ରଘୁରାମ ପଦାଳ
ରଘୁରାମ ପଦାଳ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ୨୦୨୪ | |
ପୂର୍ବ ଅଧିକାରୀ | କୃଷ୍ଣଚନ୍ଦ୍ର ସଗରିଆ |
ପର ଅଧିକାରୀ | ରଘୁରାମ ମାଛ |
ନିର୍ବାଚନ ମଣ୍ଡଳୀ | କୋରାପୁଟ |
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପୂର୍ବ ଅଧିକାରୀ | ତାରା ପ୍ରସାଦ ବାହିନିପତି |
ପର ଅଧିକାରୀ | କୃଷ୍ଣଚନ୍ଦ୍ର ସଗରିଆ |
ନିର୍ବାଚନ ମଣ୍ଡଳୀ | କୋରାପୁଟ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୭ ମଇ ୧୯୬୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ରମା ପଦାଳ |
ସନ୍ତାନ | ୪ |
ବାପା/ବୋଉ | ଶ୍ରୀରାମ ପଦାଳ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରଘୁରାମ ପଦାଳ (ଜନ୍ମ: ୨୭ ମଇ ୧୯୬୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୯ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋରାପୁଟ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରଘୁରାମ ପଦାଳ ୧୯୬୮ ମସିହାର ମଇ ୨୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଶ୍ରୀରାମ ପଦାଳ ଓ ପତ୍ନୀଙ୍କ ନାମ ରମା ପଦାଳ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରଘୁରାମ ପଦାଳ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି ।[୧]
୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ କୋରାପୁଟ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୪୨,୨୮୧ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ ରଘୁରାମ ମାଛଙ୍କ ଠାରୁ ୨,୫୨୪ ଖଣ୍ଡ ଭୋଟ୍ରେ ପରାସ୍ତ ହୋଇଥିଲେ ।[୨]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Raghuram Padal". odishaassembly.nic.in. Odisha Assembly. Retrieved 13 March 2022.
- ↑ "General Election to Assembly Constituencies 2024: Koraput (Odisha)". Election Commission of India. Retrieved 26 June 2024.
ବାହାର ଆଧାର
[ସମ୍ପାଦନା]- ଉଇକିମିଡ଼ିଆ କମନ୍ସରେ Raghuram Padal-ସମ୍ପର୍କିତ ମିଡ଼ିଆ