ମୋହନ ନାଏକ
ଦେଖଣା
ମୋହନ ନାଏକ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୨ | |
ନିର୍ବାଚନ ମଣ୍ଡଳୀ | ଦିଗପହଣ୍ଡି |
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ହରିହର ଦାସ |
ନିର୍ବାଚନ ମଣ୍ଡଳୀ | ଆସିକା |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
ଜୀବନ ସାଥୀ | କିଶୋରୀ ନାଏକ |
ବାପା/ବୋଉ | ଚକୋ ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ମୋହନ ନାଏକ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଦିଗପହଣ୍ଡି ଓ ଆସିକା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ ପରିବାର ଓ ଶିକ୍ଷା
[ସମ୍ପାଦନା]ମୋହନଙ୍କ ବାପାଙ୍କ ନାମ ଚକୋ ନାଏକ ଓ ପତ୍ନୀଙ୍କ ନାମ କିଶୋରୀ ନାଏକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ମୋହନ ଓଡ଼ିଶା ରାଜନୀତିରେ ପ୍ରଥମେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଓ ପରେ ଭାରତୀୟ ଜାତୀୟ କଂଗ୍ରେସର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ମୋହନ ୧୯୭୯ ମସିହାରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Mohan Naik". odishaassembly.nic.in. Odisha Assembly. Retrieved 28 December 2020.