ରାଜୀବ ଲୋଚନ ହୋତା
ଦେଖଣା
ରାଜୀବ ଲୋଚନ ହୋତା | |
---|---|
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୮୫ | |
ପୂର୍ବ ଅଧିକାରୀ | ନିତ୍ୟାନନ୍ଦ ଗଡ଼ତିଆ |
ପର ଅଧିକାରୀ | ନିକୁଞ୍ଜ ବିହାରୀ ସିଂହ |
ନିର୍ବାଚନ ମଣ୍ଡଳୀ | ବିଜେପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୩ ମାର୍ଚ୍ଚ ୧୯୩୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ପଦ୍ମିନୀ ହୋତା |
ବାପା/ବୋଉ | ନାରାୟଣ ହୋତା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରାଜୀବ ଲୋଚନ ହୋତା (ଜନ୍ମ: ୨୩ ମାର୍ଚ୍ଚ ୧୯୩୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରାଜୀବ ଲୋଚନ ହୋତା ୧୯୩୫ ମସିହାର ମାର୍ଚ୍ଚ ୨୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନାରାୟଣ ହୋତା ଓ ପତ୍ନୀଙ୍କ ନାମ ପଦ୍ମିନୀ ହୋତା ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରାଜୀବ ଲୋଚନ ହୋତା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Rajib Lochan Hota". odishaassembly.nic.in. Odisha Assembly. Retrieved 22 July 2021.