"ବିଶ୍ୱନାଥ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ ବନାନ
ଟିକେ ଅଧିକା ଲିଙ୍କ ହଟାଗଲା
୧ କ ଧାଡ଼ି: ୧ କ ଧାଡ଼ି:
{{prettyurl|Biswanath Das}}
{{ଛୋଟ|Biswanath Das}}
{{stub}}
{{Infobox Officeholder
{{Infobox Officeholder
|name = ବିଶ୍ଵନାଥ ଦାସ
|name = ବିଶ୍ଵନାଥ ଦାସ
୩୦ କ ଧାଡ଼ି: ୨୯ କ ଧାଡ଼ି:
}}
}}


'''ବିଶ୍ଵନାଥ ଦାସ''' ( ୮ ମଈ ୧୮୮୯ - ୨ ଜୁନ ୧୯୮୪) ଏକା ଧାରାରେ ଜଣେ [[ଭାରତୀୟ]] ରାଜନେତା, ସମାଜସେବୀ ଓ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ବିଲାତ ଶାସନ (୧୯୩୭ - ୧୯୩୯) କାଳରେ [[ଓଡ଼ିଶା]] ପ୍ରଦେଶର ପ୍ରଧାନମନ୍ତ୍ରୀ ଥିଲେ । ସେ ମଧ୍ୟ [[ଉତ୍ତର ପ୍ରଦେଶ]] [[ରାଜ୍ୟପାଳ]] (୧୯୬୨-୧୯୬୭) ଥିଲେ ଏବଂ ଶେଷରେ [[ଓଡ଼ିଶା]] ପ୍ରଦେଶର [[ମୁଖ୍ୟମନ୍ତ୍ରୀ]] (୧୯୭୧-୧୯୭୨) ଥିଲେ ।<ref>http://orissa.gov.in/e-magazine/orissaannualreference/ORA-2005/pdf/bio-data_of_chief_minister.pdf</ref>
'''ବିଶ୍ଵନାଥ ଦାସ''' ( ୮ ମଈ ୧୮୮୯ - ୨ ଜୁନ ୧୯୮୪) ଏକା ଧାରାରେ ଜଣେ [[ଭାରତୀୟ]] ରାଜନେତା, ସମାଜସେବୀ ଓ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ବିଲାତ ଶାସନ (୧୯୩୭ - ୧୯୩୯) କାଳରେ [[ଓଡ଼ିଶା]] ପ୍ରଦେଶର ପ୍ରଧାନମନ୍ତ୍ରୀ ଥିଲେ । ସେ ମଧ୍ୟ [[ଉତ୍ତର ପ୍ରଦେଶ|ଉତ୍ତର ପ୍ରଦେଶର]] [[ରାଜ୍ୟପାଳ]] (୧୯୬୨-୧୯୬୭) ଥିଲେ ଏବଂ ଶେଷରେ ଓଡ଼ିଶା ପ୍ରଦେଶର [[ମୁଖ୍ୟମନ୍ତ୍ରୀ]] (୧୯୭୧-୧୯୭୨) ଥିଲେ ।<ref>http://orissa.gov.in/e-magazine/orissaannualreference/ORA-2005/pdf/bio-data_of_chief_minister.pdf</ref>


