ଶିବ ଶଙ୍କର ସାହାଣୀ
ଦେଖଣା
ଶିବ ଶଙ୍କର ସାହାଣୀ | |
---|---|
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୫ – ୧୯୯୦ | |
ପୂର୍ବ ଅଧିକାରୀ | କୃଷ୍ଣ ଚନ୍ଦ୍ର ପଟ୍ଟନାୟକ |
ପର ଅଧିକାରୀ | ବିନାୟକ ମହାପାତ୍ର |
ନିର୍ବାଚନ ମଣ୍ଡଳୀ | ବ୍ରହ୍ମପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୦ ମଇ ୧୯୫୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବାପା/ବୋଉ | ରାଜେନ୍ଦ୍ର ପ୍ରସାଦ ସାହାଣୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଶିବ ଶଙ୍କର ସାହାଣୀ (ଜନ୍ମ: ୨୦ ମଇ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ଶିବ ଶଙ୍କର ୧୯୫୫ ମସିହାର ମଇ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଜେନ୍ଦ୍ର ପ୍ରସାଦ ସାହାଣୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଶିବ ଶଙ୍କର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Siba Sankar Sahani". odishaassembly.nic.in. Odisha Assembly. Retrieved 13 January 2021.