"ଜଳ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ r2.7.1) (Robot: Adding pfl:Wassa
ଟିକେ ଇଂରାଜୀ ଠିକଣା, ଅଧିକ ତଥ୍ୟ
୧ କ ଧାଡ଼ି: ୧ କ ଧାଡ଼ି:
{{ଛୋଟ|Water}}
[[ଫାଇଲ:Water droplet blue bg05.jpg|right|thumb|ଜଳବିନ୍ଦୁର ପତନ ଫଳରେ ବୃତ୍ତୀୟ ତରଙ୍ଗ ସୃଷ୍ଟି ହୋଇ ବିନ୍ଦୁକୁ ଉପରକୁ ଠେଲେ । ]]
[[ଫାଇଲ:Water droplet blue bg05.jpg|right|thumb|ଜଳବିନ୍ଦୁର ପତନ ଫଳରେ ବୃତ୍ତୀୟ ତରଙ୍ଗ ସୃଷ୍ଟି ହୋଇ ବିନ୍ଦୁକୁ ଉପରକୁ ଠେଲେ । ]]
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।<ref>{{Cite journal |last=Henniker |first=J. C. |title=The Depth of the Surface Zone of a Liquid |year=1949 |publisher=[[Reviews of Modern Physics]] |doi=10.1103/RevModPhys.21.322 |journal=Reviews of Modern Physics |volume=21 |issue=2 |pages=322–341}}</ref><ref>{{cite web |url=http://faculty.washington.edu/ghp/researcthemes/water-science |title=Water Science |author=Pollack, Gerald |publisher=[[University of Washington]], Pollack Laboratory |accessdate=2011-02-05 |quote=Water has three phases – gas, liquid, and solid; but recent findings from our laboratory imply the presence of a surprisingly extensive fourth phase that occurs at interfaces.}}</ref>
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।<ref>{{Cite journal |last=Henniker |first=J. C. |title=The Depth of the Surface Zone of a Liquid |year=1949 |publisher=[[Reviews of Modern Physics]] |doi=10.1103/RevModPhys.21.322 |journal=Reviews of Modern Physics |volume=21 |issue=2 |pages=322–341}}</ref><ref>{{cite web |url=http://faculty.washington.edu/ghp/researcthemes/water-science |title=Water Science |author=Pollack, Gerald |publisher=[[University of Washington]], Pollack Laboratory |accessdate=2011-02-05 |quote=Water has three phases – gas, liquid, and solid; but recent findings from our laboratory imply the presence of a surprisingly extensive fourth phase that occurs at interfaces.}}</ref>


ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
୨୫ କ ଧାଡ଼ି: ୨୬ କ ଧାଡ଼ି:
* ବର୍ଷା
* ବର୍ଷା
* ହ୍ରଦ
* ହ୍ରଦ

{{Wiktionary|ଜଳ}}
{{Wiktionary|ଜଳୀୟ}}

== ଆଧାର ==
== ଆଧାର ==
{{Reflist}}
{{ଆଧାର}}
==ଅଧିକ ତଥ୍ୟ==
{{Sisterlinks|water}}
*[http://stats.oecd.org/wbos/Index.aspx?DataSetCode=ENV_WAT OECD Water statistics]
*[http://www.worldwater.org/ The World's Water Data Page]
*[http://www.fao.org/nr/water/aquastat/main/index.stm FAO Comprehensive Water Database, AQUASTAT]
*[http://worldwater.org/conflict.html The Water Conflict Chronology: Water Conflict Database]
*[http://ga.water.usgs.gov/edu/ US Geological Survey Water for Schools information]
*[http://water.worldbank.org/ Portal to The World Bank's strategy, work and associated publications on water resources]


[[ଶ୍ରେଣୀ:ପ୍ରାକୃତିକ ସମ୍ପଦ]]
[[ଶ୍ରେଣୀ:ପ୍ରାକୃତିକ ସମ୍ପଦ]]

୦୬:୪୪, ୨ ଅକ୍ଟୋବର ୨୦୧୨ ଅନୁସାରେ କରାଯାଇଥିବା ବଦଳ

ଜଳବିନ୍ଦୁର ପତନ ଫଳରେ ବୃତ୍ତୀୟ ତରଙ୍ଗ ସୃଷ୍ଟି ହୋଇ ବିନ୍ଦୁକୁ ଉପରକୁ ଠେଲେ ।

ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।[୧][୨]

ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।

କଳରୁ ପଡୁଥିବା ପାଣି ଟୋପା

ଜଳର ବ୍ୟବହାର

ମାନବ ସମେତ ସମସ୍ତ ପ୍ରାଣୀ ଓ ଉଦ୍ଭିଦ ଜୀବନ ଧାରଣ ପାଇଁ ଜଳ ଆବଶ୍ୟକ କରନ୍ତି । ଶରୀରର ଆଭ୍ୟନ୍ତରୀଣ ରାସାୟନିକ ପ୍ରତିକ୍ରିୟା ଓ ରକ୍ତର ପ୍ରମୁଖ ଅଂଶ ଭାବେ କାମ କରେ । ଜଳ ଝାଳ ରୂପରେ ବାହାରି ଶରୀରକୁ ଥଣ୍ଡା ରଖେ । ପୋଷକତତ୍ତ୍ୱକୁ ପାକସ୍ଥଳୀରୁ ଶରୀରର ଅନ୍ୟାନ୍ୟ ଅଙ୍ଗକୁ ପହଞ୍ଚାଇବାରେ ଜଳ ସାହାଯ୍ୟ କରେ । ଫୁସ୍‌ଫୁସ୍‌ରୁ ଶରୀରକୁ ଅମ୍ଳଜାନ ପରିବହନ କରିବାରେ ମଧ୍ୟ ଜଳ ସାହାଯ୍ୟ କରେ । ଲାଳ ମଣିଷ ଓ ପ୍ରାଣୀମାନଙ୍କୁ ଖାଦ୍ୟ ହଜମ କରିବାରେ ଭୂମିକା ଗ୍ରହଣ କରେ । ଜଳ ପରିସ୍ରା ତିଆରି କରେ । ପରିସ୍ରା ଶରୀରର ଦୂଷିତ ପଦାର୍ଥକୁ ନିଷ୍କାସନ କରିଥାଏ । ମଣିଷ ଶରୀର ୬୦-୭୦% ଜଳରେ ଗଠିତ ।

ଦୁଗ୍ଧ, ଫଳରସ ଏବଂ ମଦ ପରି ପାନୀୟ ମାନଙ୍କର ମୁଖ୍ୟ ଅଂଶ ହେଉଛି ଜଳ । ପ୍ରତ୍ୟେକ ପ୍ରକାରର ପାନୀୟରେ ଜଳ ବ୍ୟତୀତ ବାସ୍ନା, ପୋଷକତତ୍ତ୍ୱ ଯେମିତି ସର୍କରା, ଫଳ ଇତ୍ୟାଦି ଥାଏ । ପିଇବା ଯୋଗ୍ୟ ଜଳକୁ ଆମେ ପାନୀୟ ଜଳ ବୋଲି କହୁ । ମହାସାଗରର ଜଳ ଲୁଣିଆ ହୋଇଥିବା ସ୍ଥଳେ ହ୍ରଦ ଓ ନଦୀର ଜଳ ମଧୁର ହୋଇଥାଏ । ପୃଥିବୀପୃଷ୍ଠରେ ମାତ୍ର ୩% ମଧୁର ଜଳ ଅଛି, ବାକି ସବୁ ଲୁଣିଆ ।

ଜଳର ଗଠନ

ଗୋଟିଏ ଜଳ ଅଣୁ ୨ଟି ଉଦଜାନ ପରମାଣୁ ଓ ଗୋଟିଏ ଅମ୍ଳଜାନ ପରମାଣୁରୁ ତିଆରି । ଏହାର ରାସାୟନିକ ସୂତ୍ର ହେଉଛି H2O.

ଜଳକୁ ରୋମାନ ଭାଷାରେ ଆକୁଆ କୁହାଯାଏ । ଆମୋଦପ୍ରମୋଦ ପାଇଁ ମଧ୍ୟ ଜଳ ବ୍ୟବହୃତ ହୋଇଥାଏ । ମଣିଷ ଖାଦ୍ୟ ବିନା ସପ୍ତାହେ ପର୍ଯ୍ୟନ୍ତ ବଞ୍ଚିପାରୁଥିଲେ ମଧ୍ୟ ଜଳ ବିନା ଦୁଇ ଦିନରୁ ଅଧିକ ବଞ୍ଚି ପାରିବ ନାହିଁ । ଜଳ ହିଁ ଜୀବନ ଅଟେ ।

ସମ୍ପର୍କିତ ପୃଷ୍ଟା

  • ଜଳପଥ
  • ନଦୀ
  • ସମୁଦ୍ର
  • ନଦୀବନ୍ଧ
  • ବରଫ
  • ଝରଣା
  • ବର୍ଷା
  • ହ୍ରଦ

ଆଧାର

  1. Henniker, J. C. (1949). "The Depth of the Surface Zone of a Liquid". Reviews of Modern Physics. Reviews of Modern Physics. 21 (2): 322–341. doi:10.1103/RevModPhys.21.322.
  2. Pollack, Gerald. "Water Science". University of Washington, Pollack Laboratory. Retrieved 2011-02-05. Water has three phases – gas, liquid, and solid; but recent findings from our laboratory imply the presence of a surprisingly extensive fourth phase that occurs at interfaces.

ଅଧିକ ତଥ୍ୟ