ଲାଲ ରାଜେନ୍ଦ୍ର ସିଂହ
ଦେଖଣା
ଲାଲ ରାଜେନ୍ଦ୍ର ସିଂହ | |
---|---|
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ନିର୍ବାଚନ ମଣ୍ଡଳୀ | ଲାଇକେରା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୯ ସେପ୍ଟେମ୍ବର ୧୯୩୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଜୀବନ ସାଥୀ | ଗୁଣବନ୍ତି କୁମାରୀ ଦେବୀ |
ବାପା/ବୋଉ | ବୀରମହେନ୍ଦ୍ର ସିଂହ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଲାଲ ରାଜେନ୍ଦ୍ର ସିଂହ (ଜନ୍ମ: ୨୯ ସେପ୍ଟେମ୍ବେର ୧୯୩୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଲାଇକେରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଲାଲ ରାଜେନ୍ଦ୍ର ସିଂହ ୧୯୩୬ ମସିହାର ସେପ୍ଟେମ୍ବେର ୨୯ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବୀରମହେନ୍ଦ୍ର ସିଂହ ଓ ପତ୍ନୀଙ୍କ ନାମ ଗୁଣବନ୍ତି କୁମାରୀ ଦେବୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଲାଲ ରାଜେନ୍ଦ୍ର ସିଂହ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Lal Rajendra Singh". odishaassembly.nic.in. Odisha Assembly. Retrieved 20 October 2022.