ସତ୍ୟ ନାରାୟଣ ପ୍ରଧାନ
ଦେଖଣା
ସତ୍ୟ ନାରାୟଣ ପ୍ରଧାନ | |
---|---|
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ପୂର୍ବ ଅଧିକାରୀ | ରେମିସ କେରକେଟା |
ପର ଅଧିକାରୀ | ଜର୍ଜ ତିର୍କୀ |
ନିର୍ବାଚନ ମଣ୍ଡଳୀ | ବୀରମିତ୍ରପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୫ ଜୁଲାଇ ୧୯୩୬ |
ମୃତ୍ୟୁ | ୯ ଜାନୁଆରୀ ୨୦୧୩ | (ବୟସ ୭୬)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଜୀବନ ସାଥୀ | ଖିର ପ୍ରଧାନ |
ବାପା/ବୋଉ | ସଦାଶିବ ପ୍ରଧାନ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସତ୍ୟ ନାରାୟଣ ପ୍ରଧାନ (୧୫ ଜୁଲାଇ ୧୯୩୬ - ୯ ଜାନୁଆରୀ ୨୦୧୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୀରମିତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସତ୍ୟ ନାରାୟଣ ପ୍ରଧାନ ୧୯୩୬ ମସିହାର ଜୁଲାଇ ମାସ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସଦାଶିବ ପ୍ରଧାନ ଓ ପତ୍ନୀଙ୍କ ନାମ ଖିର ପ୍ରଧାନ ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ସତ୍ୟ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୨]
ମୃତ୍ୟୁ
[ସମ୍ପାଦନା]ସତ୍ୟ ନାରାୟଣ ପ୍ରଧାନ ୨୦୧୩ ମସିହାରୁ ଜାନୁଆରୀ ୯ ତାରିଖରେ ମୃତ୍ୟୁବରଣ କରିଥିଲେ ।[୨]
ଆଧାର
[ସମ୍ପାଦନା]- ↑ "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Archived from the original (PDF) on 2 October 2020. Retrieved 29 August 2020.
- ↑ ୨.୦ ୨.୧ ୨.୨ "Shri Satyanarayan Pradhan". odishaassembly.nic.in. Odisha Assembly. Retrieved 16 October 2020.