==ପ୍ରାରମ୍ଭିକ ଜୀବନ==
==ପ୍ରାରମ୍ଭିକ ଜୀବନ==
ବିଶ୍ଵନାଥ ଦାସ ୮ ମଈ ୧୮୮୯ ମସିହାରେ, ମଧୁସୁଦନ ଦାସଙ୍କ ଔରସରୁ [[ଓଡିଶା]]ର [[ଗଞ୍ଜାମ ଜିଲ୍ଲା]] ରେ ଜନ୍ମ ଗ୍ରହଣ କରିଥିଲେ । ସେ [[ରେଭେନ୍ସା ବିଶ୍ଵବିଦ୍ୟାଳୟ|ରେଭେନ୍ସା ମହାବିଦ୍ୟାଳୟ]]ରୁ ସ୍ନାତକରେ ଉତ୍ତୀର୍ଣ୍ଣ ହେଲା ପରେ [[କଲିକତା ବିଶ୍ଵବିଦ୍ୟାଳୟ]]ରୁ ଆଇନରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ । [[ମାଡ୍ରାସ]] ଠାରେ ଆଇନ ବ୍ୟବସାୟ କରୁଥିବା ସମୟରେ ସେ ୧୯୨୧ ମସିହାରେ [[ଭାରତୀୟ ଜାତୀୟ କଂଗ୍ରେସ]]ରେ ଯୋଗଦେଲେ । ସେହିବର୍ଷ ସେ ମଧ୍ୟ [[ଗଞ୍ଜାମ ଜିଲ୍ଲା]] ର [[ଛତ୍ରପୁର]] ତାଲୁକା ପରିଷଦର ସଭାପତି ପଦକୁ ନିର୍ବାଚିତ ହୋଇଥିଲେ ।
ବିଶ୍ଵନାଥ ଦାସ ୮ ମଈ ୧୮୮୯ ମସିହାରେ, ମଧୁସୁଦନ ଦାସଙ୍କ ଔରସରୁ ଓଡ଼ିଶାର [[ଗଞ୍ଜାମ ଜିଲ୍ଲା]] ରେ ଜନ୍ମ ଗ୍ରହଣ କରିଥିଲେ । ସେ [[ରେଭେନ୍ସା ବିଶ୍ଵବିଦ୍ୟାଳୟ|ରେଭେନ୍ସା ମହାବିଦ୍ୟାଳୟ]]ରୁ ସ୍ନାତକରେ ଉତ୍ତୀର୍ଣ୍ଣ ହେଲା ପରେ [[କଲିକତା ବିଶ୍ଵବିଦ୍ୟାଳୟ]]ରୁ ଆଇନରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ । [[ମାଡ୍ରାସ]] ଠାରେ ଆଇନ ବ୍ୟବସାୟ କରୁଥିବା ସମୟରେ ସେ ୧୯୨୧ ମସିହାରେ [[ଭାରତୀୟ ଜାତୀୟ କଂଗ୍ରେସ]]ରେ ଯୋଗଦେଲେ । ସେହିବର୍ଷ ସେ ମଧ୍ୟ ଗଞ୍ଜାମ ଜିଲ୍ଲାର [[ଛତ୍ରପୁର]] ତାଲୁକା ପରିଷଦର ସଭାପତି ପଦକୁ ନିର୍ବାଚିତ ହୋଇଥିଲେ ।
[[ଓଡ଼ିଶା]]ର ସେବା କ୍ଷେତ୍ରରେ ମହତ୍ଵପୂର୍ଣ୍ଣ ଅବଦାନ ଥିବା [[ଲୋକ ସେବକ ମଣ୍ଡଳ]] ର ଆଜୀବନ ସଦସ୍ୟ ମଧ୍ୟ ଥିଲେ।
ଓଡ଼ିଶାର ସେବା କ୍ଷେତ୍ରରେ ମହତ୍ଵପୂର୍ଣ୍ଣ ଅବଦାନ ଥିବା [[ଲୋକ ସେବକ ମଣ୍ଡଳ]] ର ଆଜୀବନ ସଦସ୍ୟ ମଧ୍ୟ ଥିଲେ।


==ରାଜନୀତି==
==ରାଜନୀତି==
ବିଶ୍ଵନାଥ ଦାସ [[ମାଡ୍ରାସ]] କାଉନ୍ସିଲକୁ ତିନିଥର (୧୯୨୦ -୧୯୨୯) ନିର୍ବାଚିତ ହୋଇଥିଲେ । ପରେ ସେ ସ୍ବାଧିନତା ସଙ୍ଗ୍ରାମରେ ଭାଗ ନେବାପାଇଁ କାଉନ୍ସିଲରୁ ଇସ୍ତଫା ଦେଇଥିଲେ ଓ ବାରମ୍ବାର ଜେଲ ଯାଇଥିଲେ । ସ୍ଵତନ୍ତ୍ର [[ଓଡ଼ିଶା]] ପ୍ରଦେଶ ଗଠନରେ ତାଙ୍କର ପ୍ରଚେଷ୍ଟା ପ୍ରଣିଧାନ ଯୋଗ୍ୟ । ୧୯୩୬ ମସିହାରେ ସ୍ଵତନ୍ତ୍ର [[ଓଡ଼ିଶା]] ପ୍ରଦେଶ ଗଠନ ହେଲାପରେ ସେ ୧୯୩୭ ମସିହାରେ [[ଓଡ଼ିଶା]]ର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିଲେ । ପରେ ସେ ଦ୍ଵିତୀୟ ବିଶ୍ଵଯୁଦ୍ଧ ହେବାରୁ ୧୯୪୨ ମସିହାରେ ଇସ୍ତଫା ଦେଇଥିଲେ । ସେ ୧୯୪୭ ରୁ ୧୯୫୨ ପର୍ଯ୍ୟନ୍ତ [[ଭାରତୀୟ ସମ୍ବିଧାନ]] ସଭାର ସଦସ୍ୟ ଥିଲେ । ସେ ଅନେକ ଥର [[ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି]]ର ସଭାପତି ଥିଲେ । ପରେ ୧୯୭୧-୧୯୭୨ ରେ ସେ [[ଓଡ଼ିଶା]]ର [[ମୁଖ୍ୟମନ୍ତ୍ରୀ]] ହୋଇଥିଲେ ।
ବିଶ୍ଵନାଥ ଦାସ [[ମାଡ୍ରାସ]] କାଉନ୍ସିଲକୁ ତିନିଥର (୧୯୨୦ -୧୯୨୯) ନିର୍ବାଚିତ ହୋଇଥିଲେ । ପରେ ସେ ସ୍ବାଧିନତା ସଙ୍ଗ୍ରାମରେ ଭାଗ ନେବାପାଇଁ କାଉନ୍ସିଲରୁ ଇସ୍ତଫା ଦେଇଥିଲେ ଓ ବାରମ୍ବାର ଜେଲ ଯାଇଥିଲେ । ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ପ୍ରଚେଷ୍ଟା ପ୍ରଣିଧାନ ଯୋଗ୍ୟ । ୧୯୩୬ ମସିହାରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେଲାପରେ ସେ ୧୯୩୭ ମସିହାରେ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିଲେ । ପରେ ସେ ଦ୍ଵିତୀୟ ବିଶ୍ଵଯୁଦ୍ଧ ହେବାରୁ ୧୯୪୨ ମସିହାରେ ଇସ୍ତଫା ଦେଇଥିଲେ । ସେ ୧୯୪୭ ରୁ ୧୯୫୨ ପର୍ଯ୍ୟନ୍ତ [[ଭାରତୀୟ ସମ୍ବିଧାନ]] ସଭାର ସଦସ୍ୟ ଥିଲେ । ସେ ଅନେକ ଥର [[ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି]]ର ସଭାପତି ଥିଲେ । ପରେ ୧୯୭୧-୧୯୭୨ ରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ ।


