୯୮୪ ରେ ଇହଲୀଳା ସମ୍ବରଣ କରିଥିଲେ । |
||
୧୬:୦୬, ୨୪ ମଇ ୨୦୧୨ ଅନୁସାରେ କରାଯାଇଥିବା ବଦଳ
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |
ବିଶ୍ଵନାଥ ଦାସ | |
---|---|
ଫାଇଲ:BiswanathDas.jpg | |
ଓଡ଼ିଶାର ପ୍ରଧାନମନ୍ତ୍ରୀ | |
କାର୍ଯ୍ୟକାଳ ୧୯ ଜୁଲାଇ ୧୯୩୭ – ୪ ନଭେମ୍ବର ୧୯୩୯ | |
ପୂର୍ବ ଅଧିକାରୀ | କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେଓ |
ପର ଅଧିକାରୀ | ରାଜ୍ୟପାଳ ଶାସନ |
ଉତ୍ତର ପ୍ରଦେଶର ରାଜ୍ୟପାଳ | |
କାର୍ଯ୍ୟକାଳ ୧୬ ଅପ୍ରେଲ ୧୯୬୨ – ୩୦ ଅପ୍ରେଲ ୧୯୬୭ | |
ପୂର୍ବ ଅଧିକାରୀ | ବୁରଗୁଲା ରାମକୃଷ୍ଣ ରାଓ |
ପର ଅଧିକାରୀ | ବେଜଉଆଡା ଗୋପାଳ ରେଡ୍ଡୀ |
ମୁଖ୍ୟମନ୍ତ୍ରୀ, ଓଡ଼ିଶା | |
କାର୍ଯ୍ୟକାଳ ୩ ଅପ୍ରେଲ ୧୯୭୧ – ୧୪ ଜୁନ ୧୯୭୨ | |
ପୂର୍ବ ଅଧିକାରୀ | ରାଷ୍ଟ୍ରପତି ଶାସନ |
ପର ଅଧିକାରୀ | ନନ୍ଦିନୀ ଶତପଥୀ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ମାର୍ଚ ୮, ୧୮୮୯ ବେଲଗାଁ ଗଞ୍ଜାମ ଜିଲ୍ଲା |
ମୃତ୍ୟୁ | ଜୁନ ୨ , ୧୯୮୪ କଟକ |
ରାଜନୀତିକ ଦଳ | ସଂଯୁକ୍ତ ସାମ୍ମୁକ୍ଷ |
ଘର | କାଜି ବଜାର ,କଟକ |
ଶିକ୍ଷାନୁଷ୍ଠାନ | ରେଭେନ୍ସା କଲେଜ କଲିକତା ବିଶ୍ୱବିଦ୍ୟାଳୟ |
ବିଶ୍ଵନାଥ ଦାସ ( ୮, ମଈ, ୧୮୮୯ - ୨, ଜୁନ, ୧୯୮୪) ଏକା ଧାରାରେ ଜଣେ ଭାରତୀୟ ରାଜନେତା, ସମାଜସେବୀ ଓ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ବିଲାତ ଶାସନ (୧୯୩୭ - ୧୯୩୯) କାଳରେ ଓଡିଶା ପ୍ରଦେଶ ର ପ୍ରଧାନମନ୍ତ୍ରୀ ଥିଲେ । ସେ ମଧ୍ୟ ଉତ୍ତରପ୍ରଦେଶର ରାଜ୍ୟପାଳ (୧୯୬୨-୧୯୬୭) ଥିଲେ ଏବଂ ଶେଷରେ ଓଡିଶା ପ୍ରଦେଶର ମୁଖ୍ୟମନ୍ତ୍ରୀ (୧୯୭୧-୧୯୭୨) ଥିଲେ ।[୧]
ପ୍ରାରମ୍ଭିକ ଜୀବନ
