ମାଗୁଣିର ଶଗଡ଼
ଦେଖଣା
- ଏହି ଲେଖାଟି ଗୋଦାବରୀଶ ମହାପାତ୍ରଙ୍କ ଲିଖିତ କାହାଣୀ ମାଗୁଣିର ଶଗଡ଼ ବାବଦରେ । ଅନ୍ୟ ବ୍ୟବହାର ନିମନ୍ତେ ମାଗୁଣିର ଶଗଡ଼ (କଥାଚିତ୍ର) ଦେଖନ୍ତୁ ।
ମାଗୁଣିର ଶଗଡ଼ | |
---|---|
ଲେଖକ | ଗୋଦାବରୀଶ ମହାପାତ୍ର |
ଭାଷା | ଓଡ଼ିଆ |
ବିଭାଗ | ଗଳ୍ପ |
ମାଗୁଣିର ଶଗଡ଼ ଗୋଦାବରୀଶ ମହାପାତ୍ରଙ୍କ ରଚିତ ଏକ ଓଡ଼ିଆ ଉପନ୍ୟାସ ।[୧] ଗାଁକୁ ମଟର ଚାଳିତ ବସ ଆସିବା ଯୋଗୁ ଶଗଡ଼ ଚାଳକ ମାଗୁଣିର ଅବସ୍ଥା କିପରି ହୁଏ, ଏହି ବିଷୟବସ୍ତୁକୁ ନେଇ ଉପନ୍ୟାସଟି ଲିଖିତ ।[୨] ଏହି କାହାଣୀକୁ ନେଇ ୨୦୦୧ ମସିହାରେ ପ୍ରଫୁଲ୍ଲ ମହାନ୍ତି ଏକ ଚଳଚ୍ଚିତ୍ର ନିର୍ମାଣ କରିଥିଲେ ।[୩]
ଆଧାର
[ସମ୍ପାଦନା]- ↑ Br̥ndābana Candra Ācāryya (1 January 1997). Godabarish Mohapatra. Sahitya Akademi. ISBN 978-81-260-0217-7.
- ↑ Mohan Lal (1992). Encyclopaedia of Indian Literature: Sasay to Zorgot. Sahitya Akademi. pp. 4062–. ISBN 978-81-260-1221-3.
- ↑ BIBEKANANDA RAY. Conscience of The Race. Publications Division Ministry of Information & Broadcasting. pp. 213–. ISBN 978-81-230-2661-9.
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |