ରମେଶ ସୋରେନ
ଦେଖଣା
ରମେଶ ସୋରେନ | |
---|---|
ବିଧାୟକ: ୬ଷ୍ଠ, ୭ମ, ୮ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୮୫ | |
ନିର୍ବାଚନ ମଣ୍ଡଳୀ | ଖୁଣ୍ଟା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୫ ଅକ୍ଟୋବର ୧୯୪୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | କଂଗ୍ରେସ (ଇ) |
ବାପା/ବୋଉ | ଦୁର୍ଗା ଚରଣ ସୋରେନ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରମେଶ ସୋରେନ (ଜନ୍ମ: ୧୫ ଅକ୍ଟୋବର ୧୯୪୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୧୯୭୪, ୧୯୭୭ ଓ ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଖୁଣ୍ଟା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୭ମ ଓ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରମେଶ ସୋରେନ ୧୯୪୬ ମସିହାର ଅକ୍ଟୋବର ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦୁର୍ଗା ଚରଣ ସୋରେନ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରମେଶ ସୋରେନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୭୪ | ୧୯୭୭ | ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା | ଖୁଣ୍ଟା | ଭାରତୀୟ ଜାତୀୟ କଂଗ୍ରେସ |
୧୯୭୭ | ୧୯୮୦ | ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା | ଖୁଣ୍ଟା | ଭାରତୀୟ ଜାତୀୟ କଂଗ୍ରେସ |
୧୯୮୦ | ୧୯୮୫ | ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା | ଖୁଣ୍ଟା | କଂଗ୍ରେସ (ଇ) |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Ramesh Soren". odishaassembly.nic.in. Odisha Assembly. Retrieved 14 September 2022.