"ଗୁପ୍ତେଶ୍ୱର" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
ଟିକେNo edit summary |
No edit summary |
||
୧ କ ଧାଡ଼ି: | ୧ କ ଧାଡ଼ି: | ||
[[File:Linga1.jpg|thumb|ଗୁମ୍ଫାରେ ଅବସ୍ଥିତ ଶିଳାଲିଙ୍ଗ]] |
[[File:Linga1.jpg|thumb|ଗୁମ୍ଫାରେ ଅବସ୍ଥିତ ଶିଳାଲିଙ୍ଗ]] |
||
==ଅବସ୍ଥିତି== |
|||
[[କୋରାପୁଟ ଜିଲ୍ଲା]]ର ବୈପାରିଗୁଡ଼ା ବ୍ଳକରେ ଗୁପ୍ତେଶ୍ୱର ଶୈବପୀଠ ଅବସ୍ଥିତ <ref>[http://www.shaivam.org/siddhanta/spor.htm shaivam.org: Odisha Temples]</ref>[[କୋରାପୁଟ]] ଠାରୁ |
[[କୋରାପୁଟ ଜିଲ୍ଲା]]ର ବୈପାରିଗୁଡ଼ା ବ୍ଳକରେ ଗୁପ୍ତେଶ୍ୱର ଶୈବପୀଠ ଅବସ୍ଥିତ <ref>[http://www.shaivam.org/siddhanta/spor.htm shaivam.org: Odisha Temples]</ref>ସ୍ଥାନଟି [[କୋରାପୁଟ]] ଠାରୁ ୮୦ କି.ମି ଓ ଜୟପୁରଠାରୁ ୬୦ କି.ମି. ଦୂର। |
||
==ବିଶେଷତା== |
|||
ଗୁପ୍ତେଶ୍ୱର ପାହାଡ଼ର ଶୀର୍ଷ ଦେଶରେ ଏକ ଗୁମ୍ଫା ମଧ୍ୟରେ ଗୁଗୁପ୍ତେଶ୍ୱର ଲିଙ୍ଗ ଅବସ୍ଥିତ |
|||
[[ଛତିଶଗଡ଼]]ର ଲୋକମାନେ ଏହାଙ୍କୁ ଗୁପ୍ତକେଦାର ବା 'Hidden God' ବୋଲି କହିଥାନ୍ତି। ଗୁମ୍ଫା ଭିତରେ ୧୦ ଫୁଟ ଗୋଲେଇ ଓ ୩ ଫୁଟ ଉଚ୍ଚତାର ଶିବଲିଙ୍ଗ ରହିଛି। |
[[ଛତିଶଗଡ଼]]ର ଲୋକମାନେ ଏହାଙ୍କୁ ଗୁପ୍ତକେଦାର ବା 'Hidden God' ବୋଲି କହିଥାନ୍ତି। ଗୁମ୍ଫା ଭିତରେ ୧୦ ଫୁଟ ଗୋଲେଇ ଓ ୩ ଫୁଟ ଉଚ୍ଚତାର ଶିବଲିଙ୍ଗ ରହିଛି। |
||
ପୌରାଣିକ କଥା ଅନୁଯାୟୀ ଶ୍ରୀରାମଚନ୍ଦ୍ର ଭାଇ ଲକ୍ଷ୍ମଣ ଓ ପତ୍ନୀ ସୀତାଙ୍କ ସହିତ ବନବାସ କାଳରେ ଏହି ଗୁମ୍ଫାରେ [[ଶିବ]]ଲିଙ୍ଗ ସ୍ଥାପନ କରି ପୂଜାର୍ଚ୍ଚନା କରିଥିଲେ ପାହାଡ଼ଠାରୁ ସାମାନ୍ୟ ଦୁରରେ ରାମକୁଣ୍ଡ ଓ ସୀତାକୁଣ୍ଡ ରହିଛି ଏଠାରେ ରାମ ଓ ସୀତା ସ୍ନାନ କରୁଥିବା ଲୋକକଥାରୁ ଜଣାଯାଏ |