==ଶେଷ ଜୀବନ==
==ଶେଷ ଜୀବନ==
୫୩ କ ଧାଡ଼ି: ୫୨ କ ଧାଡ଼ି:
[[ଶ୍ରେଣୀ:୧୯୮୪ ମୃତ୍ୟୁ]]
[[ଶ୍ରେଣୀ:୧୯୮୪ ମୃତ୍ୟୁ]]


<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->
[[en:Biswanath Das]]
[[en:Biswanath Das]]

୧୫:୦୧, ୮ ଅକ୍ଟୋବର ୨୦୧୨ ଅନୁସାରେ କରାଯାଇଥିବା ବଦଳ

ବିଶ୍ଵନାଥ ଦାସ
ଫାଇଲ:BiswanathDas.jpg
ଓଡ଼ିଶାର ପ୍ରଧାନମନ୍ତ୍ରୀ
କାର୍ଯ୍ୟକାଳ
୧୯ ଜୁଲାଇ ୧୯୩୭ – ୪ ନଭେମ୍ବର ୧୯୩୯
ପୂର୍ବ ଅଧିକାରୀକୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେଓ
ପର ଅଧିକାରୀରାଜ୍ୟପାଳ ଶାସନ
ଉତ୍ତର ପ୍ରଦେଶର ରାଜ୍ୟପାଳ
କାର୍ଯ୍ୟକାଳ
୧୬ ଅପ୍ରେଲ ୧୯୬୨ – ୩୦ ଅପ୍ରେଲ ୧୯୬୭
ପୂର୍ବ ଅଧିକାରୀବୁରଗୁଲା ରାମକୃଷ୍ଣ ରାଓ
ପର ଅଧିକାରୀବେଜଉଆଡା ଗୋପାଳ ରେଡ୍ଡୀ
ମୁଖ୍ୟମନ୍ତ୍ରୀ, ଓଡ଼ିଶା
କାର୍ଯ୍ୟକାଳ
୩ ଅପ୍ରେଲ ୧୯୭୧ – ୧୪ ଜୁନ ୧୯୭୨
ପୂର୍ବ ଅଧିକାରୀରାଷ୍ଟ୍ରପତି ଶାସନ
ପର ଅଧିକାରୀନନ୍ଦିନୀ ଶତପଥୀ
ବ୍ୟକ୍ତିଗତ ସବିଶେଷ
ଜନ୍ମମାର୍ଚ ୮, ୧୮୮୯
ବେଲଗାଁ ଗଞ୍ଜାମ ଜିଲ୍ଲା
ମୃତ୍ୟୁଜୁନ ୨ , ୧୯୮୪
କଟକ
ରାଜନୀତିକ ଦଳସଂଯୁକ୍ତ ସାମ୍ମୁଖ୍ୟ
ଘରକାଜି ବଜାର ,କଟକ
ଶିକ୍ଷାନୁଷ୍ଠାନରେଭେନ୍ସା ମହାବିଦ୍ୟାଳୟ
କଲିକତା ବିଶ୍ୱବିଦ୍ୟାଳୟ

