ଭୁଜବଳ ମାଝି
ଭୁଜବଳ ମାଝି | |
---|---|
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୯ | |
ପୂର୍ବ ଅଧିକାରୀ | ରମେଶ ଚନ୍ଦ୍ର ମାଝି |
ପର ଅଧିକାରୀ | ମନୋହର ରନ୍ଧାରୀ |
ନିର୍ବାଚନ ମଣ୍ଡଳୀ | ଡାବୁଗାଁ |
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୪ | |
ପୂର୍ବ ଅଧିକାରୀ | ଯାଦବ ମାଝି |
ପର ଅଧିକାରୀ | ରମେଶ ଚନ୍ଦ୍ର ମାଝି |
ନିର୍ବାଚନ ମଣ୍ଡଳୀ | ଡାବୁଗାଁ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୦ ଅଗଷ୍ଟ ୧୯୬୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଡାଳିମ୍ବ ମାଝି |
ସନ୍ତାନ | ଲିପିକା ମାଝି (ଝିଅ) |
ବାପା/ବୋଉ | ମାନା ମାଝି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଭୁଜବଳ ମାଝି (ଜନ୍ମ: ୨୦ ଅଗଷ୍ଟ ୧୯୬୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୨୦୦୦, ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଡାବୁଗାଁ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଭୁଜବଳ ମାଝି ୧୯୬୬ ମସିହାର ଅଗଷ୍ଟ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମାନା ମାଝି ଓ ପତ୍ନୀଙ୍କ ନାମ ଡାଳିମ୍ବ ମାଝି ।[୧] ତାଙ୍କ ଝିଅ ଲିପିକା ୨୦୨୨ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ଭାବରେ ନିର୍ବାଚନ ଲଢ଼ିବା ପାଇଁ ରାଜନୀତିରେ ପ୍ରବେଶ କରିଥିଲେ ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ଭୁଜବଳ ମାଝି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି ।[୧]
୨୦୨୪ ଭାରତୀୟ ସାଧାରଣ ନିର୍ବାଚନରେ, ସେ ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୩,୦୩,୩୯୨ ଖଣ୍ଡ ଭୋଟ ପାଇ ୩ୟ ସ୍ଥାନରେ ଥିଲେ ଏବଂ ବିଜେପି ପ୍ରାର୍ଥୀ ବଳଭଦ୍ର ମାଝୀଙ୍କ ଠାରୁ ୧,୭୮,୦୦୪ ଖଣ୍ଡ ଭୋଟରେ ପରାସ୍ତ ହୋଇଥିଲେ ।[୩]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୦ | ୨୦୦୪ | ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା | ଡାବୁଗାଁ | ଭାରତୀୟ ଜାତୀୟ କଂଗ୍ରେସ |
୨୦୦୪ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ||
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Bhujabal Majhi". odishaassembly.nic.in. Odisha Assembly. Retrieved 6 April 2022.
- ↑ "ଡାକ୍ତରୀ ସେବା ସହ କରିବେ ରାଜନୀତି : ପୂର୍ବତନ ବିଧାୟକ ଭୁଜବଳ ମାଝିଙ୍କ ଝିଅ ଲଢିବେ ପଞ୍ଚାୟତ ନିର୍ବାଚନ | Kanak News". Kanak News (in ଓଡ଼ିଆ). kanaknews.com. 19 January 2022. Archived from the original on 6 April 2022. Retrieved 6 April 2022.
{{cite news}}
:|archive-date=
/|archive-url=
timestamp mismatch; 19 ଜାନୁଆରୀ 2022 suggested (help)CS1 maint: unrecognized language (link) - ↑ "2024 Indian General Election Results: Nabarangpur (Odisha)". Election Commission of India. Retrieved 6 June 2024.