ପୌରାଣିକ କଥା ଅନୁଯାୟୀ ଶ୍ରୀରାମଚନ୍ଦ୍ର ଭାଇ ଲକ୍ଷ୍ମଣ ଓ ପତ୍ନୀ ସୀତାଙ୍କ ସହିତ ବନବାସ କାଳରେ ଏହି ଗୁମ୍ଫାରେ [[ଶିବ]]ଲିଙ୍ଗ ସ୍ଥାପନ କରି ପୂଜାର୍ଚ୍ଚନା କରିଥିଲେ ପାହାଡ଼ଠାରୁ ସାମାନ୍ୟ ଦୁରରେ ରାମକୁଣ୍ଡ ଓ ସୀତାକୁଣ୍ଡ ରହିଛି ଏଠାରେ ରାମ ଓ ସୀତା ସ୍ନାନ କରୁଥିବା ଲୋକକଥାରୁ ଜଣାଯାଏ |
||
ଗୁପ୍ତେଶ୍ୱର ପୀଠର ଆଖପାଖ ଆଦିବାସୀପଲ୍ଲୀରେ ରହୁଥିବା ଦୁରୁଆ ସମ୍ପ୍ରଦାୟର ଲୋକମାନଙ୍କ ଦ୍ଵାରା ଗୁପ୍ତେଶ୍ୱରଙ୍କ ସେବାକାର୍ଯ୍ୟ ସମ୍ପନ୍ନ ହୋଇଥାଏ |
ଗୁପ୍ତେଶ୍ୱର ପୀଠର ଆଖପାଖ ଆଦିବାସୀପଲ୍ଲୀରେ ରହୁଥିବା ଦୁରୁଆ ସମ୍ପ୍ରଦାୟର ଲୋକମାନଙ୍କ ଦ୍ଵାରା ଗୁପ୍ତେଶ୍ୱରଙ୍କ ସେବାକାର୍ଯ୍ୟ ସମ୍ପନ୍ନ ହୋଇଥାଏ |
||
==ଆକର୍ଷଣ== |
|||
ଗୁପ୍ତେଶ୍ୱର ଶିବଲିଙ୍ଗ ଓ ପାହାଡ଼ର ପାଦଦେଶରେ ଶାବେରୀ ନଦୀ |
|||
ପଡ଼ୋଶୀ ରାଜ୍ୟ ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାର କୋଣ ଅନୁକୋଣରୁ ପର୍ଯ୍ୟଟକଙ୍କର ଭିଡ଼ ଏଠାରେ ଲାଗିରହେ। ଗୁମ୍ଫା ଭିତରେ କାଳୀଗାଈ, ସ୍ୱର୍ଗଦ୍ୱାର, ପାରାଭାଡ଼ି, ବାଲିବନ୍ଧ, ଦେବକୁଣ୍ଡ ଇତ୍ୟାଦି ରହିଅଛି। ଗୁମ୍ଫା ଅନ୍ଧାରିଆ ହୋଇଥିବାରୁ ସାଙ୍ଗରେ ଟର୍ଚ ଲାଇଟ୍ ଧରି ଏହି କୌଣସି ଅଭିଜ୍ଞ ପଥପ୍ରଦର୍ଶକଙ୍କ ସହାୟତାରେ ଯିବାକୁ ହୋଇଥାଏ। |
|||
ଶିବରାତ୍ରି ସମୟରେ ନଦୀରେ ଅସ୍ଥାୟୀ ବାଉଁଶ ଚାଞ୍ଚଡ଼ା ତିଆରି କରାଯାଏ। ଏ ସମୟରେ ଛତିଶ ଗଡ଼ ଘାଟ ଦେଇ ଅନେକ ପର୍ଯ୍ୟଟକଙ୍କର ଭିଡ଼ ହୁଏ। |
|||
==ପର୍ବ== |
|||
ଏଠାକାର ମୁଖ୍ୟ ପର୍ବ ହେଲା [[ଶିବରାତ୍ରି]]। ଏହା ଛଡ଼ା କାର୍ତ୍ତିକ ପୂର୍ଣ୍ଣିମା, ଶ୍ରାବଣ ପୂର୍ଣ୍ଣିମା, ଆଦି ମଧ୍ୟ ଏଠାରେ ପାଳିତ ହୋଇଥାଏ। |
|||
ଶାବେରୀ ନଦୀ ଓ ନଦୀ ଘାଟରେ ପଥୁରିଆ ଚଟାଣ ମନୋମୁଗ୍ଧକର। ନଦୀଟି ବିପଦପୂର୍ଣ୍ଣ ହୋଇଥିବାରୁ କେବଳ ଶାବେରୀ ଘାଟରେ ଶିକୁଳିକୁ ଧରି ଗୋଧୋଇବାର ବ୍ୟବସ୍ଥା କରାଯାଇଛି। |
|||
==ଆବାସ== |
|||
ଏଠାରେ ରହିବାପାଇଁ ଓଡ଼ିଶା ପର୍ଯ୍ୟଟନ ବିଭାଗର ପାନ୍ଥଶାଳା, ଧର୍ମଶାଳା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୈପାରୀଗୁଡ଼ାଙ୍କ ଆବାସସ୍ଥଳ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଜୟପୁରଙ୍କ ଆବାସସ୍ଥଳ ଓ ଜଙ୍ଗଲ ଓ ପରିବେଶ ବିବାଗ, ଜୟପୁରଙ୍କ ଆବାସସ୍ଥଳ ରହିଛି। |
