ଆଲୋକବର୍ଷ

ଉଇକିପିଡ଼ିଆ‌ରୁ

ଆଲୋକବର୍ଷ ହେଉଛି ଏକ ଦୂରତା ମାପିବାର ଏକକ । ଏହା ସାହାଯ୍ୟରେ ମହାକାଶରେ ବିଭିନ୍ନ ମହାଜଗତିକ ବସ୍ତୁମାନଙ୍କର ଦୂରତା ମପାଯାଏ । ଏକ ଆଲୋକ ବର୍ଷର ଦୂରତା ପ୍ରାୟ ୯ ଲକ୍ଷ କୋଟି କିଲୋମିଟର(୯୦,୦୦,୦୦,୦୦,୦୦,୦୦୦) ।[୧] ଆଲୋକ ବହୁତ କ୍ଷୀପ୍ର ବେଗରେ ଗତି କରିଥାଏ । ଏହ ଏକ ସେକେଣ୍ଡରେ ୨,୯୯,୭୯୩ କିଲୋମିଟର ଦୂରତା ଅତିକ୍ରମ କରିଥାଏ ଯାହାକି ପ୍ରାୟ ୩ ଲକ୍ଷ କିଲୋ ମିଟର ସହ ସମାନ । ଆନ୍ତର୍ଜାତିକ ମହାକାଶିୟ ଏକକ ଅନୁସାରେ ଏକ ଆଲୋକ ରଶ୍ମି ଏକ ବର୍ଷ(୩୬୫ ଦିନ ୬ ଘଣ୍ଟା)ରେ ମହାକାଶରେ ଯେତିକି ଦୂରତା ଅତିକ୍ରମ କରେ ତାହାକୁ ଏକ ଆଲୋକ ବର୍ଷ କୁହାଯାଏ । ଏହି ଦୂରତାର ଏକକକୁ ଗ୍ରହ, ନକ୍ଷତ୍ର ଏବଂ ନିହାରୀକା ମାନଙ୍କର ଦୂରତା ମାପିବାକୁ ବ୍ୟବହାର କରାଯାଏ ।[୨]

ଆଧାର[ସମ୍ପାଦନା]

  1. "What is a Light-Year". Retrieved 14 April 2018.
  2. "What is a light year". Retrieved 14 April 2018.