Jump to content

ସାଲୁଗା ପ୍ରଧାନ

ଉଇକିପିଡ଼ିଆ‌ରୁ
ସାଲୁଗା ପ୍ରଧାନ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀଜାକବ୍ ପ୍ରଧାନ
ପର ଅଧିକାରୀପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ
ନିର୍ବାଚନ ମଣ୍ଡଳୀଘୁ. ଉଦୟଗିରି
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୪
ପୂର୍ବ ଅଧିକାରୀନାଗାର୍ଜୁନ ପ୍ରଧାନ
ପର ଅଧିକାରୀଅଜୟନ୍ତୀ ପ୍ରଧାନ
ନିର୍ବାଚନ ମଣ୍ଡଳୀଘୁ. ଉଦୟଗିରି
ବ୍ୟକ୍ତିଗତ ସବିଶେଷ
ଜନ୍ମ (1959-10-25) ୨୫ ଅକ୍ଟୋବର ୧୯୫୯ (ବୟସ ୬୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଗଣତନ୍ତ୍ର ପରିଷଦ
ଜୀବନ ସାଥୀସୁବେନ୍ତ୍ରୀ ପ୍ରଧାନ
ବାପା/ବୋଉରାଡ଼ୋ ପ୍ରଧାନ (ବାପା)
ବୃତ୍ତିରାଜନୀତିଜ୍ଞ

ସାଲୁଗା ପ୍ରଧାନ (ଜନ୍ମ: ୨୫ ଅକ୍ଟୋବର ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୦ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଘୁ. ଉଦୟଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓଡ଼ିଶା ବିଧାନ ସଭା୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

[ସମ୍ପାଦନା]

ସାଲୁଗା ପ୍ରଧାନ ୧୯୫୯ ମସିହାର ଅକ୍ଟୋବର ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଡ଼ୋ ପ୍ରଧାନ ଓ ପତ୍ନୀଙ୍କ ନାମ ସୁବେନ୍ତ୍ରୀ ପ୍ରଧାନ ।[]

ରାଜନୈତିକ ଜୀବନ

[ସମ୍ପାଦନା]

ସାଲୁଗା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।[]

୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ଘୁ. ଉଦୟଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୪୦,୩୭୩ ଖଣ୍ଡ ଭୋଟ୍ ପାଇ ୩ୟ ସ୍ଥାନରେ ଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପାର୍ଥୀ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନଙ୍କ ଠାରୁ ୧୩,୧୫୭ ଖଣ୍ଡ ଭୋଟ୍‌ରେ ପରାସ୍ତ ହୋଇଥିଲେ ।[]

  1. ୧.୦ ୧.୧ "Shri Saluga Pradhan". odishaassembly.nic.in. Odisha Assembly. Retrieved 30 April 2021.
  2. "General Election to G. Udayagiri (Odisha)". Election Commission of India. Retrieved 11 June 2024.

ବାହାର ଆଧାର

[ସମ୍ପାଦନା]
  • ଉଇକିମିଡ଼ିଆ କମନ୍ସରେ Saluga Pradhan-ସମ୍ପର୍କିତ ମିଡ଼ିଆ