|||
==ଯୋଗାଯୋଗ== |
|||
ଯିବା ଆସିବା କରିବାପାଇଁ [[ଜୟପୁର]]ଠାରୁ ସବୁଦିନିଆ ଯାନବାହନ ବ୍ୟବସ୍ଥା [[ରାମଗିରି]]ପର୍ଯ୍ୟନ୍ତ ରହିଛି। ଅବଶିଷ୍ଟ ୧୩ କି.ମି. ପାଦରେ ଚାଲି ଚାଲି କିମ୍ବା ଭଡ଼ାଗାଡ଼ିରେ ଯିବାକୁ ହୋଇଥାଏ। ତେବେ [[କୋରାପୁଟ]], [[ସେମିଳିଗୁଡ଼ା]]ଠାରୁ ମଧ୍ୟ ଯାନବାହାନର ସୁବିଧା ରହିଛି। |
|||
==ଆଧାର== |
==ଆଧାର== |
||
{{ଆଧାର}} |
{{ଆଧାର}} |
||
* ଉତ୍କଳ ପ୍ରସଂଗ ସେପ୍ଟେମ୍ବର ୨୦୧୦ |
|||
{{ଓଡ଼ିଶା}} |
|||
{{ଓଡ଼ିଶାର ହିନ୍ଦୁ ମନ୍ଦିର}} |
{{ଓଡ଼ିଶାର ହିନ୍ଦୁ ମନ୍ଦିର}} |
||
⚫ | |||
[[ଶ୍ରେଣୀ:ହିନ୍ଦୁ ମନ୍ଦିର]] |
[[ଶ୍ରେଣୀ:ହିନ୍ଦୁ ମନ୍ଦିର]] |
||
[[ଶ୍ରେଣୀ:ଓଡ଼ିଶାର ହିନ୍ଦୁ ମନ୍ଦିର]] |
[[ଶ୍ରେଣୀ:ଓଡ଼ିଶାର ହିନ୍ଦୁ ମନ୍ଦିର]] |
||
⚫ | |||
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ଲେଖା--> |
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ଲେଖା--> |
୦୭:୦୧, ୪ ଜୁନ ୨୦୧୨ ଅନୁସାରେ କରାଯାଇଥିବା ବଦଳ
ଅବସ୍ଥିତି
କୋରାପୁଟ ଜିଲ୍ଲାର ବୈପାରିଗୁଡ଼ା ବ୍ଳକରେ ଗୁପ୍ତେଶ୍ୱର ଶୈବପୀଠ ଅବସ୍ଥିତ [୧]ସ୍ଥାନଟି କୋରାପୁଟ ଠାରୁ ୮୦ କି.ମି ଓ ଜୟପୁରଠାରୁ ୬୦ କି.ମି. ଦୂର।
ବିଶେଷତା
ଗୁପ୍ତେଶ୍ୱର ପାହାଡ଼ର ଶୀର୍ଷ ଦେଶରେ ଏକ ଗୁମ୍ଫା ମଧ୍ୟରେ ଗୁଗୁପ୍ତେଶ୍ୱର ଲିଙ୍ଗ ଅବସ୍ଥିତ
ଛତିଶଗଡ଼ର ଲୋକମାନେ ଏହାଙ୍କୁ ଗୁପ୍ତକେଦାର ବା 'Hidden God' ବୋଲି କହିଥାନ୍ତି। ଗୁମ୍ଫା ଭିତରେ ୧୦ ଫୁଟ ଗୋଲେଇ ଓ ୩ ଫୁଟ ଉଚ୍ଚତାର ଶିବଲିଙ୍ଗ ରହିଛି।
ପୌରାଣିକ କଥା ଅନୁଯାୟୀ ଶ୍ରୀରାମଚନ୍ଦ୍ର ଭାଇ ଲକ୍ଷ୍ମଣ ଓ ପତ୍ନୀ ସୀତାଙ୍କ ସହିତ ବନବାସ କାଳରେ ଏହି ଗୁମ୍ଫାରେ ଶିବଲିଙ୍ଗ ସ୍ଥାପନ କରି ପୂଜାର୍ଚ୍ଚନା କରିଥିଲେ ପାହାଡ଼ଠାରୁ ସାମାନ୍ୟ ଦୁରରେ ରାମକୁଣ୍ଡ ଓ ସୀତାକୁଣ୍ଡ ରହିଛି ଏଠାରେ ରାମ ଓ ସୀତା ସ୍ନାନ କରୁଥିବା ଲୋକକଥାରୁ ଜଣାଯାଏ
