ସଦନ ନାଏକ
ଦେଖଣା
ସଦନ ନାଏକ | |
---|---|
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ପୂର୍ବ ଅଧିକାରୀ | ବାସୁଦେବ ମାଝି |
ପର ଅଧିକାରୀ | ବାସୁଦେବ ମାଝି |
ନିର୍ବାଚନ ମଣ୍ଡଳୀ | କୋଟପାଡ଼ |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଜୀବନ ସାଥୀ | ତିଳୋତ୍ତମା ନାଏକ |
ସନ୍ତାନ | ୭ |
ବାପା/ବୋଉ | ଜଗବନ୍ଧୁ ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସଦନ ନାଏକ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଟପାଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସଦନ ନାଏକଙ୍କ ବାପାଙ୍କ ନାମ ଜଗବନ୍ଧୁ ନାଏକ ଓ ପତ୍ନୀଙ୍କ ନାମ ତିଳୋତ୍ତମା ନାଏକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସଦନ ନାଏକ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Sadan Naik". odishaassembly.nic.in. Odisha Assembly. Retrieved 4 March 2022.