ବିଶ୍ଵନାଥ ଦାସ ( ୮ ମଈ ୧୮୮୯ - ୨ ଜୁନ ୧୯୮୪) ଏକା ଧାରାରେ ଜଣେ ଭାରତୀୟ ରାଜନେତା, ସମାଜସେବୀ ଓ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ବିଲାତ ଶାସନ (୧୯୩୭ - ୧୯୩୯) କାଳରେ ଓଡ଼ିଶା ପ୍ରଦେଶର ପ୍ରଧାନମନ୍ତ୍ରୀ ଥିଲେ । ସେ ମଧ୍ୟ ଉତ୍ତର ପ୍ରଦେଶର ରାଜ୍ୟପାଳ (୧୯୬୨-୧୯୬୭) ଥିଲେ ଏବଂ ଶେଷରେ ଓଡ଼ିଶା ପ୍ରଦେଶର ମୁଖ୍ୟମନ୍ତ୍ରୀ (୧୯୭୧-୧୯୭୨) ଥିଲେ ।[୧]

ପ୍ରାରମ୍ଭିକ ଜୀବନ

ବିଶ୍ଵନାଥ ଦାସ ୮ ମଈ ୧୮୮୯ ମସିହାରେ, ମଧୁସୁଦନ ଦାସଙ୍କ ଔରସରୁ ଓଡ଼ିଶାର ଗଞ୍ଜାମ ଜିଲ୍ଲା ରେ ଜନ୍ମ ଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟରୁ ସ୍ନାତକରେ ଉତ୍ତୀର୍ଣ୍ଣ ହେଲା ପରେ କଲିକତା ବିଶ୍ଵବିଦ୍ୟାଳୟରୁ ଆଇନରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ । ମାଡ୍ରାସ ଠାରେ ଆଇନ ବ୍ୟବସାୟ କରୁଥିବା ସମୟରେ ସେ ୧୯୨୧ ମସିହାରେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗଦେଲେ । ସେହିବର୍ଷ ସେ ମଧ୍ୟ ଗଞ୍ଜାମ ଜିଲ୍ଲାର ଛତ୍ରପୁର ତାଲୁକା ପରିଷଦର ସଭାପତି ପଦକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶାର ସେବା କ୍ଷେତ୍ରରେ ମହତ୍ଵପୂର୍ଣ୍ଣ ଅବଦାନ ଥିବା ଲୋକ ସେବକ ମଣ୍ଡଳ ର ଆଜୀବନ ସଦସ୍ୟ ମଧ୍ୟ ଥିଲେ।

ରାଜନୀତି

ବିଶ୍ଵନାଥ ଦାସ ମାଡ୍ରାସ କାଉନ୍ସିଲକୁ ତିନିଥର (୧୯୨୦ -୧୯୨୯) ନିର୍ବାଚିତ ହୋଇଥିଲେ । ପରେ ସେ ସ୍ବାଧିନତା ସଙ୍ଗ୍ରାମରେ ଭାଗ ନେବାପାଇଁ କାଉନ୍ସିଲରୁ ଇସ୍ତଫା ଦେଇଥିଲେ ଓ ବାରମ୍ବାର ଜେଲ ଯାଇଥିଲେ । ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ପ୍ରଚେଷ୍ଟା ପ୍ରଣିଧାନ ଯୋଗ୍ୟ । ୧୯୩୬ ମସିହାରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେଲାପରେ ସେ ୧୯୩୭ ମସିହାରେ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିଲେ । ପରେ ସେ ଦ୍ଵିତୀୟ ବିଶ୍ଵଯୁଦ୍ଧ ହେବାରୁ ୧୯୪୨ ମସିହାରେ ଇସ୍ତଫା ଦେଇଥିଲେ । ସେ ୧୯୪୭ ରୁ ୧୯୫୨ ପର୍ଯ୍ୟନ୍ତ ଭାରତୀୟ ସମ୍ବିଧାନ ସଭାର ସଦସ୍ୟ ଥିଲେ । ସେ ଅନେକ ଥର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଥିଲେ । ପରେ ୧୯୭୧-୧୯୭୨ ରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ ।

ଶେଷ ଜୀବନ

ପ୍ରାୟ ଅର୍ଦ୍ଧ ଶତାବ୍ଦୀ ଧରି ସାମାଜିକ ଓ ରାଜନୀତିକ ଜୀବନ ଅତିବାହିତ କଲାପରେ ସେ ୨ ଜୁନ ୧୯୮୪ ରେ ଇହଲୀଳା ସମ୍ବରଣ କରିଥିଲେ ।

ଆଧାର