ଶ୍ରୀଧର ନାଏକ
ଦେଖଣା
ଶ୍ରୀଧର ନାଏକ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପୂର୍ବ ଅଧିକାରୀ | ସାହେବ ନାଏକ |
ପର ଅଧିକାରୀ | ସାହେବ ନାଏକ |
ନିର୍ବାଚନ ମଣ୍ଡଳୀ | ଦଶପଲ୍ଲା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୫ ଅପ୍ରେଲ ୧୯୩୧ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଗଣତନ୍ତ୍ର ପରିଷଦ |
ଜୀବନ ସାଥୀ | ଅଦର ଦେଇ, ଉତମ ଦେଓ |
ବାପା/ବୋଉ | ନନ୍ଦ ନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଶ୍ରୀଧର ନାଏକ (ଜନ୍ମ: ୫ ଅପ୍ରେଲ ୧୯୩୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଶ୍ରୀଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଦଶପଲ୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଶ୍ରୀଧର ନାଏକ ୧୯୩୧ ମସିହାର ଅପ୍ରେଲ ମାସ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନନ୍ଦ ନାୟକ ଏବଂ ପତ୍ନୀଙ୍କ ନାମ ଅଦର ଦେଇ ଓ ଉତମ ଦେଓ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଶ୍ରୀଧର ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କାର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Sridhar Naik". odishaassembly.nic.in. Odisha Assembly. Retrieved 26 April 2020.