"ସିମେଇ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ r2.7.1) (Robot: Adding ca:Vermicelli
ଟିକେ Robot: Interwiki standardization; ପ୍ରସାଧନ ବଦଳ
୨୮ କ ଧାଡ଼ି: ୨୮ କ ଧାଡ଼ି:
{{reflist}}
{{reflist}}


[[ବିଭାଗ:ଖାଦ୍ୟ]]
[[ଶ୍ରେଣୀ:ଖାଦ୍ୟ]]
[[ବିଭାଗ:ରନ୍ଧା ଖାଦ୍ୟ]]
[[ଶ୍ରେଣୀ:ରନ୍ଧା ଖାଦ୍ୟ]]


[[bn:সেমাই]]
[[bn:সেমাই]]

୦୪:୫୮, ୨୮ ଅକ୍ଟୋବର ୨୦୧୨ ଅନୁସାରେ କରାଯାଇଥିବା ବଦଳ

ସିମେଇ ଖେଚେଡ଼ି

ସେମିଆ ବା ସିମେଇ (ଭର୍ମିସେଲି/Vermicelli) (ଇଂରାଜୀ ଉଚ୍ଚାରଣ: /ˌvɜrmɨˈtʃɛli/, Italian: [vermiˈtʃɛlli], ଆକ୍ଷରିକ ଅର୍ଥ, "ଛୋଟ ପୋକ") ମଇଦାରୁ ତିଆରି ଏକ ରନ୍ଧାହୋଇପାରିବା ଭଳି ଖାଦ୍ୟ । ଏଥିରୁ ଖିରି, ପଲଉ ଆଦି ତିଆରି କରାଯାଇଥାଏ । ଏହା ଏକ ପ୍ରକାରର ପାସ୍ତାସ୍ପାଗେଟି ଠାରୁ ସରୁ ।[୧]

ଇଟାଲିରେ ଇତିହାସ

୧୪ଶ ଶତକରେ ଇଟାଲିରେ ସରୁ ସରୁ ସ୍ପାଗେଟି ସବୁ ବ୍ୟବହାର କରାଯାଉଥିଲା ଯାହାକୁ ସେଠାକାର ଭାଷାରେ ମାଷ୍ଟର ରେଗିଓ ଏମିଲିଆ (Reggio Emilia)ର ବାର୍ଣ୍ଣବା ଦା ଋଇଟିନିସ (Master Barnaba da Reatinis)ଙ୍କ ମତରେ ଟସ୍କାନ ସିମେଇ (vermicelli)କୁ ବୋଲୋନେ (Bologne) ରେ ଓରାଟି (orati), ଭେନିସରେ ମିନୁଟେଲି (minutelli), ରେଜିଓରେ ଫର୍ମିଣ୍ଟିନି (fermentini) ଓ "ମାନ୍ତୁଆ (Mantua)"ରେ ପାଙ୍କାଡେଲି (pancardelle) କୁହାଯାଏ[୨]

ଏସିଆରେ ଇତିହାସ

ଦକ୍ଷିଣ ଏସିଆରେ ଏହା ବହୁଳ ଭାବରେ ଖିଆଯାଇଥାଏ ଯାହା ଇଟାଲିରେ ଖିଆଯାଉଥିବା ଭର୍ମିସେଲି ଠାରୁ ଅଲଗା । ଏହା ସେମୋଲିନାରୁ ତିଆରି ହୋଇଥିଲା ବେଳେ ଇଟାଲୀୟ ଭର୍ମିସେଲି ଡରଡ଼ମ ଚୂନା (Durum)ରୁ ତିଆରି । ଏଥିରୁ ତିଆରି ଖାଇବାକୁ ଓଡ଼ିଆରେ ସିମେଇ/ସେମିଆ, ହିନ୍ଦୀଉର୍ଦ୍ଦୁରେ ସେବାଇ କୁହାୟାଏ । ଗୁଜୁରାଟୀରେ "ସେଓ", କନ୍ନଡ଼ରେ "ସାବିଗେ" କୁହାଯାଇଥାଏ ।

ରନ୍ଧା ଖାଦ୍ୟ

ଦ୍ରଷ୍ଟବ୍ୟ

  1. "Pasta Shapes". National Pasta Association. Retrieved 2010-12-03. {{cite web}}: Cite has empty unknown parameter: |coauthors= (help)
  2. Professional Pasta website