ବିଶ୍ବନାଥ ଦାସ ୮ ମଈ ୧୮୮୯ ମସିହାରେ, ମଧୁସୁଦନ ଦାସଙ୍କ ଔରସରୁ ଓଡିଶାର ଗଞ୍ଜାମ ଜିଲ୍ଲା ରେ ଜନ୍ମ ଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟରୁ ସ୍ନାତକରେ ଉତ୍ତୀର୍ଣ୍ଣ ହେଲା ପରେ କଲିକତା ବିଶ୍ବବିଦ୍ୟାଳୟରୁ ଆଇନ ରେ ସ୍ନାତକୋତ୍ତର ହେଲେ । ମାଡ୍ରାସ ଠାରେ ଆଇନ ବ୍ୟବସାୟ କରୁଥିବା ସମୟରେ ସେ ୧୯୨୧ ମସିହାରେ ଭାରତୀୟ ଜାତୀୟ କଂଗ୍ରେସ ରେ ଯୋଗଦେଲେ । ସେହିବର୍ଷ ସେ ମଧ୍ୟ ଗଞ୍ଜାମ ଜିଲ୍ଲା ର ଛତ୍ରପୁର ତାଲୁକା ପରିଷଦକୁ ସଭାପତି ପଦକୁ ନିର୍ବାଚିତ ହୋଇଥିଲେ । ଓଡିଶା ର ସେବା କ୍ଷେତ୍ର ରେ ମହତ୍ବପୂର୍ଣ୍ଣ ଅବଦାନ ଥିବା ଲୋକ ସେବକ ମଣ୍ଡଳ ର ଆଜୀବନ ସଦସ୍ୟ ମଧ୍ୟ ଥିଲେ।
ରାଜନୀତି
ବିଶ୍ବନାଥ ଦାସ ମାଡ୍ରାସ କାଉନ୍ସିଲକୁ ତିନିଥର (୧୯୨୦ -୧୯୨୯) ନିର୍ବାଚିତ ହୋଇଥିଲେ । ପରେ ସେ ସ୍ବାଧିନତା ସଙ୍ଗ୍ରାମରେ ଭାଗ ନେବାପାଇଁ କାଉନ୍ସିଲରୁ ଇସ୍ତଫା ଦେଇଥିଲେ ଓ ବାରମ୍ବାର ଜେଲ ଯାଇଥିଲେ । ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ତାଙ୍କର ପ୍ରଚେଷ୍ଟା ପ୍ରଣିଧାନ ଯୋଗ୍ୟ । ୧୯୩୬ ମସିହାରେ ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନ ହେଲାପରେ ସେ ୧୯୩୭ ମଶିହାରେ ଓଡିଶାର ପ୍ରଥମ ପ୍ରଧାନ ମନ୍ତ୍ରୀ ହୋଇଥିଲେ । ପରେ ସେ ଦ୍ଵିତୀୟ ବିଶ୍ଵଯୁଦ୍ଧ ହେବାରୁ ୧୯୪୨ ମସିହାରେ ଇସ୍ତଫା ଦେଇଥିଲେ । ସେ ୧୯୪୭ ରୁ ୧୯୫୨ ପର୍ଯ୍ୟନ୍ତ ଭାରତୀୟ ସମ୍ବିଧାନ ସଭାର ସଦସ୍ୟ ଥିଲେ । ସେ ଅନେକ ଥର ଓଡିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଥିଲେ । ପରେ ୧୯୭୧-୧୯୭୨ ରେ ସେ ଓଡିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ ।
ଶେଷ ଜୀବନ
ପ୍ରାୟ ଅର୍ଦ୍ଧ ଶତାବ୍ଦୀ ଧରି ସାମଜିକ ଓ ରାଜନୀତିକ ଜୀବନ ଅତିବାହିତ କଲାପରେ ସେ ୨ ଜୁନ ୧୯୮୪ ରେ ଇହଲୀଳା ସମ୍ବରଣ କରିଥିଲେ ।