ସଦାନନ୍ଦ କହଁର
ଦେଖଣା
ସଦାନନ୍ଦ କହଁର | |
---|---|
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୦ | |
ପୂର୍ବ ଅଧିକାରୀ | ସହୁରା ମଲ୍ଲିକ |
ପର ଅଧିକାରୀ | ସହୁରା ମଲ୍ଲିକ |
ନିର୍ବାଚନ ମଣ୍ଡଳୀ | ବାଲିଗୁଡ଼ା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୨ ଜୁଲାଇ ୧୯୪୮ |
ମୃତ୍ୟୁ | ୭ ଜାନୁଆରୀ ୧୯୮୯ | (ବୟସ ୪୦)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ନିର୍ଦ୍ଦଳୀୟ |
ଜୀବନ ସାଥୀ | କୁମାରୀ କହଁର |
ବାପା/ବୋଉ | ପରେଶ୍ୱର କହଁର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସଦାନନ୍ଦ କହଁର (୧୨ ଜୁଲାଇ ୧୯୪୮ - ୭ ଜାନୁଆରୀ ୧୯୮୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲିଗୁଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସଦାନନ୍ଦ କହଁର ୧୯୪୮ ମସିହାର ଜୁଲାଇ ୧୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପରେଶ୍ୱର କହଁର ଓ ପତ୍ନୀଙ୍କ ନାମ କୁମାରୀ କହଁର ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସଦାନନ୍ଦ ଓଡ଼ିଶା ରାଜନୀତିରେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ି ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ସଦାନନ୍ଦ ୧୯୮୯ ମସିହାର ଜାନୁଆରୀ ୭ ତାରିଖରେ ୪୦ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Sadananda Konhar". odishaassembly.nic.in. Odisha Assembly. Retrieved 9 April 2021.