"ବରଗଡ଼ ଜିଲ୍ଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ ଅତିରିକ୍ତ ଛାଞ୍ଚ ହଟାଗଲା
ଟିକେ ଲେଉଟାଣି ହଟାଗଲା
୧୬ କ ଧାଡ଼ି: ୧୬ କ ଧାଡ଼ି:
|pushpin_map_caption = [[ଓଡ଼ିଶା]]ରେ ଅବସ୍ଥାନ
|pushpin_map_caption = [[ଓଡ଼ିଶା]]ରେ ଅବସ୍ଥାନ
| named_for =
| named_for =
| seat_type = [[ଓଡି଼ଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ|ବିଧାନସଭା]]
| seat_type = [[ଓଡ଼ିଶାର ବିଧାନସଭା ନିର୍ବାଚନ ମଣ୍ଡଳୀ ତାଲିକା|ବିଧାନସଭା]]
| seat = ୫ଟି ଆସନ {{collapsible list|title={{nbsp}}|୧. ପଦ୍ମପୁର (୦୦୧)</br>୨. ବିଜେପୁର (୦୦୨)</br>୩. ବରଗଡ଼ (୦୦୩)</br>୪. ଅତାବିରା (୦୦୪)</br>୫. ଭଟ୍‌ଲି (୦୦୫)}}
| seat = ୫ଟି ଆସନ {{collapsible list|title={{nbsp}}|୧. ପଦ୍ମପୁର (୦୦୧)</br>୨. ବିଜେପୁର (୦୦୨)</br>୩. ବରଗଡ଼ (୦୦୩)</br>୪. ଅତାବିରା (୦୦୪)</br>୫. ଭଟ୍‌ଲି (୦୦୫)}}
|subdivision_type = ଦେଶ
|subdivision_type = ଦେଶ
୨୨ କ ଧାଡ଼ି: ୨୨ କ ଧାଡ଼ି:
|subdivision_type1 = ରାଜ୍ୟ
|subdivision_type1 = ରାଜ୍ୟ
|subdivision_name1 = [[ଓଡ଼ିଶା]]
|subdivision_name1 = [[ଓଡ଼ିଶା]]
|subdivision_type2 = [[ଓଡି଼ଶାର ଲୋକସଭା ନିର୍ବାଚନ ମଣ୍ଡଳୀ ତାଲିକା|ଲୋକସଭା]]
|subdivision_type2 = [[ଓଡ଼ିଶାର ଲୋକସଭା ନିର୍ବାଚନ ମଣ୍ଡଳୀ ତାଲିକା|ଲୋକସଭା]]
|subdivision_name2 = [[ବରଗଡ଼ (ଲୋକସଭା ନିର୍ବାଚନ ମଣ୍ଡଳି)| ବରଗଡ଼]]
|subdivision_name2 = [[ବରଗଡ଼ (ଲୋକସଭା ନିର୍ବାଚନ ମଣ୍ଡଳି)| ବରଗଡ଼]]
| subdivision_type3 = ଭାଷା
| subdivision_type3 = ଭାଷା

୨୦:୧୧, ୨ ସେପ୍ଟେମ୍ବର ୨୦୧୨ ଅନୁସାରେ କରାଯାଇଥିବା ବଦଳ

[[Category:Lua error in package.lua at line 80: module 'Module:Pagetype/setindex' not found. with short description]]

ବରଗଡ଼
ଜିଲ୍ଲା
ଦେଶଭାରତ
ରାଜ୍ୟଓଡ଼ିଶା
ଲୋକସଭା ବରଗଡ଼
ଭାଷାଓଡ଼ିଆ, ଇଂରାଜୀ
ବିଧାନସଭା୫ଟି ଆସନ
 
  • ୧. ପଦ୍ମପୁର (୦୦୧)
    ୨. ବିଜେପୁର (୦୦୨)
    ୩. ବରଗଡ଼ (୦୦୩)
    ୪. ଅତାବିରା (୦୦୪)
    ୫. ଭଟ୍‌ଲି (୦୦୫)
Area
 • ଜିଲ୍ଲା5837 km2 (2,254 sq mi)
Population
 (୨୦୧୧)
 • ଜିଲ୍ଲା୧୪୭୮୮୩୩
 • Density253/km2 (660/sq mi)
 • Urban
୧୪୯୭୦୮
 • Rural
୧୩୨୯୧୨୫
 • ୬ ବର୍ଷରୁ କମ ଶିଶୁ
୧୫୬୧୮୫
Time zoneIST (+୫.୩୦)
ଡାକ କୋଡ଼ (ପିନ୍)
୭୬୪ xxx
ତାର (ଏସ୍.ଟି.ଡ଼ି)୦୬
ଯାନବାହାନ ପଞ୍ଚୀକରଣOR-17
ଜିଲ୍ଲାପାଳଭାବଗ୍ରାହୀ ମିଶ୍ର [୧]
WebsiteOfficial website

