ସାରଙ୍ଗଧର ପ୍ରଧାନ
ସାରଙ୍ଗଧର ପ୍ରଧାନ | |
---|---|
ବିଧାୟକ: ୨ୟ, ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୭ | |
ପୂର୍ବ ଅଧିକାରୀ | ସଦାନନ୍ଦ ସାହୁ |
ପର ଅଧିକାରୀ | ଗୋପାଳ ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ଘୁ. ଉଦୟଗିରି |
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା (ଉପ) | |
କାର୍ଯ୍ୟକାଳ ୧୯୫୫ – ୧୯୫୭ | |
ପୂର୍ବ ଅଧିକାରୀ | ବାଳକୃଷ୍ଣ ମଲ୍ଲିକ |
ପର ଅଧିକାରୀ | ହିମାଂଶୁ ଶେଖର ପାଢ଼ୀ |
ନିର୍ବାଚନ ମଣ୍ଡଳୀ | ଫୁଲବାଣୀ - ଉଦୟଗିରି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜୁଲାଇ ୧୯୨୨ |
ମୃତ୍ୟୁ | ୬ ନଭେମ୍ବର ୨୦୧୨ | (ବୟସ ୯୦)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଗଣତନ୍ତ୍ର ପରିଷଦ |
ଜୀବନ ସାଥୀ | ତରଙ୍ଗିନୀ ପାଢ଼ୀ |
ବାପା/ବୋଉ | ଶୁଆ ପ୍ରଧାନ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସାରଙ୍ଗଧର ପ୍ରଧାନ (୧ ଜୁଲାଇ ୧୯୨୨ - ୬ ନଭେମ୍ବର ୨୦୧୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୫୫ ମସିହାରରେ ହୋଇଥିବା ଉପ-ନିର୍ବାଚନରେ ସେ ଫୁଲବାଣୀ - ଉଦୟଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ପରେ ୧୯୫୭ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଘୁ. ଉଦୟଗିରିରୁ ଯଥାକ୍ରମେ ୨ୟ ଓ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସାରଙ୍ଗଧର ପ୍ରଧାନ ୧୯୨୨ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଶୁଆ ପ୍ରଧାନ ଓ ପତ୍ନୀଙ୍କ ନାମ ତରଙ୍ଗିନୀ ପାଢ଼ୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସାରଙ୍ଗଧର ଓଡ଼ିଶା ରାଜନୀତିରେ ପ୍ରଥମେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦରେ ଏବଂ ପରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୫୫ | ୧୯୫୭ | ସଭ୍ୟ, ୧ମ ଓଡ଼ିଶା ବିଧାନ ସଭା | ଫୁଲବାଣୀ - ଉଦୟଗିରି | ଗଣତନ୍ତ୍ର ପରିଷଦ |
୧୯୫୭ | ୧୯୬୧ | ସଭ୍ୟ, ୨ୟ ଓଡ଼ିଶା ବିଧାନ ସଭା | ଘୁ. ଉଦୟଗିରି | ଗଣତନ୍ତ୍ର ପରିଷଦ |
୧୯୬୧ | ୧୯୬୭ | ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା | ଘୁ. ଉଦୟଗିରି | ଭାରତୀୟ ଜାତୀୟ କଂଗ୍ରେସ |
ମୃତ୍ୟୁ
[ସମ୍ପାଦନା]ସାରଙ୍ଗଧର ୨୦୧୨ ମସିହାର ନଭେମ୍ବର ୬ ତାରିଖରେ ୯୦ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Sarangdhar Pradhan". odishaassembly.nic.in. Odisha Assembly. Retrieved 27 April 2021.