ଗୁପ୍ତେଶ୍ୱର ପୀଠର ଆଖପାଖ ଆଦିବାସୀପଲ୍ଲୀରେ ରହୁଥିବା ଦୁରୁଆ ସମ୍ପ୍ରଦାୟର ଲୋକମାନଙ୍କ ଦ୍ଵାରା ଗୁପ୍ତେଶ୍ୱରଙ୍କ ସେବାକାର୍ଯ୍ୟ ସମ୍ପନ୍ନ ହୋଇଥାଏ
ଆକର୍ଷଣ
ଗୁପ୍ତେଶ୍ୱର ଶିବଲିଙ୍ଗ ଓ ପାହାଡ଼ର ପାଦଦେଶରେ ଶାବେରୀ ନଦୀ
ପଡ଼ୋଶୀ ରାଜ୍ୟ ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାର କୋଣ ଅନୁକୋଣରୁ ପର୍ଯ୍ୟଟକଙ୍କର ଭିଡ଼ ଏଠାରେ ଲାଗିରହେ। ଗୁମ୍ଫା ଭିତରେ କାଳୀଗାଈ, ସ୍ୱର୍ଗଦ୍ୱାର, ପାରାଭାଡ଼ି, ବାଲିବନ୍ଧ, ଦେବକୁଣ୍ଡ ଇତ୍ୟାଦି ରହିଅଛି। ଗୁମ୍ଫା ଅନ୍ଧାରିଆ ହୋଇଥିବାରୁ ସାଙ୍ଗରେ ଟର୍ଚ ଲାଇଟ୍ ଧରି ଏହି କୌଣସି ଅଭିଜ୍ଞ ପଥପ୍ରଦର୍ଶକଙ୍କ ସହାୟତାରେ ଯିବାକୁ ହୋଇଥାଏ।
ଶିବରାତ୍ରି ସମୟରେ ନଦୀରେ ଅସ୍ଥାୟୀ ବାଉଁଶ ଚାଞ୍ଚଡ଼ା ତିଆରି କରାଯାଏ। ଏ ସମୟରେ ଛତିଶ ଗଡ଼ ଘାଟ ଦେଇ ଅନେକ ପର୍ଯ୍ୟଟକଙ୍କର ଭିଡ଼ ହୁଏ।
ପର୍ବ
ଏଠାକାର ମୁଖ୍ୟ ପର୍ବ ହେଲା ଶିବରାତ୍ରି। ଏହା ଛଡ଼ା କାର୍ତ୍ତିକ ପୂର୍ଣ୍ଣିମା, ଶ୍ରାବଣ ପୂର୍ଣ୍ଣିମା, ଆଦି ମଧ୍ୟ ଏଠାରେ ପାଳିତ ହୋଇଥାଏ।
ଶାବେରୀ ନଦୀ ଓ ନଦୀ ଘାଟରେ ପଥୁରିଆ ଚଟାଣ ମନୋମୁଗ୍ଧକର। ନଦୀଟି ବିପଦପୂର୍ଣ୍ଣ ହୋଇଥିବାରୁ କେବଳ ଶାବେରୀ ଘାଟରେ ଶିକୁଳିକୁ ଧରି ଗୋଧୋଇବାର ବ୍ୟବସ୍ଥା କରାଯାଇଛି।
ଆବାସ
ଏଠାରେ ରହିବାପାଇଁ ଓଡ଼ିଶା ପର୍ଯ୍ୟଟନ ବିଭାଗର ପାନ୍ଥଶାଳା, ଧର୍ମଶାଳା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୈପାରୀଗୁଡ଼ାଙ୍କ ଆବାସସ୍ଥଳ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଜୟପୁରଙ୍କ ଆବାସସ୍ଥଳ ଓ ଜଙ୍ଗଲ ଓ ପରିବେଶ ବିବାଗ, ଜୟପୁରଙ୍କ ଆବାସସ୍ଥଳ ରହିଛି।
ଯୋଗାଯୋଗ
ଯିବା ଆସିବା କରିବାପାଇଁ ଜୟପୁରଠାରୁ ସବୁଦିନିଆ ଯାନବାହନ ବ୍ୟବସ୍ଥା ରାମଗିରିପର୍ଯ୍ୟନ୍ତ ରହିଛି। ଅବଶିଷ୍ଟ ୧୩ କି.ମି. ପାଦରେ ଚାଲି ଚାଲି କିମ୍ବା ଭଡ଼ାଗାଡ଼ିରେ ଯିବାକୁ ହୋଇଥାଏ। ତେବେ କୋରାପୁଟ, ସେମିଳିଗୁଡ଼ାଠାରୁ ମଧ୍ୟ ଯାନବାହାନର ସୁବିଧା ରହିଛି।
ଆଧାର
- ଉତ୍କଳ ପ୍ରସଂଗ ସେପ୍ଟେମ୍ବର ୨୦୧୦