ସଦାନନ୍ଦ ସାହୁ
ଦେଖଣା
ସଦାନନ୍ଦ ସାହୁ | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ହିମାଂଶୁ ଶେଖର ପାଢ଼ୀ, ଅନିରୁଦ୍ଧ ଦୀପ |
ନିର୍ବାଚନ ମଣ୍ଡଳୀ | ଫୁଲବାଣୀ - ଉଦୟଗିରି |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୯୮୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱାଧୀନ |
ବୃତ୍ତି | ରାଜନୀତିଜ୍ଞ |
ସଦାନନ୍ଦ ସାହୁ (ମୃତ୍ୟୁ: ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଫୁଲବାଣୀ - ଉଦୟଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସଦାନନ୍ଦ ଓଡ଼ିଶା ରାଜନୀତିରେ ସ୍ୱାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ି ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ସଦାନନ୍ଦ ୧୯୮୩ ମସିହାରେ ମୃତ୍ୟୁବରଣ କରିଥିଲେ । ୬ ସେପ୍ଟେମ୍ବର ୧୯୮୩ରେ ବିଧାନ ସଭା ଗୃହରେ ତାଙ୍କ ପାଇଁ ଶୋକ ପାଳନ କରାଯାଇଥିଲା ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Sadananda Sahu". odishaassembly.nic.in. Odisha Assembly. Retrieved 24 April 2021.