ରାମଚନ୍ଦ୍ର କିସ୍କୁ
ଦେଖଣା
ରାମଚନ୍ଦ୍ର କିସ୍କୁ | |
---|---|
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୦ | |
ନିର୍ବାଚନ ମଣ୍ଡଳୀ | ବୈସିଙ୍ଗା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୨ ସେପ୍ଟେମ୍ବର ୧୯୨୦ |
ମୃତ୍ୟୁ | ୧୧ ଫେବୃଆରୀ ୧୯୮୦ | (ବୟସ ୫୯)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ପାର୍ଟି |
ଜୀବନ ସାଥୀ | ସଲମା କିସ୍କୁ |
ବାପା/ବୋଉ | ଜଟା କିସ୍କୁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରାମଚନ୍ଦ୍ର କିସ୍କୁ (୨୨ ସେପ୍ଟେମ୍ବର ୧୯୨୦ - ୧୧ ଫେବୃଆରୀ ୧୯୮୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୈସିଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରାମଚନ୍ଦ୍ର କିସ୍କୁ ୧୯୨୦ ମସିହାର ସେପ୍ଟେମ୍ବର ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜଟା କିସ୍କୁ ଓ ପତ୍ନୀଙ୍କ ନାମ ସଲମା କିସ୍କୁ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରାମଚନ୍ଦ୍ର କିସ୍କୁ ଓଡ଼ିଶା ରାଜନୀତିରେ ଜନତା ପାର୍ଟି କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ରାମଚନ୍ଦ୍ର କିସ୍କୁ ୧୯୮୦ ମସିହାର ଫେବୃଆରୀ ୧୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Ramachandra Kisku". odishaassembly.nic.in. Odisha Assembly. Retrieved 20 September 2022.