ମନସିଦ ଏକ୍କା
ଦେଖଣା
ମନସିଦ ଏକ୍କା | |
---|---|
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୦ | |
ପୂର୍ବ ଅଧିକାରୀ | ରବି ଦେହୁରୀ |
ପର ଅଧିକାରୀ | ଶଙ୍କର ଓରାମ |
ନିର୍ବାଚନ ମଣ୍ଡଳୀ | ରଘୁନାଥପାଲୀ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୬ ଜାନୁଆରୀ ୧୯୪୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା |
ଜୀବନ ସାଥୀ | ଲୀଳାରାଣୀ ଏକ୍କା |
ବାପା/ବୋଉ | ଭୁରୁଙ୍ଗା ଏକ୍କା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ମନସିଦ ଏକ୍କା (ଜନ୍ମ: ୬ ଜାନୁଆରୀ ୧୯୪୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଘୁନାଥପାଲୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ମନସିଦ ଏକ୍କା ୧୯୪୬ ମସିହାର ଜାନୁଆରୀ ମାସ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଭୁରୁଙ୍ଗା ଏକ୍କା ଓ ପତ୍ନୀଙ୍କ ନାମ ଲୀଳାରାଣୀ ଏକ୍କା ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ମନସିଦ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୨]
ଆଧାର
[ସମ୍ପାଦନା]- ↑ "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Archived from the original (PDF) on 2 October 2020. Retrieved 29 August 2020.
- ↑ ୨.୦ ୨.୧ "Shri Mansid Ekka". odishaassembly.nic.in. Odisha Assembly. Retrieved 30 October 2020.