"ଅମାବାସ୍ୟା" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେNo edit summary |
ଟିକେ Robot: Interwiki standardization |
||
୨୨ କ ଧାଡ଼ି: | ୨୨ କ ଧାଡ଼ି: | ||
<!-- ଅଲଗା ଭାଷାର ଉଇକିପିଡ଼ିଆରେ ଏହି ଲେଖା--> |
<!-- ଅଲଗା ଭାଷାର ଉଇକିପିଡ଼ିଆରେ ଏହି ଲେଖା--> |
||
[[en:Amavasya]] |
[[en:Amavasya]] |
||
[[es:Amavasha]] |
[[es:Amavasha]] |
୦୦:୩୭, ୧୦ ଅଗଷ୍ଟ ୨୦୧୨ ଅନୁସାରେ କରାଯାଇଥିବା ବଦଳ
ଅମାବାସ୍ୟା
କୃଷ୍ଣପକ୍ଷର ଶେଷ ଦିନ (ପଞ୍ଚଦଶୀ ତିଥି) କୁ ଅମାବାସ୍ୟା କୁହାଯାଏ ଅମାବାସ୍ୟା ପରଦିନଠାରୁ ଶୁକ୍ଳପକ୍ଷ ଆରମ୍ଭ ହୁଏ |
- ବୈଶାଖ ଅମାବାସ୍ୟା:ରୁକ୍ମିଣୀ ଅମାବାସ୍ୟା
- ଜ୍ୟୈଷ୍ଠ ଅମାବାସ୍ୟା: ସାବିତ୍ରୀ ଅମାବାସ୍ୟା
- ଆଷାଢ଼ ଅମାବାସ୍ୟା: ବିଜୟ(ଉଭା) ଅମାବାସ୍ୟା
- ଶ୍ରାବଣ ଅମାବାସ୍ୟା: ଚିତାଲାଗି (ଚିତଉ) ଅମାବାସ୍ୟା
- ଭାଦ୍ରବ ଅମାବାସ୍ୟା: ସପ୍ତପୁରୀ (ସାତପୁରୀ) ଅମାବାସ୍ୟା
- ଆଶ୍ୱିନ ଅମାବାସ୍ୟା: ମହାଳୟା (ଫୁଲ୍ଲୋରି, ଫୁଲୁରି,ସର୍ବପିତୃ ) ଅମାବାସ୍ୟା
- କାର୍ତ୍ତିକ ଅମାବାସ୍ୟା: ପ୍ରଦୀପ (ପୟା) ଅମାବାସ୍ୟା ବା ପୂପେଇ/ପିପେଇ ଅମାବାସ୍ୟା ।
- ଏ ଦିନ ସନ୍ଧ୍ୟା ପରେ ପିଣ୍ଡବର୍ଜିତ ମହାଳୟା ଶ୍ରାଦ୍ଧ କରାଯାଏ ଓ ପିତୃଲୋକଙ୍କୁ ପୂପ ଦୀପ ଅର୍ଥାତ ପିଠା ଉପରେ ଦୀପ ପୋତି ଦାନ କରାଯାଏ ଓ ବଡ଼ ବଡୁଆଙ୍କୁ ନିଆଁ ହୁଳା ଦେଖାଇ ଡକାଯାଏ –“ବଡ଼ ବଡ଼ୁଆଏ ହେ ଅନ୍ଧାରରେ ଆସ, ଆଲୁଅରେ ଯାଅ, ବାଇଶି ପାହାଚରେ ଗଡ଼ଗଡ଼ାଉଥାଅ ”