ସରସ୍ୱତୀ ଦେବୀ
ଦେଖଣା
ସରସ୍ୱତୀ ଦେବୀ | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ଅନନ୍ତ ଚରଣ ତ୍ରିପାଠୀ |
ନିର୍ବାଚନ ମଣ୍ଡଳୀ | ରାଜନଗର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଜାନୁଆରୀ ୮, ୧୯୧୪ |
ମୃତ୍ୟୁ | ୪ ଅପ୍ରେଲ ୨୦୦୧ | (ବୟସ ୮୭)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ରଘୁନାଥ ମହାନ୍ତି |
ବୃତ୍ତି | ରାଜନୀତିଜ୍ଞ |
ସରସ୍ୱତୀ ଦେବୀ (୮ ଜାନୁଆରୀ ୧୯୧୪ - ୪ ଅପ୍ରେଲ ୨୦୦୧) ଜଣେ ଓଡ଼ିଆ ରାଜନୀତିଜ୍ଞା ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସରସ୍ୱତୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରାଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସରସ୍ୱତୀ ଦେବୀ ୧୯୧୪ ମସିହାର ଜାନୁଆରୀ ମାସ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପତିଙ୍କ ନାମ ରଘୁନାଥ ମହାନ୍ତି ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସରସ୍ୱତୀ ଦେବୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ସରସ୍ୱତୀ ଦେବୀ ୨୦୦୧ ମସିହାର ଅପ୍ରେଲ ମାସ ୪ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Saraswati Devi". odishaassembly.nic.in. Odisha Assembly. Retrieved 4 April 2020.