ବରଗଡ଼ ଜିଲ୍ଲା ଓଡ଼ିଶାର ଏକ ପ୍ରଶାସନିକ ଜିଲ୍ଲା । ବରଗଡ଼ ଏହାର ପ୍ରଶାସନିକ ମୁଖ୍ୟ ସହର

ଅବସ୍ଥାନ

ବିଶେଷତା

  • ଆୟତନ: ୫୮୩୨ ବର୍ଗ ମି.
  • ଲୋକସଂଖ୍ୟା: ୧,୩୪୫,୬୦୧
  • ଲୋକସଂଖ୍ୟା ଘନତା: କି.ମି. ପ୍ରତି ୨୩୧

ଜନସଂଖ୍ୟା

୨୦୧୧ ଜନଗଣନା [୨]ଅନୁସାରେ, ବରଗଡ଼ ଜିଲ୍ଲାର ମୋଟ ଲୋକସଂଖ୍ୟା ୧୪,୭୮,୮୩୩ | ଏଥିମଧ୍ୟରୁ ଗ୍ରାମାଞ୍ଚଳରେ ୧୩,୨୯,୧୨୫ ଓ ସହରାଞ୍ଚଳରେ ୧,୪୯,୭୦୮ ଲୋକ ବାସ କରନ୍ତି [୩] |

  • ପୁରୁଷ: ୭,୪୮,୩୩୨
    • ଗ୍ରାମାଞ୍ଚଳ: ୬,୭୨,୦୦୪
    • ସହରାଞ୍ଚଳ: ୭୬,୩୨୮
  • ମହିଳା: ୭,୩୦,୫୦୧
    • ଗ୍ରାମାଞ୍ଚଳ: ୬,୫୭,୧୨୧
    • ସହରାଞ୍ଚଳ: ୭୩,୩୮୦
  • ଛ ବର୍ଷରୁ କମ: ୧,୫୬,୧୮୫
    • ଗ୍ରାମାଞ୍ଚଳ: ୧,୪୦,୬୪୮
    • ସହରାଞ୍ଚଳ: ୧୫,୫୩୭
  • ସାକ୍ଷରତା ହାର: ୭୫.୧୬%
    • ପୁରୁଷ: ୮୪.୨୮%
    • ମହିଳା: ୬୫.୮୪%

ଏହି ଜିଲ୍ଲାଟି ଅବିଭକ୍ତ ସମ୍ବଲପୁରରୁ ବିଭକ୍ତ ହୋଇ ତିଆରି ହୋଇଅଛି । ମହାନଦୀ ଉପରେ ତିଆରି ହୀରାକୁଦ ବନ୍ଧରୁ ଜଳସେଚନ ଯୋଗୁଁ ଏହି ଜିଲ୍ଲାର ଉତ୍ତର ଅଧା ଧାନ ଓ ଅନ୍ୟାନ୍ୟ ଶସ୍ୟ ଚାଷରେ କୃଷିବହୁଳ ।[୪]

ବରଗଡ଼ ଜିଲାର ଦୁଇଟି ସଦର-ମହକୁମା, ବରଗଡ଼ ଓ ପଦମପୁର ଓ ୧୨ ଟି ପଞ୍ଚାୟତ ସମିତି (ବ୍ଲକ) ଅଛି । ସେଗୁଡିକ ହେଲା ବରଗଡ଼, ବରପାଲି, ଅତାବିରା, ଭେଡେନ, ସୋହେଲା, ବିଜେପୁର, ପଦମପୁର୍, ଗାଇସିଲେଟ, ପାଈକମାଲ, ଝାରବନ୍ଧ, ଆମ୍ବାଭୋନା ଏବଂ ଭଟଲି ।

ଏହି ଜିଲ୍ଲାର ଦର୍ଶନୀୟ ସ୍ଥାନ ମାନଙ୍କ ମଧ୍ୟରେ ନୃସିଂହନାଥ ଅନ୍ୟତମ । ଏଠାରେ ତୟୋଦଶ ଶତାବ୍ଦୀ ରେ ନିର୍ମିତ ଏକ ବୈଷ୍ଣବ ମନ୍ଦିର ରହିଛି ଯେଉଁଠାରେ ଭଗବାନ ନୃସିଂହ ବିରାଡ଼ି ବା ମାର୍ଜାର ରୂପେ ପୁଜା ପାଇଥାନ୍ତି । [୫]

ଆଧାର

ବାହାର ଆଧାର