Jump to content

ସମାଜ ବିଜ୍ଞାନ

ଉଇକିପିଡ଼ିଆ‌ରୁ

ସମାଜ ବିଜ୍ଞାନ ସାମାଜିକ ବ୍ୟବହାର ଓ ଅନୁଷ୍ଠାନର ଏକାଡେମିକ୍ ପାଠ ଅଟେ । [] ଗୋଟିଏ ସମାଜଶାସ୍ତ୍ର ଭାବରେ ଏହା ଅନୁଭବଜନ୍ୟ ଓ ସମୀକ୍ଷାତ୍ମକ ପଦ୍ଧତି ବ୍ୟବହାର କରି ସାମାଜିକ ବ୍ୟବସ୍ଥା,ସାମାଜିକ ଅବ୍ୟବସ୍ଥା ତଥା ସାମାଜିକ ପରିବର୍ତ୍ତନ ବିଷୟରେ ଜ୍ଞାନ ଅର୍ଜନ କରିବାରେ ସାହାଯ୍ୟ କରେ । ପାରମ୍ପରିକ ଭାବରେ ସମାଜବିଜ୍ଞାନର ଫୋକସ୍ ସାମାଜିକ ସ୍ତରୀକରଣ, ସାମାଜିକ ବର୍ଗ, ସାମାଜିକ ଗତିଶିଳତା, ଧର୍ମ, ଆଇନ୍, ଯୌନତା ଓ ବିପତତା ଆଦି ବିଷୟରେ ରହିଆସିଅଛି ।

Sna large
  1. sociology. (n.d.). The American Heritage Science Dictionary. Retrieved 13 July 2013, from Dictionary.com website: http://dictionary.reference.com/browse/sociology